ଗଡିବନି ବିଶ୍ୱର ସର୍ବୋଚ୍ଚ ରଥ
କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା ଉପରେ ନିଷ୍ପତି ପରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି।…
ଜାଣନ୍ତୁ ଡିପ୍ରେସନ୍ର କାରଣ, ଲକ୍ଷଣ ବିଷୟରେ
ଡିପ୍ରେସନ୍ ମାନସିକ ଦୁଃଶ୍ଚିନ୍ତାର ଅନ୍ୟ ନାମ। ଆଜିକାଲିର ଜୀବନଶୈଳୀ ଯୋଗୁ ଅଧିକାଂଶ ଲୋକ ଏଥିରେ ପୀଡିତ ହେଉଛନ୍ତି। ପାରିବାରିକ ଅସୁବିଧା ହେଉ ଅବା ବ୍ୟକ୍ତିଗତ ସମସ୍ୟା ଯୋଗୁ ଲୋକେ ଡିପ୍ରେସନର ଶିକାର ହେଉଛନ୍ତି। ଥାଇରଏଡ୍ ସମସ୍ୟା, ମେଡସିନ୍ର ସାଇଡ୍ ଇଫେକ୍ଟ ଆଦି…
ସୁଶାନ୍ତଙ୍କ ହାତଲେଖାକୁ ନେଇ କରାଯାଉଛି ବିଶ୍ଳେଷଣ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନାନା ଚର୍ଚ୍ଚା ହେଉଛି। ସହଜରେ ତାଙ୍କ ମୃତ୍ୟୁକୁ ପ୍ରଶଂସକମାନେ ଗ୍ରହଣ କରିପାରୁନାହାନ୍ତି। ସମସ୍ତେ ଜାଣିବାକୁ ଚାହୁଁଛନ୍ତି ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ। ତେଣୁ ତାଙ୍କୁ ବ୍ୟକ୍ତିଗତ ଭାବେ…
‘ଏମ୍.ଏସ୍. ଧୋନୀ: ଦ ଅନ୍ଟୋଲ୍ଡ ଷ୍ଟୋରୀ’ରେ ସୁଶାନ୍ତଙ୍କ ଅଭିନୟ ଜୀବନ୍ତ; ଆତ୍ମହତ୍ୟା କରିବାକୁ ଦୁଃଖଦ କହିଲେ ଓ୍ବାଟ୍ସନ୍
ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ପରିବାର ତଥା ପ୍ରଶଂସକଙ୍କୁ ସ୍ତବ୍ଧ କରିଦେଇଛି। ଏହାର ପାଞ୍ଚ ଦିନ ବିତିସାରିଥିଲେ ହେଁ କେହିବି ଏହାକୁ ଗ୍ରହଣ କରିପାରୁନାହାନ୍ତି। ଅଷ୍ଟ୍ରେଲିୟ କ୍ରିକେଟ ତାରକା ସେନ୍ ଓ୍ବାଟ୍ସନ୍ ଏକ ଟୁଇଟ୍ କରି…
ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା
ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.) : ପଟ୍ଟାମୁଣ୍ଡାଇ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର କର୍ମକର୍ତ୍ତାମାନେ ଭାରତ ଉପରେ ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ଏନେଇ ଗୁରୁବାର ମଧ୍ୟାହ୍ନରେ ଏଥିରେ ଶହୀଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପାଇଁ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା…
ଚଳିତବର୍ଷ ବୁଗୁଡ଼ାରେ ଗଡ଼ିବନି ରଥ
ବୁଗୁଡ଼ା,୧୮ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ଶ୍ରୀ ବଳଦେବ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ ବୋଲି ପରିଚାଳନା କମିଟିର ସଭାପତି ତଥା ତହସିଲଦାର ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ବର୍ତ୍ତମାନ କରୋନା ମହାମାରୀ ସଙ୍କଟରୁ ରକ୍ଷା ପାଇବା ପାଇଁ…
କିଛି ନୂଆ କରି ଦେଖାଇବାକୁ ଚାହୁଁଛନ୍ତି ଉର୍ବଶୀ
ବଲିଉଡ୍ ଅଭିନେତ୍ରୀ ତଥା ପୂର୍ବ ବିଶ୍ୱସୁନ୍ଦରୀ ଉର୍ବଶୀ ରୌତେଲା ସବୁବେଳେ କିଛି ନୂଆ ଶିଖିବାକୁ ଏବଂ ତାହାକୁ ପରଦା ଉପରେ ଉପସ୍ଥାପିତ କରିବାକୁ ଚାହିଁଥାନ୍ତି। ଜଣେ କଳାକାର ହୋଇଥିବାରୁ ଅଭିନୟରେ ନୂଆ ନୂଆ ଶୈଳୀ ଶିଖିବା କତାଙ୍କର ପ୍ରଥମ ପସନ୍ଦ। ଏବେ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭ କରୋନା ଆକ୍ରାନ୍ତ, କଟକର ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ…
ବଲିଉଡ୍ରୁ ଦୂରେଇ ଯିବାର କାରଣ କହିଲେ ‘ବାହୁବଳୀ’ ଫେମ୍ ରାମ୍ୟା
ସୁପରହିଟ୍ ଫିଲ୍ମ ‘ବାହୁବଳୀ’ରେ ଶିବଗାମୀ ଦେବୀ ଚରିତ୍ରରେ ଅଭିନୟ କରି ଲୋକପ୍ରିୟ ହୋଇଥିବା କଳାକାର ରାମ୍ୟା କ୍ରିଷ୍ନନ। ନବେ ଦଶକରେ ସେ ବଲିଉଡ୍ର ଅନେକ ସେନେମାରେ ଅଭିନୟ କରିଥିଳେ। ମାତ୍ର ପରେ ତାଙ୍କୁ ଆଉ ବଲିଉଡ୍ରେ ଦେଖିବାକୁ ମିଳିଲା ନାହିଁ। ରାମ୍ୟା…
ଜୟାଙ୍କ ହୃଦୟ ଜିତିଥିଲା ଐଶ୍ୱର୍ଯ୍ୟାଙ୍କ ଏହି କଥା
ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ଯୋଡିକୁ ବଲିଉଡ୍ର ଆଦର୍ଶ ଯୋଡି ମଧ୍ୟରୁ ଗୋଟିଏ ବୋଲି କୁହାଯାଏ। ଐଶ୍ ଶାଶୁ ଜୟା ବଚ୍ଚନଙ୍କର ଖୁବ୍ ନିକଟତର। ଏବେ ଜୟାଙ୍କର ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ଜୁନ୍ ୨୧ରେ ବିରଳ ସୂର୍ଯ୍ୟପରାଗ
ଚଳିତମାସ ୨୧ ତାରିଖରେ ସୂର୍ଯ୍ୟପରାଗ ଲାଗିବ। ଏହି ପରାଗ ବିରଳ ତଥା ସ୍ବତନ୍ତ୍ର। ଏହି ସମୟରେ ସୂର୍ଯ୍ୟଙ୍କୁ ଭିନ୍ନ ଭିନ୍ନ ଭାବରେ ଦେଖିବାକୁ ମିଳିବ। ଏହା ସକାଳ ୯.୧୫ରେ ଆରମ୍ଭ ହୋଇ ଅପରାହ୍ନ ୩.୦୫ରେ ଶେଷ ହେବ। ବୈଜ୍ଞାନିକଙ୍କ ମତରେ ପ୍ରାୟ…
ରୋହିତ ଶର୍ମାଙ୍କ ଫଟୋକୁ ଯୁବତୀ ବେଶରେ ସଜାଇ ଫଟୋ ଛାଡିଲେ ଏହି ଭାରତୀୟ କ୍ରିକେଟର
ଲକ୍ଡାଉନ୍ ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍କୁ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହୁଛନ୍ତି। ଭାରତୀୟ ସ୍ପିନର୍ ୟୁଜବେନ୍ଦ୍ର ଚହଲ ସୋସିଆଲ ମିଡିଆରେ ମଜାଦାର ଭିଡିଓ ଏବଂ…
Archives


