Home

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ ତୈମୁର ଏବଂ ଜେହଙ୍କର ‘ସ୍କ୍ରିନ ଟାଇମ’ (ଫୋନ ବ୍ୟବହାର ସମୟ)କୁ ନେଇ ବହୁତ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। ପୂଜକ ଭାବେ ନବୀନ ରଥ, ପ୍ରକାଶ ରଥ,…

ଅଳିଆଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପ୍ରକାଶ ଯେ, ସିମନବାଡ଼ିର ଏସ୍‌ବିଆଇ ଶାଖା ସମ୍ମୁଖ ଏବଂ ଜନଜାତି ହାଟ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ ଉଲ୍ଲେଖ କରାଯାଇଥିବା ଦୁଇଟି ଉତ୍ପାଦ ହେଉଛି ଗୋରା ହେବା ପାଇଁ କ୍ରିମ୍‌ ‘ଚାନ୍ଦନୀ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ ଓସିଏ ପକ୍ଷରୁ ସୂଚନା ମିଳିଛି ଏବଂ ଆସନ୍ତା ୧୯ରେ ବଲାଙ୍ଗୀର ହେବାକୁ ଥିବା…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଶଙ୍ଖ ନଦୀର…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି ପାଇଁ କିଛି ସମୟ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା। ମିଳିଥିବା ସୂଚନା…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି। ଆମେରିକୀୟ ସିନେଟ୍‌ରେ ବିଲ୍‌କୁ ଅନୁମୋଦନ ମିଳିବା ପରେ ଏବେ ଏହାକୁ ହାଉସ ଅଫ…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ ସାମୂହିକ ନୂଆଁଖାଇ ଭେଟଘାଟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ବାଲସି…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର ଆଲିଶାନ ଘର ‘ମନ୍ନତ’ ମଧ୍ୟ ସବୁବେଳେ ଫ୍ୟାନ୍‌ଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥାଏ। ଆଜିକାଲି…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ। ଫଳରେ ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ କୋମଳମତି ଶିଶୁମାନେ ବସିବାକୁ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?