Home

କରୋନା ନେଲା ଆଉ ୩ ଜୀବନ: ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି। ୩…

ପରୀକ୍ଷାରେ ରଖିଥିଲେ ମାତ୍ର ପାସ୍‌ ନମ୍ବର, ହେଲେ ଆଇଏଏସ୍‌

ଏବେ ଫଳାଫଳର ଋତୁ ଆସିଯାଇଛି। ବିଭିନ୍ନ ପରୀକ୍ଷାର ଫଳାଫଳ ଧୀରେ ଧୀରେ ପ୍ରକାଶିତ ହେଉଛି। ସାଧାରଣତଃ ପରୀକ୍ଷାରେ ପିଲା କମ୍‌ ମାର୍କ ରଖିଲେ ଭାଙ୍ଗିପଡନ୍ତି। ଯେମିତି ସ୍ବପ୍ନ ଚୁରମାର ହୋଇଗଲା ଭଳି ଲାଗେ। ଏଭଳି ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେବା ପାଇଁ ଆଗେଇ…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୮କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୬୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଅନ୍‌ଲାଇନ୍‌ ପାଠପଢ଼ା ପାଇଁ ପ୍ରତିଦିନ ପାହାଡ଼ ଚଢ଼ା

ଜୟପୁର, ୧୫।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସମସ୍ତ ସ୍କୁଲ କଲେଜ ବନ୍ଦ ହୋଇଯାଇଥିବାରୁ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ କ୍ଲାସ୍‌ କରୁଛନ୍ତି। ତେବେ ଏଥିରେ ନେଟଓ୍ବାର୍କ ସମସ୍ୟା ବାଧା ସୃଷ୍ଟି କରୁଛି। ରାଜସ୍ଥାନରେ ଛାତ୍ରୀଛାତ୍ର ନେଟ୍‌ଓ୍ବାର୍କ…

ହନିମୁନ୍‌ ପାଇଁ ସାଇତି ରଖିଥିଲେ ୫ ଲକ୍ଷ ଟଙ୍କା, ଖେଳ ସବୁ ବିଗାଡି ଦେଲା

ଆଜିକାଲି ଗେମ୍‌ ନିଶାରେ ଉବୁଟୁବୁ ହେଉଛନ୍ତି ଯୁବପିଢି। ଥରେ ଏହି ଗେମ୍‌ ନିଶାରେ ପଡିଲେ ତାକୁ ଛାଡିବା ବେଶ୍‌ କଷ୍ଟକର ହୋଇପଡେ। ନୂଆ ନୂଆ ପ୍ରକାରର ଗେମ୍‌ ଖେଳିବା ପାଇଁ ଯୁବପିଢି ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାଉନାହାନ୍ତି। ଏହାର ସଦ୍ୟତମ…

ଭୂତାଣୁମୁକ୍ତ ହେବ ରେଳଯାତ୍ରା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କରୋନା ବିରୋଧରେ ଲଢେଇକୁ ସୁଦୃଢ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଳପଥ। ପ୍ରଥମେ ଆଇସୋଲେଶନ କୋଚ୍‌, ଏବେ ପୋଷ୍ଟ୍‌ କୋଭିଡ୍‌-୧୯ କୋଚ୍‌ ପ୍ରସ୍ତୁତ କରିଛି ରେଲ୍‌ଓ୍ବେ। ଏଥିରେ ଟଚ୍‌ ଫ୍ରି ଉପକରଣ ସହ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା ରହିଛି। କପର-କୋଟେଡ୍‌…

ଗର୍ଭଯନ୍ତ୍ରଣା ହେଉଥିବା ମହିଳାଙ୍କୁ ଥାନାକୁ ନେଇଗଲା ପୋଲିସ, ଆଉ ତା’ପରେ

ଗାନ୍ଧୀନଗର,୧୫।୭: ଗୁଜୁରାଟର ବନାଶକାଣ୍ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ଅବହେଳା ଯୋଗୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଛି। ପୀଡିତାଙ୍କ ପରିବାର ଅନୁଯାୟୀ, ଘରେ ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭଯନ୍ତ୍ରଣା ହେଉଥିଲା। ଏହା ପରେ ପରିବାର ସଦସ୍ୟ ତାଙ୍କୁ…

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ। ସ୍ବାଧୀନ ଭାରତରେ ଓଡ଼ିଶା ପୋଲିସ ଗଠନ ହେବା ପରେ ଏଥିରେ ମଧ୍ୟ ତାଙ୍କୁ ନିଯୁକ୍ତି…

ଅନ୍‌ଲାଇନ୍‌ କ୍ଲାସ୍‌: ଛୋଟ ପିଲା ଅଧଘଣ୍ଟାରୁ ଅଧିକ ପଢ଼ିବେନି

ନୂଆଦିଲ୍ଲୀ, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୧୬ଠାରୁ ବନ୍ଦ କରାଯାଇଛି। ଫଳରେ ୨୪ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଛି। ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ କ୍ଲାସ୍‌ ଦ୍ୱାରା ପାଠପଢ଼ା…

ପରଲୋକରେ ନାଟ୍ୟ ନିର୍ଦ୍ଦେଶକ ପୁଲିନ୍‌ ବିହାରୀ ମାନସିଂହ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଓଡ଼ିଶା ନାଟ୍ୟସଂଘର ଉପଦେଷ୍ଟା ତଥା ରାଉରକେଲାର ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଓ ଅଭିନେତା ପୁଲିନ୍‌ ବିହାରୀ ମାନସିଂହଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। କିଛିଦିନ ଧରି ସେ ହୃଦ୍‌ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ…

ଅନ୍‌ଲାଇନ୍‌ରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ନାମଲେଖା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କୋଭିଡ୍‌-୧୯ ସମୟରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଲାଗି ଆଡ୍‌ମିଶନ ପ୍ରକ୍ରିୟାକୁ ସହଜ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏଥିଲାଗି ଅନ୍‌ଲାଇନ୍‌ ଆଡ୍‌ମିଶନ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏନେଇ ମଙ୍ଗଳବାର ବିଭାଗୀୟ…

ଭୋକିଲା ମୁହଁରେ ହସ ଫୁଟାଉଥିବା ବ୍ୟକ୍ତି କରୋନା ଯୁଦ୍ଧରେ ହାରିଗଲେ

ନୂଆଦିଲ୍ଲୀ,୧୫।୭:ଦେଶରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଉଛି। ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ମାମଲା ଆସୁଛି। ଦିଲ୍ଲୀର ଅବସ୍ଥା ମଧ୍ୟ ଚିନ୍ତାଜନକ। କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ମାର୍ଚ୍ଚରେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?