ଏହି ୫ ରାଶିର ବ୍ୟକ୍ତିଙ୍କୁ ଉଧାର ଦେଉଥିଲେ ହୁଅନ୍ତୁ ସାବଧାନ
ଆବଶ୍ୟକ ପଡିଲେ କାହାକୁ ଉଧାର ଦେବା ପୁଣ୍ୟର କଥା ବୋଲି ଧରାଯାଏ। ଉଧାର ଦେବା ଏବଂ ନେବା ଲୋକଙ୍କ ଯଦି ବୁଝାମଣା ଠିକ୍ ରହେ ତେବେ କୌଣସି ଅସୁବିଧା ଉପୁଜେ ନାହିଁ। ବେଳେବେଳେ ଉଧାର ଟଙ୍କା ପାଇଁ ସମ୍ପର୍କ ଭାଙ୍ଗିଯାଏ। ଜ୍ୟୋତିଷ…
ଏସବୁ ସ୍ବାସ୍ଥ୍ୟ ସମସ୍ୟା ଦୂର କରେ ଜାମୁକୋଳି
ଜାମୁକୋଳି ଦେଖିବାକୁ ଯେତିକି ସୁନ୍ଦର ସେତିକି ସ୍ବାଦିଷ୍ଟ ମଧ୍ୟ। ଏହା ବର୍ତ୍ତମାନ ବଜାରରେ ପ୍ରଚୁର ପରିମାଣରେ ମିଳୁଛି। ଯାହାକି ସ୍ବାସ୍ଥ୍ୟ ପକ୍ଷେ ବହୁ ଉପକାରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ପ୍ରଚୁର ପରିମାଣରେ ଭରି ରହିଛି। ଫଳରେ ସଂକ୍ରମଣ ସମସ୍ୟାରୁ ଦୂରେଇ ରଖିଥାଏ। ଏଥିରେ…
୫ ମହଲାରୁ ଗଳିପଡ଼ିଲା ୨ ବର୍ଷର ଶିଶୁ, ହିରୋ ପରି ଜୀବନ ରକ୍ଷା କଲେ ପଡ଼ୋଶୀ
ସୋସିଆଲ ମିଡିଆରେ ଏକ ଭିଡିଓ ତୀବ୍ର ବେଗରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଚକିତ ହୋଇଯିବେ। ଏହି ଘଟଣା ପୂର୍ବ ଚାଇନାର ଜିଆଙ୍ଗସୁ ଜିଲାରେ ଘଟିଛି। ଏଠାକାର ହୁଇଆନ ସହରର ଜୁୟି କାଉଣ୍ଟିସ୍ଥିତ ୫ ମହଲା ବିଶିଷ୍ଟ କୋଠାରୁ ଏକ…
ଏହି ୪ ପ୍ରକାର ବ୍ୟକ୍ତିଙ୍କୁ କରୋନା ହେଲେ ମୃତ୍ୟୁ ସୁନିଶ୍ଚିତ: ଜାଣନ୍ତୁ…
ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନକୁ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେଣୁ କରୋନାକୁ ନେଇ ଲୋକଙ୍କ ମନରେ ଅଧିକ ଭୟ ରହିବା ସୁନିଶ୍ଚିତ।…
କୁଲଗାମ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ, ୩ ଯବାନ ଆହତ
ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, କୁଲଗାମ ଜିଲା ନାଗନାଦ ଚିମ୍ମେର ଅଞ୍ଚଳରେ କିଛି…
ଇତିହାସରେ ପ୍ରଥମ, ଏମିତି କରି ଦେଖାଇଲା ନାସା
ନ୍ୟୁୟର୍କ,୧୭।୭: ଆମେରିକାର ସ୍ପେସ ଏଜେନ୍ସି ନାସା ଏବଂ ୟୁରୋପୀୟ ସ୍ପେସ ଏଜେନ୍ସି ମିଳିତ ଭାବରେ ଏକ ସୋଲାର ଅର୍ବିଟର ପଠାଇଥିଲେ। ଯାହା ସୂର୍ଯ୍ୟଙ୍କ ଅତି ନିକଟରୁ ଫଟୋ ଉଠାଇଛି। ପ୍ରଥମଥର ପାଇଁ ସୂର୍ଯ୍ୟଙ୍କ ଏହା ଅତି ନିକଟତମ ଫଟୋ ବୋଲି ନାସା…
ପୋଲିସ କର୍ମଚାରୀଙ୍କୁ ସିପିଙ୍କ ଟାର୍ଗେଟ: ଏଣିକି ଫିଟ୍ନେସ୍ ନଥିଲେ ଅବସର !
ଭୁବନେଶ୍ୱର,୧୭।୭(ବ୍ୟୁରୋ): କମିଶନରେଟ ପୋଲିସର ସମସ୍ତ କର୍ମଚାରୀଙ୍କୁ ଦିଆଗଲା ଫିଟ୍ନେସ୍ ଟାର୍ଗେଟ। ଏନେଇ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେ କହିଛନ୍ତି, ଏକ ସପ୍ତାହ ମଧ୍ୟରେ ସବୁ କର୍ମଚାରୀଙ୍କ ଉଚ୍ଚତା, ଓଜନ ମାପ ହେବ। ସବୁ କର୍ମଚାରୀଙ୍କୁ ସେମାନଙ୍କ…
ଭୂକମ୍ପରେ ଥରିଲା ଆଣ୍ଡାମାନ, କଟରା
ପୋର୍ଟବ୍ଲେୟାର/ଶ୍ରୀନଗର,୧୭।୭: ଦେଶର ଉତ୍ତର ଓ ଦକ୍ଷିଣ ଭାଗରେ ଶୁକ୍ରବାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ସକାଳ ୧୦ଟା ୩୦ରେ ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଏହାର ତ୍ରୀବତା ରିକ୍ଟର ସ୍କେଲରେ ୪.୮ ରହିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୋର୍ଡବ୍ଲେୟାରଠାରୁ…
କମିଶନରେଟ ପୋଲିସ ମୁଖ୍ୟାଳୟରେ ଲାଞ୍ଚ: ଧରିଲା ଭିଜିଲାନ୍ସ,କନଷ୍ଟେବଳ ଜେଲ ଗଲେ
ଭୁବନେଶ୍ୱର,୧୭।୭(ବ୍ୟୁରୋ): ଖାକିରେ ଲାଗିଛି ଲାଞ୍ଚ କଳଙ୍କ। ସବୁଠୁ ଦକ୍ଷ ତଥା ସଚ୍ଚୋଟ ବୋଲି କହୁଥିବା କମିଶନରେଟ ପୋଲିସ ମୁଖ୍ୟାଳୟରେ ବି ଚାଲିଛି ଲାଞ୍ଚ କାରବାର। ଯେଉଁଥିପାଇଁ ଗୁରୁବାର ପୋଲିସ ଭବନରେ ପଶିଛି ଭିଜିଲାନ୍ସ। ପ୍ରୋଭିଡେଣ୍ଟ ଫଣ୍ଡ୍ (ପିଏଫ୍) କରାଇ ଦେବାକୁ ୮…
ନେପାଳ ପ୍ରଧାନମନ୍ତ୍ରୀ ଓଲିଙ୍କ ବୁଦ୍ଧିଶୁଦ୍ଧି ବଢିବା ପାଇଁ ଯଜ୍ଞ
ବାରାଣସୀ,୧୭।୭: ଉତ୍ତର ପ୍ରଦେଶର ବାରାଣସୀରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ବାରାଣସୀର ବିରଦୋପୁରରେ ଏକ ମଠରେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବୁଦ୍ଧିଶୁଦ୍ଧି ବଢିବା ପାଇଁ ଯଜ୍ଞ କରାଯାଇଛି। ଓଲି ପ୍ରଭୁ ଶ୍ରୀରାମ ନେପାଳରେ ଜନ୍ମ ହୋଇଛନ୍ତି। ଭାରତରେ…
ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍!
ମୁମ୍ବାଇ: ପ୍ରଥମଥର ପାଇଁ ରିୟା ଚକ୍ରବର୍ତ୍ତୀ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ଯାଞ୍ଚ ପାଇଁ ସିବିଆଇ ତଦନ୍ତ ଦାବି କରିଛନ୍ତି। ଠିକ୍ ଏହି ସମୟରେ ରିୟାଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍ କରାଯାଇଛି। ଗୁରୁବାର ସୁଶାନ୍ତଙ୍କ ମୃତ୍ୟୁ ମାମଲା ଏକ ଭିନ୍ନମୋଡ଼ ନେଇଥିଲା।…
ରାଜସ୍ଥାନ ରାଜନୀତିରେ ଅଡିଓ କଳି, କେନ୍ଦ୍ରମନ୍ତ୍ରୀଙ୍କୁ ଗିରଫ ଦାବିି
ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ରାଜନୈତିକ ସଂଙ୍କଟ ଜାରି ରହିଛି। ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପ ମୁଖ୍ୟମନ୍ତ୍ରୀ ପଦରୁ…

