Home

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୧।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ଜାଦିବଲରେ କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା…

CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍‌, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ…

ପୁଣି ୨୦୨୨ ଅକ୍ଟୋବର ୨୫କୁ ଅପେକ୍ଷା

ନୂଆଦିଲ୍ଲୀ, ୨୧।୬: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଶେଷ ହୋଇଛି। ଏହି ମହାଯାଗତିକ ଦୃଶ୍ୟ ସମସ୍ତଙ୍କୁ ବେଶ୍‌ ଚକିତ କରିଛି। ୨୦୨୧ରେ ମଧ୍ୟ ୨ଟି ସୂର୍ଯ୍ୟପରାଗ ହେବ ତେବେ ଏହା ଭାରତକୁ ଦୃଶ୍ୟମାନ ହେବ ନାହିଁ। ୨୦୨୧ ଜୁନ୍‌ ୧୦ ଏବଂ…

କରଣ ଜୋହରଙ୍କ ଫିଲ୍ମ ଅଫରକୁ ପ୍ରତ୍ୟାଖାନ କରିଥିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚନ୍ଦ୍ରଚୂଡ଼ ସିଂ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଫିଲ୍ମ ‘କୁଛ୍‌ କୁଛ୍‌ ହୋତା ହୈ’ସମ୍ପର୍କରେ କିଛି କଥା ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ଏକ ସାକ୍ଷାତକାରରେ ଚନ୍ଦ୍ରଚୂଡ଼ କହିଛନ୍ତି, କରଣ ତାଙ୍କୁ ଶାହାରୁଖ୍‌ ଖାଁ, ରାଣୀ ମୁଖାର୍ଜୀ ଏବଂ କାଜଲଙ୍କ…

ଭାରତ-ଚାଇନା ସୀମା ବିବାଦ: ଟ୍ରମ୍ପ୍‌ ସାଜିବେ କି ମଧ୍ୟସ୍ଥି !

ଓ୍ବାଶିଂଟନ, ୨୧।୬: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥି ସାଜିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା କୁହାଯାଉଛି। ସେ କହିଛନ୍ତି ଯେ, ଭାରତ ଚାଇନା ମଧ୍ୟରେ…

ସୁପ୍ରିମକୋର୍ଟଙ୍କ ରାୟ ନେଇ ଶଙ୍କରାଚାର୍ଯ୍ୟଙ୍କ ଉଦ୍‌ବେଗ: ‘ରଥଯାତ୍ରା ବନ୍ଦ ପାଇଁ ଏହା ସୁଚିନ୍ତିତ ଯୋଜନା’

ପୁରୀ ଅଫିସ, ୨୧।୬: ଚଳିତ ବର୍ଷ ବଡ଼ଦାଣ୍ଡରେ ଗଡ଼ି ପାରିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ନେଇ ରଥଯାତ୍ରା ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନ୍ୟାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଗୋବର୍ଦ୍ଧନ…

ଅନ୍ତର୍ଜାତୀୟ ଯୋଗ ଦିବସ: ଯୋଗରେ ନିମଗ୍ନ ବଲିଉଡ୍‌ର କିଛି ସେଲିବ୍ରିଟି

ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସାଧାରଣତଃ ଲୋକେ ସୁସ୍ଥ ରହିବାକୁ ଯୋଗ କରିଥାନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ସୁସ୍ଥ ଏବଂ ସୌନ୍ଦର୍ଯ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ ପ୍ରତିଦିନ ଯୋଗାଭ୍ୟାସ କରିଥାନ୍ତି। ଜାଣନ୍ତୁ ଏପରି କିଛି ସେଲିବ୍ରିଟିଙ୍କ ସମ୍ପର୍କରେ… ଉର୍ବଶୀ ରୌତେଲା:…

ଦେଶରେ ୪ଲକ୍ଷ ୧୦ ହଜାର ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୫ ହଜାରରୁ ଊର୍ଦ୍ଧ୍ୱ ନୂଆ ରୋଗୀ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଉଦ୍‌ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୧୧,୭୭୩ରେ। ଏମାନଙ୍କ ମଧ୍ୟରୁ ୨,୨୮,୩୦୭…

୧୧ ଦିନରେ ଲକ୍ଷେ ୩୪ ହଜାର

ନୂଆଦିଲ୍ଲୀ, ୨୧।୬:ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଲଗାତାର ୧୧ ଦିନ ଧରି ଦେଶରେ ହାରାହାରି ୧୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଜୁନ୍‌ ୧୦ଠାରୁ ଜୁନ୍‌ ୨୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ରାଜ୍ୟରେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୫ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ଆଉ ୩୦୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ ଜିଲାର ୪୯ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା…

ସାବୁନ କାରିଗର ସତ୍ୟବ୍ରତ: ପ୍ରସ୍ତୁତ କରୁଛନ୍ତି ଦେବଦେବୀ, ପଶୁପକ୍ଷୀଙ୍କ କଳାକୃତି

ଖୋର୍ଦ୍ଧା ଅଫିସ,୨୧ା୬: ଶରୀରର ସୌନ୍ଦର୍ଯ୍ୟ ଲାଗି ଆମେ ଭଳିକି ଭଳି ସାବୁନ ବ୍ୟବହାର କରିଥାଉ। ତେବେ ସାବୁନର ବ୍ୟବହାର କରାଯାଇ ଅତି ସୁନ୍ଦର ନିଖୁଣ କାରୁକାର୍ଯ୍ୟ କରାଯାଇପାରେ, ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖୋର୍ଦ୍ଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri