Home

ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ

ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଟେକ୍ନିକାଲ ଆସିଷ୍ଟାଣ୍ଟ ବୈଲୋଚନ ପୁହାଣଙ୍କ ଘର ସମେତ ବିଭିନ୍ନ ସ୍ଥାନରେ…

୩୦ସ୍ଥାନରେ ମନ୍ଦିରରେ ହେବ ରଥ ପର୍ବ

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ଯୋଗୁ ପୁରୀରେ ରଥଯାତ୍ରା ହେବ ନା ନାହିଁ ସେନେଇ ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରି ନାହିଁ। ଅପରପକ୍ଷରେ ରାଜ୍ୟର ୩୦ଟି ସ୍ଥାନରେ ଥିବା ପ୍ରମୁଖ ମନ୍ଦିର ପରିସରରେ ରଥପର୍ବ ଆୟୋଜନ କରିବାକୁ ବିଭିନ୍ନ ମନ୍ଦିର କମିଟି ପକ୍ଷରୁ…

ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବଣାଇ ବିଧାୟକଙ୍କ ପିଏସ୍‌ଓ

ସୁନ୍ଦରଗଡ଼,୧୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବିଧାୟକ ଲକ୍ଷଣ ମୁଣ୍ଡାଙ୍କ ପିଏସ୍‌ଓ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ ଏଯାଏଁ ଜଣାପଡ଼ିନାହିଁ। ବୁଧବାର ରାତିରେ ସେ ନିଜ ଗ୍ରାମରେ ଆତ୍ମହତ୍ୟା କରିଥିଲେ। ପୋଲିସ ମୃତଦେହ…

ଶେଷଥର ପାଇଁ କେବେ ହ୍ବାଟ୍‌ସଆପ୍‌ ଦେଖିଥିଲେ ସୁଶାନ୍ତ

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ।…

୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜେନେଭା, ୧୮।୬: ଭାରତ ୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଏନେଇ ହୋଇଥିବା ଭୋଟିଂରେ ୧୯୩ ସଦସ୍ୟ ରାଷ୍ଟ୍ର ଅଂଶଗ୍ରହଣ କରିଥିଲେ। ଭାରତ ସପକ୍ଷରେ ୧୮୪ ଦେଶ ନିଜର ସମର୍ଥନ ଦେଇଥିଲେ। ଆମେରିକା…

ଲିପ୍‌ ବାମ୍‌, ଫେସ୍‌ଓ୍ବାଶ ଓ ପରିଣିତି

ପରିଣିତି ଚୋପ୍ରାଙ୍କୁ ପ୍ରଥମେ ବ୍ରେକ୍‌ ମିଳିଥିଲା ‘ଲେଡିଜ୍‌ ଭର୍ସେସ ରିକି ବହଲ’ ସିନେମାରୁ। ପ୍ରଥମ ସିନେମାକୁ ନେଇ କାହିଁ କେତେ ଆଶା ବାନ୍ଧି ବସିଥିଲେ ସେ। ଫିଲ୍ମ ବି ସଫଳ ହେଲା । ପାଠ ପଢ଼ିବା ସମୟରେ ପରିଣିତି ନିଜକୁ ଜଣେ…

କ୍ରିକେଟ୍‌ ଇତିହାସରେ ଭାରତ ପାଇଁ ଆଜି ସ୍ମରଣୀୟ ଦିନ, ଯାହା ସବୁବେଳେ ମନେ ରହିବ

ଜୁନ ୧୮, ୧୯୮୩, ଭାରତୀୟ କ୍ରିକେଟ ଇତିହାସରେ ଏକ ସ୍ମରଣୀୟ ଦିନ। ଆଜିକୁ ଠିକ୍‌ ୩୭ ବର୍ଷ ପୂର୍ବେ ହରିୟାଣାର ହରିକେନ୍‌ କୁହାଯାଉଥିବା କପିଳ ଦେବ ଭାରତର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ପ୍ରଥମ ଶତକ ହାସଲ କରିଥିଲେ।୧୯୮୩…

ବୋର୍ଡ ପରୀକ୍ଷା ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନିଅ

ନୂଆଦିଲ୍ଲୀ,୧୮ା୬(ପି.ଟି.): କରୋନା ମହାମାରୀ ଯୋଗୁ ଅଟକି ରହିଥିବା ବୋର୍ଡ ପରୀକ୍ଷା ହେବ କି ନାହିଁ ସେନେଇ ସପ୍ତାହକ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀକୁ ଦୃଷ୍ଟିରେ ରଖି ବାକି ରହିଥିବା…

ଚାଇନା କିପରି ଦଖଲ କଲା ଭାରତୀୟ ଅଞ୍ଚଳ

ନୂଆଦିଲ୍ଲୀ,୧୮ା୬(ପି.ଟି.): ଚାଇନା କିପରି ଭାରତୀୟ ଅଞ୍ଚଳକୁ ଦଖଲ କଲା ଏବଂ କ’ଣ ପାଇଁ ୨୦ ଯବାନ ଶହୀଦ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏ ସମ୍ପର୍କରେ ଦେଶବାସୀଙ୍କୁ ଜଣାଇବା ଆବଶ୍ୟକ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ଭାରତର କେତେ…

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଏଥିପାଇଁ ବିଭିନ୍ନ ଚେରମୂଳିରୁ ଶ୍ରୀଅଙ୍ଗ ସୁସ୍ଥ ଲାଗି ପଥି ପ୍ରସ୍ତୁତ କରାଯାଉଛି।…

ତମ୍ବୁ ବିବାଦରୁ ୬ ଘଣ୍ଟା ସଂଘର୍ଷ

ନୂଆଦିଲ୍ଲୀ,୧୮ା୬: ଗଲଓ୍ବାନ ନଦୀ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ ୧୪ରେ ଏକ ଟେଣ୍ଟ ବା ତମ୍ବୁକୁ ନେଇ ବିବାଦର ସୂତ୍ରପାତ ହୋଇଥିଲା। ଚାହୁଁ ଚାହୁଁ ଏହା ରକ୍ତାକ୍ତ ସଂଘର୍ଷର ରୂପ ନେଇଥିଲା। ଉକ୍ତ ସ୍ଥାନରେ ଚାଇନା ପକ୍ଷରୁ ଏକ ଟେଣ୍ଟ ନିର୍ମାଣ କରାଯାଇଥିଲା।…

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ ପାର୍ଶ୍ୱ ଦେବୀଦେବଙ୍କୁ ଜଳଯନ୍ତ୍ରରେ ସେଟ୍‌ କରାଯାଇ ଶିଖର ଡମ୍ବରୁ ଫିଟିଂ କରାଯାଇଛି। ପ୍ରତିରଥରେ ୧୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri