Home

୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରାଯାଉଛିି। ୧୨…

ପ୍ରବାସୀ ଶ୍ରମିକଙ୍କ ପ୍ରତି ରହିଛି ଦିଲ୍ଲୀ ସରକାରଙ୍କ ଦାୟିତ୍ୱବୋଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ବହୁ ପ୍ରବାସୀ ଶ୍ରମିକ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ତେବେ ଦିଲ୍ଲୀରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କ ପ୍ରତି ସରକାରଙ୍କ ଦାୟିତ୍ୱବୋଧ ରହିଛି…

୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍‌ଏସ୍‌ ଜଲାଶ୍ୱ

କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର…

ବିଶୋଧକ ସ୍ପ୍ରେ କରିବା କ୍ଷତି କାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୭।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ପ୍ରେ କରାଯାଉଥିବା ବିଶୋଧକ କ୍ଷତି କାରକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ସର୍ବସାଧାରଣ ସ୍ଥଳ ଅବା ଘରେ ଏହାକୁ ସ୍ପ୍ରେ…

କୋଭିଡ-୧୯ ମୁକାବିଲା: ଶାହରୁଖଙ୍କ ଉପହାରକୁ ଦାନରେ ଦେଲେ ଅଖତର

ନୂଆଦିଲ୍ଲୀ,୧୭।୫: କରୋନା ଭାଇରସ ମୁକାବିଲା ପାଇଁ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଆଉ ଏକ ଦୃଷ୍ଟାନ୍ତମୂଳକ କାଯ୍ୟ କରିଛନ୍ତି। ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ତାଙ୍କୁ ୧୫ ବର୍ଷ ତଳେ ଦେଇଥିବା ଏକ ସ୍ବତନ୍ତ୍ର ଉପହାରକୁ ସେ ଚ୍ୟାରିଟି…

ଆଫ୍ରିଦିଙ୍କୁ ଗମ୍ଭୀରଙ୍କ କଡ଼ା ଜବାବ

ନୂଆଦିଲ୍ଲୀ,୧୭।୫: ଭାରତୀୟ ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ପାକିସ୍ତାନ ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦିଙ୍କୁ କଡ଼ା ଜବାବ ଦେଇଛନ୍ତି। କେବଳ ସେତିକି ନୁହେଁ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ସେନାମୁଖ୍ୟ ଜେନେରାଲ କମର ବାଜଓ୍ବାଙ୍କ ସମେତ…

ଟି୨୦ ବିଶ୍ୱକପ୍‌ ବାତିଲ ହେଲେ ଆଇପିଏଲ୍‌ ଲାଗି ବାଟ ଖୋଲିବ: ଟେଲର

ମେଲବୋର୍ନ,୧୭।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍‌ ବାତିଲ ହେବା ସମ୍ଭାବନା ସୃଷ୍ଟି ହୋଇଛି। ଯଦି ଏହି ମେଗା ଇଭେଣ୍ଟ ବାତିଲ ହୁଏ ତେବେ, ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ବାଟ…

ଜୁଲାଇରେ ଇଂଲଣ୍ଡ ଗସ୍ତ କରିବାକୁ ପାକିସ୍ତାନ ରାଜି: ଗସ୍ତରେ ସାମିଲ ହେବାକୁ ଖେଳାଳିଙ୍କୁ ବାଧ୍ୟ କରାଯିବ ନାହିଁ

କରାଚି,୧୭।୫(ପି.ଟି.): ଆସନ୍ତା ଜୁଲାଇରେ ପାକିସ୍ତାନ ଟେଷ୍ଟ ଓ ଟି୨୦ ସିରିଜ ଖେଳିବାକୁ ଇଂଲଣ୍ଡ ଗସ୍ତ କରିବାକୁ ରାଜି ହୋଇଛି। ତେବେ ଏହି ଗସ୍ତରେ ସାମିଲ ହେବାକୁ ଖେଳାଳିମାନଙ୍କୁ ବାଧ୍ୟ କରାଯିବ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସ୍ପଷ୍ଟ କରିଛି।…

ଜୁନ୍‌ ୬ରୁ ଅଷ୍ଟ୍ରେଲିଆରେ କ୍ଲବ କ୍ରିକେଟ ଆରମ୍ଭ ହେବ

ମେଲବୋର୍ନ,୧୭।୫ (ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଅସମୟରେ ବନ୍ଦ କରାଯାଇଥିବା ପ୍ରତିଯୋଗିତାମୂଳକ କ୍ରିକେଟ ପୁଣି ଥରେ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଛି। କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱକ୍ରୀଡ଼ା ଠପ୍‌ ହେବା ପରେ ଆସନ୍ତା ମାସ ୬ ତାରିଖରୁ ଅଷ୍ଟ୍ରେଲିଆରେ କ୍ଲବ…

ଅର୍ଜୁନ ପୁରସ୍କାର: ଅଙ୍କିତା, ଶରନଙ୍କ ନାମ ସୁପାରିସ କଲା ଏଆଇଟିଏ

ନୂଆଦିଲ୍ଲୀ,୧୭।୫ (ପି.ଟି.): ଏସିଆନ ଗେମ୍ସ ପଦକ ବିଜେତା ତଥା ଟେନିସ୍‌ ତାରକା ଅଙ୍କିତା ରାଇନା ଓ ଦିଭିଜ ଶରନଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍‌ କରାଯାଇଛି। ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଏହି ଦୁଇ ଖେଳାଳିଙ୍କ ନାମ ଅର୍ଜୁନ…

ସର୍କସରୁ ମୁକ୍ତ ହେବାର ପଞ୍ଚମ ବାର୍ଷିକୀ ପାଳନ କଲେ ୪ ହାତୀ

ମଥୁରା,୧୭।୫: ସର୍କସରେ ଖେଳ ଦେଖାଉଥିବା ହାତୀ ସ୍ବାଧୀନତା ଦିବସ ପାଳନ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଥୁରାର ହାତୀ ସଂରକ୍ଷଣ କେନ୍ଦ୍ରରେ ଥିବା ୪ ହାତୀ ଏଭଳି କରିଛନ୍ତି। ସଂରକ୍ଷଣ କେନ୍ଦ୍ରରେ ସେମାନେ ୨୦୧୫ଠାରୁ ଗତ…

କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri