ପିତାଙ୍କ ଶିକ୍ଷାକୁ ମନେ ପକାଇଲେ ଅମିତାଭ: କହିଲେ ମନ ଚାହେଁ ତ ଭଲ, ମନ ଚାହୁଁନି ତ ସବୁଠୁ ଭଲ
ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନ ଏବଂ ତାଙ୍କ ପିତାଙ୍କ ସମ୍ପର୍କ କେତେ ଭଲ ତାହା ପ୍ରଶଂସକମାନେ ବେଶ୍ ଭଲ ଭାବେ ଜାଣିଛନ୍ତି। ଦୁହେଁ ଦୁହିଁଙ୍କ ଖୁବ୍ ନିକଟତର ଥିଲେ। ଅମିତାଭ ଆଜି ବି ଏ ବୟସରେ ପ୍ରତି ମୁହୂର୍ତ୍ତରେ ପିତାଙ୍କୁ…
ଉତ୍ତେଜନା ମଧ୍ୟରେ ମସ୍କୋ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୧୯।୬: ଲଦାଖ ଏଲ୍ଏସିରେ ଚାଇନା ସହ ଦେଖାଦେଖଇଥିବା ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ରୁଷ ଯାତ୍ରା କରିବେ। କିନ୍ତୁ ଏହି ଗସ୍ତ ସମୟରେ ରାଜନାଥ ଚାଇନାର ବରିଷ୍ଠ ଅଧିକାରୀଙ୍କୁ ଭେଟିବେ ନାହିଁ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ…
ରଥଯାତ୍ରା ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ
ପୁରୀ ଅଫିସ, ୧୯।୬: ରଥଯାତ୍ରା ବନ୍ଦ ରାୟ ପରେ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ପରେ କିପରି ରଥଯାତ୍ରା ପରମ୍ପରାକୁ ବଜାୟ ରଖିହେବ ସେ ନେଇ ଶୁକ୍ରବାର ଶ୍ରୀମନ୍ଦିର ପରିଚାଳନା କମିଟିର…
ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର
ନୂଆଦିଲ୍ଲୀ,୧୯।୬:ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ବଢିଛି। ପେଟ୍ରୋଲ ଲିଟର ପିଛା ୫୬ ପଇସା ଏବଂ ଡିଜେଲ ଲିଟର ପିଛା ୬୩ ପଇସା ବଢିଛି। ଗତ ୧୩ ଦିନ ହେବ ଲଗାତର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ପାଇଛି।…
ଏହି କ୍ରିକେଟରଙ୍କ ମା’ଙ୍କ ପରଲୋକ
ଆଫଗାନିସ୍ତାନର ଷ୍ଟାର୍ କ୍ରିକେଟର ରଶିଦ ଖାନ୍ଙ୍କ ମା’ଙ୍କ ପରଲୋକ ଘଟିଛି। ଦୀର୍ଘଦିନ ହେଲା ସେ ଅସୁସ୍ଥ ଥିଲେ। ଏନେଇ ରଶିଦ୍ ନିଜେ ଟୁଇଟ୍ କରି କହିଛନ୍ତି। ତୁମେ ମୋ ଘର ଥିଲ, ମୋତେ ବିଶ୍ୱାସ ହେଉନି ତୁମେ ମୋତେ ଛାଡିଚାଲିଗଲ, ସବୁବେଳେ…
୮ ରାଜ୍ୟର ୧୯ଟି ରାଜ୍ୟ ସଭା ଆସନ ପାଇଁ ଚାଲିଛି ନିର୍ବାଚନ
ନୂଆଦିଲ୍ଲୀ,୧୯।୬: ୮ ରାଜ୍ୟର ୧୯ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସକାଳ ୯ଟାରେ ନିର୍ବାଚନ ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ ଏବଂ ଗୁଜରାଟରୁ ୪ଟି, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରୁ ୩ଟି, ଝାଡଖଣ୍ଡ ୨ଟି ଏବଂ ମଣିପୁର, ମିଜୋରାମ ଏବଂ ମେଘାଳୟରୁ ୧ଟି…
ପୁରୀରୁ ଆଉ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧
ପୁରୀ ଅଫିସ, ୧୯।୬: ପୁରୀ ଜିଲାରୁ ଶୁକ୍ରବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୨୧୧ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୮ ଜଣ ସୁସ୍ଥ ହୋଇଥିଲା ବେଳେ ୧୦୩ଜଣ…
ପଶ୍ଚିମବଙ୍ଗରୁ ଫେରିଥିବା ୧୧ ପୁନରୁଦ୍ଧାରକାରୀ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୧ ପୁନରୁଦ୍ଧାରକାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା
ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
ସୁଶାନ୍ତଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ପୋଷ୍ଟର ରିଲିଜ୍
ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ।…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ,୧୯ା୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୂର୍ବ ଲଦାଖ ସୀମା ଗଲ୍ୱାନ୍ ଉପତ୍ୟକାରେ ଚାଇନା ସୈନିକଙ୍କ ଆକ୍ରମଣରେ ଦେଶ ପାଇଁ ପ୍ରାଣବଳୀ ଦେଇ ଶହୀଦ ହୋଇଥିବା ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଶୁକ୍ରବାର ସକାଳ…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୭ ଆତଙ୍କବାଦୀ
ଶ୍ରୀନଗର,୧୯।୬: ଜମ୍ମୁ-କଶ୍ମୀରର ପମ୍ପୋର ଏବଂ ଶୋପିଆନରେ ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଆତଙ୍କବାଦୀ ଟଳିପଡିଥିବା ସୂଚନା ମିଳିଛି। ଶୋପିଆନ୍ରେ ୪ ଏବଂ ପାମ୍ପୋରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଦୁଇ ଅଞ୍ଚଳରେ…
Archives


