Home

ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା

ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍‌ଇଜିଏସ୍‌ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ଏ ସମ୍ପର୍କରେ ବାହାନଗା ବିଡିଓ, ତହସିଲଦାର, ସୋର…

ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ

ରସୁଲପୁର, ୧୮।୫ (ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍‌ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି। ଲଗାତର…

ନୟାଗଡ଼ରେ ଆଉ ୩ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ/ଗଣିଆ,୧୮ା୫(ଡି.ଏନ୍‌.ଏ.): ଗଣିଆ ବ୍ଲକର ୩ଜଣ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୧, ୪୭ ଓ ୪୮ ବର୍ଷର ପ୍ରବାସୀ ଶ୍ରମିକ ଚିହ୍ନଟ ହୋଇଛନ୍ତି। ଏମାନେ…

ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ

କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍‌କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌ର…

ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ ସାମନ୍ତରାୟ ସୋମବାର ଏହି କ୍ଷମତା ପ୍ରୟୋଗ କରି କୁଞ୍ଜବନ ଓ ବାମ୍ବଡା ଗ୍ରାମର ୫ଟି…

ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନବିକ୍ରିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ସୋମବାର ଜୟ କିସାନ ଆନ୍ଦୋଳନ ନେତୃତ୍ୱରେ…

ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ

ବିନିକା୧୮ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ହେଲେ ସେ ମା’ଙ୍କୁ ମୁଖାଗ୍ନି ଦେଇ ପାରି ନାହାନ୍ତି। ଏବେ ସେ…

ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍‌

ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍‌ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍‌ ୨୦…

ମୁକାବିଲା ପାଇଁ ପୋଲିସ ସଜାଗ-ଡିଜିପି

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୧୮।୫-ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରିଥିଲେ। ସେ ପ୍ରଥମେ ପୂର୍ବାହ୍ନ ୧୧ଟା ୨୦ମିନିଟ୍‌ରେ ବାଲେଶ୍ୱର…

ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ

ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍‌ରେ ବଲାଙ୍ଗୀର ସମେତ ଓଡିଶାର ୩୦ଜିଲାର ପ୍ରାୟ ୪ ହଜାର ପ୍ରବାସୀ ଆସିଥିଲେ। ଭୋର ୪ଟାରେ ବିଶାଖାପାଟଣାରୁ ଆସିଥିବା…

ଆଖଣ୍ଡଳମଣିଙ୍କ ଲଗ୍ନ ମହୋତ୍ସବ ସମ୍ପନ୍ନ

ଆରଡି, ୧୮ା୫ (ଡି.ଏନ.ଏ.)-ଲକଡାଉନ ଯୋଗୁ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରାୟ ୨ ମାସ ହେଲା ବନ୍ଦ ରହିଛି। ଚଳିତ ମାସ ୨୭ ତାରିଖରେ ଶିବ ବିବାହ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ମନ୍ଦିର କାର୍ଯ୍ୟାଳୟ…

ଚୋରା ମଦ ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୮।୫- ଲକ୍‌ଡାଉନ୍‌ ସମୟରେ ବାଲେଶ୍ୱର ସହର ଏବଂ ଗ୍ରାମାଞ୍ଚଳରେ ଦେଶୀ ମଦର ଚୋରା ବ୍ୟବସାୟ ବଢ଼ି ଚାଲୁଥିବା ବେଳେ ଅବକାରୀ କର୍ମଚାରୀମାନଙ୍କ ମୁଣ୍ଡ ବ୍ୟଥାର କାରଣ ହୋଇଛି। ଅବକାରୀ ବିଭାଗ ଏସ୍‌ପି ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଆଇନ୍‌ ଆଇଆଇସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri