୩ ଫୁଟ ବରକୁ ୩ ଫୁଟ କନ୍ୟା
ଲକ୍ଷ୍ନୌ: କୁହାଯାଏ, ବିବାହ ସ୍ବର୍ଗରେ ସ୍ଥିର ହୋଇଥାଏ। ଯିଏ ଯାହା ପାଇଁ ତାକୁ ଭଗବାନ ସ୍ଥିର କରିଥାନ୍ତି। ଉତ୍ତରପ୍ରଦେଶର ମିରଟରେ ହୋଇଥିବା ଏକ ବିବାହ ଏବେ ଚର୍ଚ୍ଚାରେ ରହିଛି। କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଲାକେ ଚିନ୍ତାରେ ପଡ଼ିଥିବା ବେଳେ ୩…
ସୂର୍ଯ୍ୟର ୯୮.୬ ପ୍ରତିଶତ ହୋଇଯିବ ଢ଼ାଙ୍କି: ସୁନା କଙ୍କଣ ଭଳି ହେବ ଦୃଶ୍ୟମାନ
ନୂଆଦିଲ୍ଲୀ, ୨୧।୬: ରାହୁଗ୍ରସ୍ତ ସୂର୍ଯ୍ୟୋପରାଗ ରବିବାର ପୂର୍ବାହ୍ନ ୧୦ଟା ୩୮ ମିନିଟ୍ ୧୭ ସେକେଣ୍ଡରେ ଆରମ୍ଭ ହେବ। ସୂର୍ଯ୍ୟର ୯୮.୬ ପ୍ରତିଶତ ଢ଼ାଙ୍କି ହୋଇଯିବ। ଫଳରେ ଆକାଶ ସୁନାର ଏକ ଉଜ୍ଜଳ କଙ୍କଣ ସଦୃଶ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଆକୃତି…
୨୪ ଘଣ୍ଟାରେ ୩୦୬ ମୁଣ୍ଡ ନେଲା କରୋନା
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗିଲାଣି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣରେ ୩୦୬ ଜଣଙ୍କ ମୃତ୍ୟୁ ହେବା ସହ ରେକର୍ଡ ଭାଙ୍ଗିଛି ସଂକ୍ରମିତଙ୍କ ସଂଖ୍ୟା। ୨୪ ଘଣ୍ଟାରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ…
ପାକ୍ର ଅସ୍ତ୍ରଭର୍ତ୍ତି ଡ୍ରୋନ୍କୁ ଖସାଇଲା ବିଏସ୍ଏଫ୍
ଜମ୍ମୁ,୨୧ା୬(ପି.ଟି.): ଅନ୍ତର୍ଜାତୀୟ ସୀମା ନିକଟବର୍ତ୍ତୀ ଜମ୍ମୁ-କଶ୍ମୀରର କଠୁଆ ଜିଲା ଉପରେ ଉଡ଼ୁଥିବା ପାକିସ୍ତାନର ଏକ ଡ୍ରୋନ୍କୁ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ଶନିବାର ଖସାଇଦେଇଛି। ଉକ୍ତ ଡ୍ରୋନ୍ରେ ଅତ୍ୟାଧୁନିକ ରାଇଫଲ, ଗ୍ରେନେଡ ଆଦି ଭର୍ତ୍ତି ହୋଇଥିଲା। ଆତଙ୍କବାଦୀଙ୍କ ବ୍ୟବହାର ଲାଗି…
ଶରୀରକୁ ସୁସ୍ଥ, ମନକୁ ଶାନ୍ତ ରଖେ ଯୋଗ: ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଅଭ୍ୟାସ କରିଛନ୍ତି। ଯୋଗ ଯେ ମଣିଷର ଶରୀରକୁ ସୁସ୍ଥ ରଖିବା ସହ ମନକୁ ଶାନ୍ତ ରଖିଥାଏ ଏହା କହିଛନ୍ତି ରାଷ୍ଟ୍ରପତି। ଆଧୁନିକ ଯୁଗରେ ବି ଲୋକେ ଯୋଗକୁ ଆପଣେଇ…
ରାଜ୍ୟ ସଭାରେ ଭାଜପା ସ୍ଥିତି କଂଗ୍ରେସର ୨ ଗୁଣରୁ ଅଧିକ
ନୂଆଦିଲ୍ଲୀ,୨୧ା୬: ରାଜ୍ୟ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ପାର୍ଲାମେଣ୍ଟର ଉଚ୍ଚ ସଦନରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ଏବଂ ବିରୋଧୀ ଦଳ ମଧ୍ୟରେ ଆସନ ବ୍ୟବଧାନ ବୃଦ୍ଧି ପାଇଛି। ଭାଜପାର ସଦସ୍ୟ ସଂଖ୍ୟା ୮୬କୁ ବୃଦ୍ଧି ପାଇଥିବାବେଳେ ବିରୋଧୀ କଂଗ୍ରେସ…
ସୀମା ବିବାଦର ଲମ୍ବା ତାଲିକାରେ ଚାଇନା
ନୂଆଦିଲ୍ଲୀ, ୨୧ା୬: ଚାଇନାର ସାମ୍ରାଜ୍ୟବାଦୀ ଚିନ୍ତାଧାରା ସମ୍ପର୍କରେ କାହାକୁ ଅଛପା ନାହିଁ। ବିଭିନ୍ନ ଚୁକ୍ତିକୁ ପାଦତଳେ ଚାପି ଷଡ଼ଯନ୍ତ୍ର ସହି ନିଜର ଆଭିମୁଖ୍ୟକୁ ପୂରଣକରିବା ଲାଗି ଚାଇନା ପ୍ରୟାସ କରିଚାଲିଛି। କେବଳ ଭାରତର ଗଲଓ୍ବାନ୍ ଉପତ୍ୟକା ନୁହେଁ, ବିଭିନ୍ନ ପଡ଼ୋଶୀ ଦେଶର…
ଆମେରିକା ନ୍ୟାଶନାଲ ସାଇନ୍ସ ଫାଉଣ୍ଡେଶନ ମୁଖ୍ୟ ହେଲେ ଭାରତୀୟ
ଓ୍ବାଶିଂଟନ,୨୧ା୬(ପି.ଟି.): ଖ୍ୟାତନାମା ଭାରତୀୟ-ଆମେରିକୀୟ ବୈଜ୍ଞାନିକ ସେଥୁରମନ ପଞ୍ଚନାଥନ୍ ଆମେରିକାର ଶୀର୍ଷ ବିଜ୍ଞାନ ଗବେଷଣା ସହାୟକ ସଂସ୍ଥା ନ୍ୟାଶନାଲ ସାଇନ୍ସ ଫାଉଣ୍ଡେଶନର ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି। ଏହି ଫାଉଣ୍ଡେଶନର ବାର୍ଷିକ ବଜେଟ ୭.୪ ବିଲିୟନ ଡଲାର। ଆମେରିକା ସିନେଟ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ…
ବାଂଲାଦେଶକୁ ହାତେଇବାକୁ ଚାଇନାର ଯୋଜନା
ନୂଆଦିଲ୍ଲୀ,୨୧ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପରେ ଦୁଇ ଦେଶର ସମ୍ପର୍କ ସବୁଠୁ ଖରାପ ସ୍ଥିତିକୁ ଆସିଯାଇଛି। ଏବେ ଚାଇନା ଭାରତକୁ ଚାରିପଟୁ ଘେରିବା ପାଇଁ ଉଦ୍ୟମ ଚଳାଇଛି। ପାକିସ୍ତାନ ଚାଇନାର ସବୁଦିନିଆ ବନ୍ଧୁ…
ଗଲ୍ଓ୍ବାନକୁ ନେଇ ଟଣାଓଟରା
ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଛି ବୋଲି ଦୋଷ ଲଦୁଥିବା ବେଳେ ଭାରତ ଏଭଳି ଦାବିକୁ ପ୍ରତ୍ୟାଖ୍ୟାନ କରିଛି।…
ବିଶ୍ୱରେ ୮କୋଟି ବିସ୍ଥାପିତ
ନୂଆଦିଲ୍ଲୀ, ୨୧ା୬: ଯୁଦ୍ଧ, ସଂଘର୍ଷ, ନିର୍ଯାତନା ଏବଂ ମାନବାଧିକାର ଉଲ୍ଲଂଘନ ଭଳି ସମସ୍ୟା ଲୋକଙ୍କୁ ବିସ୍ଥାପିତ କରିଚାଲିଛି। ଏସବୁର ପ୍ରଭାବରେ ୨୦୧୯ରେ ସାରା ବିଶ୍ୱର ୭ କୋଟି ୯୫ ଲକ୍ଷ ଲୋକ ବାଧ୍ୟ ହୋଇ ବିସ୍ଥାପିତ ହୋଇଛନ୍ତି, ଯାହାକି ୨୦୧୮ ତୁଳନାରେ…
ନାକ୍ ମାନ୍ୟତା ପାଇନାହାନ୍ତି ରାଜ୍ୟର ୮୪% ଶିକ୍ଷାନୁଷ୍ଠାନ: ବିପୁଳ ଆର୍ଥିକ ଅନୁଦାନ ହରାଉଛି ରାଜ୍ୟ
ଭୁବନେଶ୍ୱର,୨୧।୬: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକାରେ ଓଡ଼ିଶାର ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। କେବଳ ଉତ୍କଳ ବିଶ୍ୱବିଦ୍ୟାଳୟ ଶ୍ରେଷ୍ଠ ଶହେ ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିଛି। ଆଉ କୌଣସି ଶିକ୍ଷାନୁଷ୍ଠାନ…
Archives


