Home

କାଳବୈଶାଖୀରେ ଉପୁଡ଼ିଲା ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଜଣେ ବ୍ୟକ୍ତିଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡିବାରୁ ଦୁଇ ବଖରା…

ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା ବ୍ଲକ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୩ ଜଣ ପିଙ୍ଗୁ ପଞ୍ଚାୟତର ଓ ଜଣେ…

ଅମ୍ଫନ ପ୍ରସ୍ତୁତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ମେ ୨୦ରେ ଅପରାହ୍ନରୁ ସନ୍ଧ୍ୟା ଭିତରେ ଏହା ଦୀଘା-ହାତିଆ ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିପାରେ ବୋଲି ସୂଚନା ରହିଛି।…

ଶିମିଳିପାଳରୁ ୨ ଶିକାରୀ ଗିରଫ 

ଖୁଣ୍ଟା,୧୮ା୫(ଡି.ଏନ୍‌.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ ଗ୍ରାମର ନରେନ୍ଦ୍ର ହେମ୍ବ୍ରମ ଓ ହାତିକୋଟ ଗ୍ରାମର କିରଣ ବିଶ୍ୱାଳ। ଉଭୟଙ୍କଠାରୁ ଏକ…

ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି ଅମ୍ଫନ: ୨୦ରେ ଲ୍ୟାଣ୍ଡଫଲ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ପାରାଦୀପଠାରୁ ୭୭୦ କିମିଦୂରରେ ରହିଛି ବାତ୍ୟା ଅମ୍ଫନ। ଏହା ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି। ୨୦ ତାରିଖ ଅପରାହ୍ନରେ ଏହା ଦୀଘା-ହାତିଆ ମଝିରେ ସୁନ୍ଦରବନରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୬୫ରୁ ୧୭୫ ରହିବ। ଉତ୍ତର ଓଡ଼ିଶା…

ଲକ୍‌ଡାଉନ ୪.୦: ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ କର୍ଫ୍ୟୁ

କୋଲକାତା,୧୮।୫: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ୪.୦ର ସୋମବାର ହେଉଛି ପ୍ରଥମ ଦିନ। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ବିପଦକୁ ଦେଖି ମୁଖ୍ୟମନ୍ତ୍ରୀ ମମତା…

CORONAVIRUS UPDATE: ଜଗତସିଂହପୁରରେ ପୁଣି ୨୦ କରୋନା ପଜିଟିଭ; ସମସ୍ତେ କୋଲକତା ଫେରନ୍ତା

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ଜଗତସିଂହପୁର ଜିଲାରେ ସୋମବାର ଅପରାହ୍ନରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନାଉଗାଁ ବ୍ଲକ ଜାମୁଗାଁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣେ କୁଜଙ୍ଗ ବ୍ଲକ ପଣ୍ଡୁଆ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ କୋଲକତା…

ମାଇକେଲ ଜୋର୍ଡାନଙ୍କ ଜୋତାର ମୂଲ୍ୟ ୪.୨ କୋଟି

ନ୍ୟୁୟର୍କ,୧୮।୫: କିମ୍ବଦନ୍ତୀ ଆମେରିକୀୟ ବାସ୍କେଟବଲ୍‌ ଖେଳାଳି ମାଇକେଲ ଜୋର୍ଡାନଙ୍କ ଏକ ଜୋତା ରେକର୍ଡ ୫ ଲକ୍ଷ ୬୦ ହଜାର ଡଲାର ବା ୪ କୋଟି ୨ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ଆମେରିକାର ନ୍ୟାଶନାଲ ବାସ୍କେଟବଲ୍‌ ଲିଗ୍‌ (ଏନ୍‌ବିଏ) ଏକ ମ୍ୟାଚ୍‌ରେ…

ଅନୁବନ୍ଧିତ ଖେଳାଳିଙ୍କ ପାଇଁ ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବନି: ବିସିସିଆଇ

ନୂଆଦିଲ୍ଲୀ,୧୮।୫(ପି.ଟି.): ଚୁକ୍ତିବଦ୍ଧ କ୍ରିକେଟରଙ୍କ ପାଇଁ କୌଣସି ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସ୍ପଷ୍ଟ କରିଛି। ବିଭିନ୍ନ ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ ଷ୍ଟାଡିୟମ ଖୋଲିବାକୁ ଅନୁମତି ମିଳିଥିଲେ ମଧ୍ୟ ଅନୁବନ୍ଧିତ ଖେଳାଳିଙ୍କ ପାଇଁ…

ବାବରଙ୍କୁ କୋହଲିଙ୍କ ସହ ଏବେ ତୁଳନା କରାଯାଇପାରିବନି: ୟୁନିସ୍‌

କରାଚୀ,୧୮।୫ (ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସହ ବର୍ତ୍ତମାନ ବାବର ଆଜମଙ୍କୁ ତୁଳନା କରାଯିବା ବହୁତ ଶ୍ରୀଘ ହେବ ବୋଲି ପୂର୍ବତନ ବ୍ୟାଟ୍ସମ୍ୟାନ ୟୁନିସ୍‌ ଖାନ କହିଛନ୍ତି। ପାକିସ୍ତାନର ବାବର ଜଣେ ଉଚ୍ଚକୋଟୀର ପ୍ରତିଭାସମ୍ପନ୍ନ ବ୍ୟାଟ୍ସମ୍ୟାନ ହୋଇଥିଲେ ମଧ୍ୟ ୫…

ନିଃସନ୍ଦେହରେ କୋହଲି ଶ୍ରେଷ୍ଠ: ଇଆନ୍‌ ଚାପେଲ

ନୂଆଦିଲ୍ଲୀ,୧୮।୫(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲି ନିଃସନ୍ଦେହରେ ବିଶ୍ୱରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ ଚାପେଲ କହିଛନ୍ତି। ୩ଟି ଯାକ ଫର୍ମାଟରେ କୋହଲି ଏବେ ଶ୍ରେଷ୍ଠ ବୋଲି କୁହାଯାଇପାରେ ଓ ଏ ନେଇ କୌଣସି ପ୍ରଶ୍ନ ଉଠିବା…

ବାୟୁସେନାକୁ ମିଳିବ ୮୩ ଏଲ୍‌ସିଏ ଯୁଦ୍ଧ ବିମାନ: ଖର୍ଚ୍ଚ ହେବ ୪୭ ହଜାର କୋଟି

ନୂଆଦିଲ୍ଲୀ,୧୮।୫: ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ଏଥିରେ ୮୩ଟି ଏଲ୍‌ସିଏ ଯୁଦ୍ଧ ବିମାନକୁ ସାମିଲ୍‌ କରାଯିବ। ଏଥିପାଇଁ ୪୭ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ଏସମ୍ପର୍କରେ ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭାଦୋରିଆ ସୋମବାର ସୂଚନା ଦେଇଛନ୍ତି। ମେ ଶେଷ ସୁଦ୍ଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri