Home

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୧୪ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨୦।୬: କରୋନା ସଂକ୍ରମଣ ଏବେ ସରକାର ତଥା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଦେଶରେ ହୁ ହୁ ହୋଇ ବଢି ଚାଲିଥିବା ଏହି ମହାମାରୀ କେବେ କମିବ ତାକୁ ସମସ୍ତଙ୍କର ଅପେକ୍ଷା। ଏପଟେ ଦେଶରେ ଗୋଟିଏ ଦିନରେ…

ରଥଯାତ୍ରା ଅନୁମତି ପାଇଁ ସିଂହଦାର ସମ୍ମୁଖରେ ସେବାୟତଙ୍କ ନୀରବ ପ୍ରତିବାଦ

ପୁରୀ ଅଫିସ, ୨୦।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିପାରିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏହି ରାୟ ଦେବା ପରେ ଭକ୍ତ ଓ ସେବାୟତଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କ ରାୟର ପୁନର୍ବିଚାର…

ଭଦ୍ରକରେ ୧୮୬ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୨୦।୬: ଭଦ୍ରକ ଜିଲାରେ ଶନିବାର ପୁଣି ୫ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମାତ୍ର ୧୮ଜଣ ଚିକିତ୍ସାଧିନ…

ପଶ୍ଚିମବଙ୍ଗରୁ ଫେରିଥିବା ୧୮ ଯବାନ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ୧୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୮ଜଣ ଯବାନ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ସୂର୍ଯ୍ୟପରାଗରେ ଏସବୁ ରାଶିଙ୍କ ଭାଗ୍ୟ ଚମକିବ !

ନୂଆଦିଲ୍ଲୀ, ୨୦।୬: ରବିବାର ରାହୁଗ୍ରସ୍ତ ସୂର୍ଯ୍ୟପରାଗ ହେବାକୁ ଯାଉଛି। ଜୁନ୍‌ ୨୧ ପୂର୍ବାହ୍ନ ୧୦ଟା ୩୮ ମିନିଟ୍‌ ୧୭ ସେକେଣ୍ଡରେ ପରାଗ ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟା ୨୬ ମିନିଟ୍‌ ୨୬ ସେକେଣ୍ଡରେ ପରାଗ ମଧ୍ୟ ଭାଗରେ ପହଞ୍ଚିବ। ଅପରାହ୍ନ ୨ଟା…

CORONAVIRUS UPDATE: ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଶଟ୍‌ଡାଉନ୍‌ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ଦୁଇ ଦିନ ଧରି ରାଜ୍ୟରେ ଶଟ୍‌ଡାଉନ୍‌…

ସୁଶାନ୍ତଙ୍କ ନାମ ଏବେ ବି ରହିଛି ଅଙ୍କିତାଙ୍କ ଘର ନେମ୍‌ପ୍ଲେଟ୍‌ରେ

ମୁମ୍ବାଇ, ୨୦।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତିମଧ୍ୟରେ ୬ ଦିନ ବିତିଛି। ସୁଶାନ୍ତ ଏବଂ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେଙ୍କ ସମ୍ପର୍କକୁ ନେଇ ଏବେ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ଅଙ୍କିତା ସୁଶାନ୍ତ ଏବଂ ଅନ୍ୟ…

ପ୍ରବାସୀଙ୍କୁ ନେଇ ଆଜି ବାହାରିନରୁ ଆସିବ ବିମାନ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ବାହାରିନ୍‌ରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ନେଇ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। କରୋନା ଲକ୍‌ଡାଉନ୍‌ ପାଇଁ ଅଧିକାଂଶ ଶ୍ରମିକ ଜୀବିକା ହରେଇ ଆର୍ଥିକ ତଥା ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି…

୭୮ଘଣ୍ଟା କୋଟସାହି ପଞ୍ଚାୟତ ଶଟ୍‌ଡାଉନ

ଟାଙ୍ଗୀ(କଟକ)୨୦ା୬(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକର ୪ର୍ଥ କରୋନା ପଜିଟିଭ ଆକ୍ରାନ୍ତ କୋଟସାହି ପଞ୍ଚାୟତ ଟାଙ୍ଗୀ ଗ୍ରାମରେ ଶୁକ୍ରବାର ଚିହ୍ନଟ ହୋଇଛି। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ ହୋଇଥିବାବେଳେ ଘର କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ନୂଆପଡ଼ା ଅଞ୍ଚଳର। ତେବେ ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ…

ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର

କଟକ ଅଫିସ୍‌,୨୦ା୬: ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲକ୍‌ଡାଉନ୍‌ ସମୟରେ ଲଗାତାର ଭାବେ ଅନେକ ନୂତନ ଉଦ୍ଭାବନ କରି…

ସୁଶାନ୍ତଙ୍କୁ କେବଳ ଅଙ୍କିତା ପାରିଥାନ୍ତେ ବଞ୍ଚାଇ

ମୁମ୍ବାଇ, ୨୦।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଏବେ ବହୁ ଲୋକ ଭିନ୍ନ ଭିନ୍ନ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଦେଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କୁ କେବଳ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ହିଁ ବଞ୍ଚାଇ ପାରିଥାନ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri