Home

ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ: ୧୯ ହଜାର ଜରିମାନା ଆଦାୟ ସହ ଜଣେ ଚା’ ଦୋକାନୀ ଗିରଫ

ଜୁନାଗଡ଼,୧୬।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଲକ୍‌ଡାଉନ୍‌ କଡ଼ାକଡ଼ି କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜୁନାଗଡ଼ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ହେଳେ ଏହା ସତ୍ତ୍ବେ ବି କେତେକ ଅମାନିଆ ବାଇକ ଚାଳକ ଏହି ନିୟମକୁ ମାନୁନାହାନ୍ତି। ଜୁନାଗଡ଼…

କରୋନା ସଂକ୍ରମିତ ପିଜା ଡେଲିଭରି ବୟଙ୍କ ପାଇଁ ୭୨ ଜଣ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୧୬।୪: ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏହା ଦ୍ୱିତୀୟରୁ ତୃତୀୟ ଷ୍ଟେଜକୁ ଯିବାକୁ ଯେମିତି ଅନାଇ ରହିଛି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏଠାରେ ଜଣେ ପିଜା ଡେଲିଭରି ବୟ…

ହିତାଧିକାରୀଙ୍କୁ ୩ମାସର ରାସନ ସାମଗ୍ରୀ ବଣ୍ଟନ

ହାଟଡ଼ିହୀ,୧୬।୪(ଡି.ଏନ୍‌.ଏ.): କରୋନା ରୋଗର ମୁକାବିଲା ପାଇଁ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯୋଗାଣ ଅଧିକାରୀ ଶ୍ୟାମ ମାଝୀ ଓ ସରପଞ୍ଚ ନିମାଇଁ ସାମଲଙ୍କ ଉପସ୍ଥିତିରେ ଢେଙ୍କା ପଞ୍ଚାୟତର ହିତାଧିକାରୀଙ୍କୁ ଏପ୍ରିଲ, ମେ’ ଓ ଜୁନ…

ଘରୋଇ ହିଂସା ରୋକିବାକୁ ହେଲ୍ପଲାଇନ୍‌ ନମ୍ବର ଜାରି କଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଘରୋଇ ହିଂସା ରୋକିବା ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସମୟରେ ଅଭିଯୋଗକାରୀ ଥାନାକୁ ଆସିପାରନ୍ତିନି। ଗଞ୍ଜାମରେ କରୋନା ନେଇ ଲକ୍‌ଡାଉନ ଓ ପ୍ରତ୍ୟହ ୧୯ ଘଣ୍ଟା ସଟ୍‌ଡାଉନ…

ଗତ ୨୪ ଘଣ୍ଟାରେ ଆମେରିକାରେ କରୋନା ମୃତ୍ୟୁସଂଖ୍ୟା ୨,୬୦୦

ଓ୍ବାଶିଂଟନ,୧୬।୪: ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଆମେରିକାରେ ସର୍ବାଧିକ ୨,୬୦୦ ଲୋକଙ୍କ ମୃତ୍ୟୁ ହୋଇଛି। ତେବେ କରୋନା ସଂକ୍ରମଣରେ କୌଣସି ଦେଶରେ ୧୪ ଘଣ୍ଟାରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେବା ଏହା ପ୍ରଥମ ଘଟଣା ବୋଲି କୁହାଯାଉଛି।…

ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ କରୋନା ସଂକ୍ରମିତ ସାଜିଥାନ୍ତି ସୁପର ସ୍ପ୍ରେଡର !

ହଂକଂ,୧୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ହଂକଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି ଯେ, କରୋନା ସଂକ୍ରମିତଙ୍କଠାରେ ଲକ୍ଷଣ ପ୍ରକାଶ…

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର ସିଏସ୍‌ଆର ଓ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଅଗ୍ନିଶମ ବିଭାଗ ଝାରସୁଗୁଡାର ୨୨ଟି ପ୍ରମୁଖ ସ୍ଥାନକୁ…

ଜରୁରୀ ରୋଗୀ ସେବା ପାଇଁ ୧୦ଅଟୋକୁ ଅନୁମତି

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଏବେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିପାଇଁ ଜରୁରୀକାଳିନ ସେବା ମିଳିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ତେବେ ଲୋକଙ୍କ ସୁବିଧା ପାଇଁ ଦାରିଙ୍ଗବାଡ଼ି ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

ନେପାଳ ସୀମାରେ ସଂକ୍ରମଣ ବଢ଼ାଇପାରେ ପାକ୍‌

ନୂଆଦିଲ୍ଲୀ, ୧୬।୪: ଭାରତ-ନେପାଳରେ ସୀମାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର କରିପାରେ ବୋଲି ଭାଜପା ଏମ୍‌ପି ବିଜୟ ଦୁବେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଏହି କୁଷିନଗର ଏମ୍‌ପିଙ୍କ କହିବା ଅନୁଯାୟୀ, ନେପାଳ ସୀମା ତାଙ୍କ ଜିଲାକୁ ଲାଗି…

ଗରିବ ଦେଶରୁ ବନ୍ଦ ରହିବ ଋଣ ଆଦାୟ: ଜି-୨୦ ବୈଠକରେ ନିଷ୍ପତ୍ତି

ଜୋହାନ୍ସବର୍ଗ,୧୬ା୪: କରୋନା ଯୋଗୁ ସାରା ବିଶ୍ୱ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଗରିବ ଦେଶଗୁଡ଼ିକ ନେଇଥିବା ଋଣ ପରିଶୋଧ ପାଇଁ ଅଧିକ ସମୟ ଦେବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀର ଅର୍ଥମନ୍ତ୍ରୀମାନଙ୍କ ସମ୍ମିଳନୀରେ ନିଷ୍ପତ୍ତି ନିଆଯାଇଛି। ଅର୍ଥମନ୍ତ୍ରୀମାନଙ୍କ ଭିଡିଓ କନ୍‌ଫରେନ୍ସ ପରେ ଋଣ ଆଦାୟ…

ଚାଇନାରେ ଆଫ୍ରିକୀୟଙ୍କୁ ଦୁର୍ବ୍ୟବହାର

ବେଜିଂ,୧୬।୪: କରୋନା ଭାଇରସ୍‌ ଆତଙ୍କ ମଧ୍ୟରେ ଚାଇନାରେ ଆଫ୍ରିକୀୟଙ୍କୁ ନିର୍ଯାତନା ଦିଆଯିବା ଘଟଣାରୁ କୂଟନୈତିକ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦକ୍ଷିଣ ଚାଇନାର ଗୁଆଙ୍ଗଝୋଉରେ ଥିବା ଆଫ୍ରିକୀୟ ପ୍ରବାସୀ ଓ ଛାତ୍ରୀଛାତ୍ରଙ୍କୁ ଜୋର୍‌ଜବରଦସ୍ତ କରୋନା ଭାଇରସ୍‌ ପରୀକ୍ଷା କରାଯିବା ସହ ୧୪ ଦିନ…

ରବିଧାନ ସଂଗ୍ରହ: ଚାଷୀ ପଞ୍ଜୀକରଣରେ ବୃଦ୍ଧି

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ ରବିଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନରେ ଚାଷୀମାନଙ୍କ ନାମ ପଞ୍ଜୀକରଣ ବହୁ ପୂର୍ବରୁ ଆରମ୍ଭ ହୋଇସାରିଛି। ଏହା ଜରିଆରେ ବୁଧବାର ସୁଦ୍ଧା ୨, ୩୪, ୭୨୮ ଜଣ ଚାଷୀ ପଞ୍ଜୀକୃତ କରିସାରିଛନ୍ତି। ଗତବର୍ଷ ତୁଳନାରେ ଚଳିତବର୍ଷ ୯ ପ୍ରତିଶତ ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri