Home

ମହେଶ ଭଟ୍ଟଙ୍କ ସହ ଫଟୋକୁ ନେଇ ଟ୍ରୋଲ ହେଉଛନ୍ତି ସୁଶାନ୍ତଙ୍କ କଥିତ ପ୍ରେମିକା ରିଆ

ବମ୍ବେ: ‘ଏମ୍‌ଏସ୍‌ ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଫେମ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କର ଆତ୍ମହତ୍ୟା ଅନେକ ପ୍ରଶ୍ନକୁ ଉଦ୍‌ଜୀବିତ କରିଛି। ବଲିଉଡ୍‌ର ନାମିଦାମୀ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ତଦନ୍ତକୁ…

ମାଲକାନଗିରି ଜିଲାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ମାଲକାନଗିର,୧୯।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି ପାଇଛି। ଚିହ୍ନଟ ଜଣକ ମାଲକାନଗିରି ବ୍ଲକ ଗୌଡଗୁଡା ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାପଡିଛି। ସେ…

ଭେଣ୍ଟିଲେଟରରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ପୁଣି ବିଗିଡ଼ିଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨ ଦିନ ପୂର୍ବରୁ ସତ୍ୟେନ୍ଦ୍ରଙ୍କ କରୋନା ପଜିଟିଭ୍‌ ବାହାରିଥିଲା। ଦିଲ୍ଲୀ ରାଜୀବ ଗାନ୍ଧୀ ହସ୍ପିଟାଲରେ…

ଗଞ୍ଜାମ ଜିଲାପାଳଙ୍କ ଅଚାନକ ପୁରୁଷୋତ୍ତମପୁର ଗସ୍ତ: ନିର୍ମାଣାଧୀନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରର ଅନିୟମିତତା ନେଇ କଲେ ଦାଗିଦ୍‌

ପୁରୁଷୋତ୍ତମପୁର,୧୯ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଅଚାନକ ପୁରୁଷୋତ୍ତମପୁର ଗସ୍ତରେ ଆସି ଏନ୍‌ଏସି ପକ୍ଷରୁ ବର୍ଜବସ୍ତୁ ପରିଚାଳନା କେନ୍ଦ୍ର (ଏମ୍‌ସିସି ଓ ଏମ୍‌ଆର୍‌ଏଫ୍‌)ର ଚାଲିଥିବା ନିର୍ମାଣାଧୀନ କାର୍ଯ୍ୟ ବୁଲି ଦେଖିଥିଲେ। ମାତ୍ର ଏହି କାର୍ଯ୍ୟ ଠିକ୍‌ ଭାବରେ…

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ୍‌ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲା ଗୋସାଇଁନୂଆଗାଁ ହିଲ୍‌ପଟଣାସ୍ଥିତ ହେରିଟେଜ୍‌ କ୍ଷୀର ଡିଲର ଲମ୍ବୋଦର ମୁନିଙ୍କୁ ହତ୍ୟା କରି ସୁନା ଗହଣା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ବହୁଚର୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ମୃତ ଲମ୍ବୋଦରଙ୍କ ଡ୍ରାଇଭର ରୂପେଶ…

ଶ୍ରମିକ କୋଭିଡ କିଟ୍ସ କିଣାରେ ୩୦୦ କୋଟି ଦୁର୍ନୀତି ଅଭିଯୋଗ: ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପ୍ରଦୀପ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟ ସରକାର କୋଭିଡ ମୁକାବିଲାରେ ବ୍ୟସ୍ତ ଥିବା ବେଳେ ଏହି ସମୟରେ ବିଭିନ୍ନ ଦୁର୍ନୀତି ନେଇ ଅଭିଯୋଗ ଆସୁଛି। ଏହି କ୍ରମରେ ଶ୍ରମିକଙ୍କ ପାଇଁ କୋଭିଡ କିଟ୍ସ କିଣାରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ବଡ଼…

ଶ୍ରୀମନ୍ଦିର ଭିତରେ ହେବ ବିଧିରକ୍ଷା

ପୁରୀ ଅଫିସ,୧୯।୬: ରଥଯାତ୍ରା ବନ୍ଦ ପ୍ରସଙ୍ଗକୁ ନେଇ ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କମିଟି ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମହାମାରୀ କରୋନା ସଂକ୍ରମଣ ଯୋଗୁ…

ପୂଜାପାଠରୁ ଦିନ ଆରମ୍ଭ କରୁଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଆଉ ଆମ ଗହଣରେ ନାହାନ୍ତି ସତ କିନ୍ତୁ ତାଙ୍କ ସ୍ମୃତି ସବୁବେଳେ ଆମ ସହ ରହିବ। ଏବେ ସୁଶାନ୍ତଙ୍କ ଅନେକ ଥ୍ରୋବ୍ୟାକ୍‌ ଭିଡିଓ ଓ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ପିତାଙ୍କୁ ବିଦାୟ ଦେଲେ ଦୁଇ କୁନି ପୁଅ

ନୂଆଦିଲ୍ଲୀ,୧୯।୬: ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି ଚାଇନା ସେନା ଆକ୍ରମଣ କରିବାରୁ ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନଙ୍କୁ ନିଜ ନିଜ ଗ୍ରାମରେ ଅନ୍ତିମ ସଂସ୍କାର କରାଯାଇଛି। ଶହୀଦଙ୍କ ମଧ୍ୟରେ କର୍ନେଲ ସନ୍ତୋଷ…

ସୁଶାନ୍ତଙ୍କ ପାଇଁ ଡାଏରୀ ଲେଖୁଥିଲେ ଛାତ୍ରୀ, ମୃତ୍ୟୁ ଖବର ପାଇ ହାରିଲେ ଜୀବନ

ମୁମ୍ବାଇ: ବଲିଉଡ୍‌ ଆକ୍ଟର ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପ୍ରଶଂସକମାନେ ଜଣକ ପରେ ଜଣେ ଆତ୍ମହତ୍ୟା କରିଚାଲିଛନ୍ତି। ଏବେ ଆଉ ଜଣେ ପ୍ରଶଂସକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭାରତର କେନ୍ଦ୍ରଶାସିତ ଅଞ୍ଚଳ ଆଣ୍ଡାମାନ- ନିକୋବର ଦ୍ୱୀପରେ ଜଣେ ଛାତ୍ରୀ…

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ ମଧ୍ୟପ୍ରଦେଶରୁ ଏକ ନିଆରା ଦୃଶ୍ୟ ନଜରକୁ ଆସିଛି। କଂଗ୍ରେସର ଜଣେ ବିଧାୟକ କରୋନା ଭାଇରସ୍‌…

ସରକାରଙ୍କ ଆନ୍ତରିକତା ନ ଥିଲା; ଗୁରୁବାର ଓଡ଼ିଶା ଇତିହାସରେ ସ୍ମରଣୀୟ ଦିନ ହୋଇ ରହିବ: ବିଜୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରଥଯାତ୍ରା ବନ୍ଦ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା ନେତା ବିଜୟ ମହାପାତ୍ର। ସେ କହିଛନ୍ତି, ଓଡ଼ିଶା ଇତିହାସରେ ଗୁରୁବାର ସ୍ମରଣୀୟ ଦିନ ହୋଇ ରହିବ। ଏଥିନେଇ ଚକ୍ରାନ୍ତ ଓ ଷଡ଼ଯନ୍ତ୍ର ଚାଲିଛି ବୋଲି ଆଶଙ୍କା କରାଯାଉଥିଲା। ଶେଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri