ଦୁଇ ପୁଅଙ୍କ ଠେଙ୍ଗା ମାଡ଼ରେ ବାପାଙ୍କ ଜୀବନ ଗଲା, ମା’ ଗୁରୁତର
ପୋଲସରା, ୨୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ କଳମ୍ବ ପଞ୍ଚାୟତ ବଡ଼ସାହି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ୨ ପୁଅଙ୍କ ଠେଙ୍ଗା ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତ ବାପା…
ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍: ସହରକୁ ଶଟ୍ଡାଉନ କରି ରଥଯାତ୍ରା କରାଯାଉ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ ୨ଟି ମୋଡିଫିକେଶନ ପିଟିସନ ଦାୟର ହୋଇଛି। ଅନ୍ୟ ସବୁଠି ରଥଯାତ୍ରା ବନ୍ଦକରି କେବଳ ପୁରୀ…
ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି
ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ୬ଟି ରାଜ୍ୟର ୧୧୬ ଜିଲାରେ ଏହି ଯୋଜନା ପ୍ରଣୟନ କରାଯିବ। ଏହା…
CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦। କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘଦିନ ହେବ ସେ ଶ୍ୱାସଜନିତ ରୋଗରେ…
ମାଲିକ ନୁହେଁ, ବିଶ୍ୱାସରେ ଚାଲେ ଦୋକାନ
ଗୁଆହାଟୀ(ଆସାମ): ଉତ୍ତର-ପୂର୍ବ ଭାରତର ମିଜୋରାମ ଏବଂ ମଣିପୁର ଜାତୀୟ ରାଜପଥ କଡ଼ରେ ଦେଖିବାକୁ ମିଳିଥାଏ ଅନେକ ପାରମ୍ପରିକ ଅସ୍ଥାୟୀ ପରିବା ଦୋକାନ। ଅନେକ ଚାଷୀ ଟଙ୍କା ଅଭାବରୁ ଗାଡ଼ି ଭଡ଼ା ଦେଇ ନିଜ ଉତ୍ପାଦିତ ପରିବା ବଜାରକୁ ପଠାଇବାରେ ଅକ୍ଷମ ହୋଇଥାନ୍ତି।…
ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି
ନୂଆଦିଲ୍ଲୀ,୨୦।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ ସେ ୨୪ ଘଣ୍ଟା ଆଇସିୟୁରେ ରହିବା ସହ ତାଙ୍କର ସ୍ବାସ୍ଥ୍ୟ ଉପରେ ନଜର ରଖାଯିବ।…
୨୨ ବର୍ଷ ହେବ ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରି ପାଇଲେ ମା’
ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ବଡ଼କୁଳ ଗ୍ରାମରେ। ପ୍ରକାଶ ଯେ, ଗ୍ରାମର ପୂର୍ଣଚନ୍ଦ୍ର…
୪ ଶାବକ ଜନ୍ମଦେଲା ‘ଜୀବଦା’
ଜୟପୁର: ସାଧାରଣତଃ ଚିତାବାଘ ଥରକରେ ୨ରୁ ୩ଟି ଛୁଆ ଜନ୍ମ ଦେଇଥାଏ। ହେଲେ ରାଜସ୍ଥାନର ପାଲି ଜିଲା ଅଧୀନ ଜଓ୍ବାଇ ବନ୍ଧ ଲିଓପାର୍ଡ କଞ୍ଜର୍ଭେଶନ ରିଜର୍ଭରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଏଠାରେ ଥିବା ଏକ ଚିତାବାଘ ନିକଟରେ ୪ଟି…
ହିଂସା ଥମିଲେ କମିବେ ଶରଣାର୍ଥୀ
ନୂଆଦିଲ୍ଲୀ: ପ୍ରତିବର୍ଷ ଜୁନ୍ ୨୦କୁ ବିଶ୍ୱ ଶରଣାର୍ଥୀ ଦିବସ ଭାବେ ପାଳନ କରାଯାଇଥାଏ। ବିଶ୍ୱରେ ଶରଣାର୍ଥୀମାନଙ୍କ ସ୍ଥିତି ସମ୍ପର୍କରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ କରାଯାଇଥାଏ। ଡିସେମ୍ବର ୪, ୨୦୦୦ରେ ଜାତିସଂଘ ସାଧାରଣ ପରିଷଦରେ ଜୁନ୍ ୨୦କୁ ବିଶ୍ୱ…
ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’
ସର୍ଜିକାଲ ଷ୍ଟ୍ରାଇକ୍ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ନୂଆଦିଲ୍ଲୀ: ଭାରତ-ଚାଇନା ସୀମାନ୍ତରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ସଂଘର୍ଷ ଗଲଓ୍ବାନ…
କରୋନା ଭାଙ୍ଗିଲା ରେକର୍ଡ: ଗୋଟିଏ ଦିନରେ ୫୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ
ବ୍ରାସିଲିଆ, ୨୦।୬: କରୋନା ମହାମାରୀ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ଆତଙ୍କ ଦେଖାଦେଇଛି। ବ୍ରାଜିଲ୍ରେ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ଏଠାରେ ୫୪ ହଜାର ୭୭୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…
ଦେଶରେ ଗୋଟିଏ ଦିନରେ ସର୍ବାଧିକ ୧୪ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ,୨୦।୬: କରୋନା ସଂକ୍ରମଣ ଏବେ ସରକାର ତଥା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଦେଶରେ ହୁ ହୁ ହୋଇ ବଢି ଚାଲିଥିବା ଏହି ମହାମାରୀ କେବେ କମିବ ତାକୁ ସମସ୍ତଙ୍କର ଅପେକ୍ଷା। ଏପଟେ ଦେଶରେ ଗୋଟିଏ ଦିନରେ…
Archives


