Home

CORONAVIRUS UPDATE: ରାଜ୍ୟରେ ଆଉ ୯୧ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ରବିବାର ନୂଆ ୯୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକର ୨୮, ବାଲେଶ୍ୱରର ୧୭, ଗଞ୍ଜାମର ୧୫, କଟକର ୧୨, ପୁରୀର ୭,…

ରାୟଗଡ଼ାରେ ପହଞ୍ଚିଲେ ଆଉ ୪୬୧ ଶ୍ରମିକ

ରାୟଗଡ଼ା ଅଫିସ,୧୬ା୫: ଦକ୍ଷିଣ ଭାରତରେ ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ସରକାର ପର୍ଯ୍ୟାୟକ୍ରମେ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆଣୁଛନ୍ତି। ଗୁରୁବାର ୨ଟି ଏକ ସ୍ବତନ୍ତ୍ର ଟ୍ରେନ୍‌ରେ ଶ୍ରମିକମାନେ ଓଡ଼ିଶାରେ ପହଞ୍ଚଥିବାବେଳେ ଶନିବାର ଆଉ ୨ ଟ୍ରେନ୍‌ରେ ୪୬୧ ଆସି ପହଞ୍ଚିଛନ୍ତି। କୋଏମ୍ବାଟୁରରୁ…

କଳାକୃତିରେ କରୋନାର ବାସ୍ତବତା ପ୍ରତିଫଳିତ

ବରଗଡ଼ ଅଫିସ୍‌,୧୬।୫: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ନେଇ ସମଗ୍ର ମାନବ ସମାଜ ଆଜି ଆତଙ୍କିତ । ଏହାର ସଫଳ ସମାଧାନର ବାଟ ଏପର୍ଯ୍ୟନ୍ତ ଫିଟି ପାରି ନାହିଁ । ଏଭଳିସ୍ଥଳେ ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ଭଟିଗାଁର ବୀରେନ୍ଦ୍ର…

ଚଢ଼ା ଦରରେ ଲୁଣ ବିକିବାରୁ ୧୨ହଜାର ଟଙ୍କା ଜରିମାନା

ଖପ୍ରାଖୋଲ,୧୬।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ କିଛିଦିନ ହେବ ଲୁଣ ଅଭାବ ଥିବା ଗୁଜବ ପ୍ରଚାରିତ ହୋଇଥିଲା । ଏହାର ଫାଇଦା ଉଠାଇଛନ୍ତି କେତେଜଣ ବ୍ୟବସାୟୀ। ସେମାନେ ସାଧାରଣ ଗ୍ରାହକଙ୍କୁ ଚଢ଼ା ଦରରେ ଲୁଣ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ଖପ୍ରାଖୋଲ…

ପାଣି ଲାଗି ହଟହଟା ପଡ଼ାବାସୀ

ବିନିକା,୧୬ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ସାଲମାଟିକ୍ରାର ସମଲେଇ ପଡା। ଏହି ପଡ଼ାବାସୀ ଏବେ ଘୋର ପାନୀୟ ଜଳାଭାବର ସମ୍ମୁଖୀନ ହୋଇଛନ୍ତି। ପଡ଼ାରେ ନାହିଁ ଗୋଟିଏ ବି ନଳକୂପ। ପୂର୍ବରୁ ସେମାନେ ପଡ଼ା ନିକଟ ଦେଇ ଯାଇଥିବା…

ବଜ୍ରପାତରେ ନାବାଳିକା ଗୁରୁତର

କେନ୍ଦୁଝର,୧୬ା୫ (ସ୍ବ.ପ୍ର.)-ସଦର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ନାବାଳିକା ଗୁରୁତର ହୋଇଥିବାବେଳେ ୩ ଗୋରୁ ପ୍ରାଣ ହରାଇଛନ୍ତି। ବାଉରୀପଦା ପଞ୍ଚାୟତ କେମ୍ପସଡ଼ା ଗ୍ରାମରେ ଶନିବାର ଅପରାହ୍ନରେ କାଳବୈଶାଖୀ ଓ ବଜ୍ରପାତରେ କେମ୍ପସଡ଼ା ମୁଣ୍ତାସାହିର ଶିବାନୀ ମୁଣ୍ତା(୧୨)ଘରେ ଥିବା ଅବସ୍ଥାରେ ବଜ୍ରପାତ ହେବାରୁ…

ଜୟନ୍ତୀରେ ରାଜା ବାସୁଦେବ ସୁଢଳ ଦେବଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ

ଦେବଗଡ଼,୧୬ା୫(ଡି.ଏନ.ଏ):ଓଡିଆ ସାହିତ୍ୟ ପ୍ରସାର ଓ ପ୍ରଚାରର ମହାନ କର୍ଣ୍ଣଧାର ବାମଣ୍ଡା ରାଜା ସାର୍‌ ବାସୁଦେବ ସୁଢଳ ଦେବଙ୍କ ୧୭୦ତମ ଜନ୍ମ ଜୟନ୍ତୀ ଅବସରରେ ଦେବଗଡ଼ ଶ୍ରୀ ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ଶନିବାର ତାଙ୍କ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ କରାଯାଇଛି। ଅଧ୍ୟାାପକ ଚିତ୍ତରଞ୍ଜନ…

‘ଅମ୍ଫନ୍‌’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ…

ପରିବାର ଲୋକେ ଘରେ ପୂରାଇଲେନି

ସମ୍ବଲପୁର,୧୬।୫ (ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ସରକାର ଯେତେ ସଚେତନ ଓ ସୁବିଧା କଲେ ମଧ୍ୟ ସୁଫଳ ମିଳିପାରୁନାହିଁ। ସଚେତନତା ଅଭାବ ଯୋଗୁ ଭୟରେ ପରିବାର ନିଜ ଲୋକଙ୍କୁ ପର କରିଦେଉଛନ୍ତି। ସ୍ଥାନୀୟ…

ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତି ନେଇ ଶନିବାର ସନ୍ଧ୍ୟାରେ…

ପୁଣି ଜିଲାକୁ ଫେରିଲେ ୫୮ ପ୍ରବାସୀ

ବୌଦ୍ଧ,୧୬।୫(ସ୍ବପ୍ର): ବୌଦ୍ଧ ଜିଲାକୁ ପ୍ରତିଦିନ ପ୍ରବାସୀ ଶ୍ରମିକଙ୍କ ଆଗମନ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସ୍ଥାନର କ୍ୱାରାଣ୍ଟାଇନ ସେଣ୍ଟର ଗୁଡିକରେ ରଖାଯାଉଛି। ଶୁକ୍ରବାର ସୁଦ୍ଧା ଜିଲାକୁ ୫୪୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିଲେ। ଶନିବାର ବିଭିନ୍ନ ରାଜ୍ୟରୁ ୫୮…

ଆମେ ଘରକୁ ଫେରିବାକୁ ଚାହୁଁଛୁ

ଘଣ୍ଟାପଡା,୧୬।୫ (ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ପଞ୍ଚାୟତର ଶୂଳିଆ, ନୂଆପାଲି ସମେତ ଆଖପାଖ ଗାଁ ଗୁଡିକର ଅନେକ ଲୋକ ତାମିଲନାଡୁରେ କାମ କରୁଛନ୍ତି। ହେଲେ ଲକଡାଉନ୍‌ ଯୋଗୁ କାମ ବନ୍ଦ ହୋଇଯିବାରୁ ଏମାନେ କାମ କାମରୁଥିବା କମ୍ପାନୀରେ ଫସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri