ମେ ୩୧ ପୂର୍ବରୁ ଦିନକୁ ହେବ ଲକ୍ଷେ କରୋନା ଟେଷ୍ଟ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତରେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଜାରି ରହିଛି। ଆସନ୍ତା ମେ ୩୧ ପୂର୍ବରୁ ଦିନକୁ ଲକ୍ଷେ କରୋନା ଟେଷ୍ଟ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୂଚନା ଦେଇଛନ୍ତି। ଦେଶରେ ଗୁରୁବାର କରୋନା…
ପୋଲିସ ସମ୍ମୁଖରୁ ଚମ୍ପଟ ମାରିଲେ ମୁଖ୍ୟ ଗୁଟ୍ଖା ବ୍ୟବସାୟୀ, ୨ ମୋଟରସାଇକେଲ ଜବତ; ୩ ଗିରଫ
ପୁରୁଷୋତ୍ତମପୁର,୧୪ା୫(ଡି.ଏନ୍.ଏ.): ମାରାତ୍ମକ କରୋନାକୁ ନେଇ ପ୍ରଶାସନ ପକ୍ଷରୁ ଗୁଟ୍ଖା ପରି ମାଦକ ଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏହି କଟକଣାକୁ ଉଲ୍ଲଂଘନ କରି ଜନୈକ ବ୍ୟବସାୟୀ ଦୀର୍ଘଦିନ ହେଲା ଚଢ଼ାଦରରେ ବେଆଇନ…
ମହାରାଷ୍ଟ୍ରରେ ୧,୦୦୦ରୁ ଅଧିକ ପୋଲିସ କରୋନା ପଜିଟିଭ୍: ୮ ମୃତ
ମୁମ୍ବାଇ,୧୪।୫: ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। କରୋନା ଲଢ଼େଇରେ ଆଗଧାଡ଼ିରେ ଥିବା କରୋନା ଯୋଦ୍ଧାଙ୍କ ସଂକ୍ରମଣ ଯୋଗୁ ରାଜ୍ୟ ସରକାର ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟର ୧,୦୦୧ ପୋଲିସଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛିି। ସେମାନଙ୍କ ମଧ୍ୟରୁ ଇତିମଧ୍ୟରେ…
କରୋନା ପରେ ଆସୁଛି ନୂଆ ମହାମାରୀ: ଆମାଜନ ଜଙ୍ଗଲରେ ଜୁନୋଟିକ୍ ସଂକ୍ରମଣ ଆଶଙ୍କା
ଓ୍ବାଶିଂଟନ,୧୪।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତ ଦେଶ ଏକଜୁଟ ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ କରୋନା ପରେପରେ ଆମାଜନର ଜଙ୍ଗଲରେ ଏକ ନୂଆ ମାରାତ୍ମକ ରୋଗ ଦେଖାଯିବାର ଆଶଙ୍କା ରହିଛି।…
ଲକ୍ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍ଲାଇନ୍ରେ ଛୁଟିଲା ଶୁଭେଚ୍ଛାର ସୁଅ
ମୁମ୍ବାଇ: କରୋନା ଭାଇରସ୍ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ ପ୍ରଭାବ ପଡ଼ିଛି। ଏଥିସହ କେତେକଙ୍କ ବିବାହ ସ୍ଥଗିତ ହୋଇଯାଇଥିବା ବେଳେ ଆଉ କେତେକ ଅନ୍ଲାଇନ୍ରେ…
CORONAVIRUS UPDATE: କେନ୍ଦ୍ରାପଡ଼ାରେ ୧୩ ନୂଆ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗୁରୁବାର ଅପରାହ୍ନରେ କେନ୍ଦ୍ରାପଡ଼ା ଜିଲାରେ ୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଣୁ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଛି। ସେହିଭଳି କେନ୍ଦ୍ରାପଡ଼ା ଜିଲାରେ ପୂର୍ବରୁ ୯ ଆକ୍ରାନ୍ତ ଥିବା ବେଳେ ଏବେ ଏହି ସଂଖ୍ୟା ୨୨ ହୋଇଛି।…
ଗୋବିନ୍ଦାବାଟି ଗ୍ରାମରୁ ୨ ପଜିଟିଭ୍ ଚିହ୍ନଟ ପରେ ୨୪ ଘଣ୍ଟିଆ ଶଟ୍ଡାଉନ୍ ଘୋଷଣା
ରତ୍ନଗିରି,୧୪ା୫(ଡି.ଏନ୍.ଏ.) : ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦବାଟି ଗ୍ରାମରୁ ଦୁଇ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଦୁଇ ଜଣଙ୍କ ବୟସ ୬୦ ଓ ୩୫ ବୋଲି ଜଣାପଡ଼ିଛି। ଗତ କିଛିଦିନ ପୂର୍ବରୁ ଦୁଇ ଭାଇ…
ଲକ୍ଡାଉନ୍ ଯୋଗୁ ବଢୁଛି ଅବସାଦ: ସୃଷ୍ଟି ହେଉଛି ଆତ୍ମହତ୍ୟା ପ୍ରବୃତ୍ତି
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବହୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ତେବେ ଏହାର ନକାରାତ୍ମକ ପ୍ରଭାବ ଧୀରେଧୀରେ ଲୋକଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ଆଗାମୀ…
କେନ୍ଦ୍ରାପଡ଼ାରୁ ଆଉ ୧୩ ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତ ସଂଖ୍ୟା ୨୨ ଛୁଇଁଲା
କେନ୍ଦ୍ରାପଡ଼ା ଅଫିସ, ୧୪।୫: କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ଅପରାହ୍ନରେ ୧୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ମହାକାଳପଡ଼ା, କେନ୍ଦ୍ରାପଡ଼ା ଏବଂ ରାଜକନିକା ବ୍ଲକ ଅଞ୍ଚଳର। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଥିଲେ। ପଜିଟିଭ୍…
ଲକ୍ଡାଉନ ପ୍ରଭାବ: ବଡ଼ ପରଦାରେ ରିଲିଜ୍ ହେବ ନାହିଁ ଫିଲ୍ମ ‘ଗୁଲାବୋ ସିତାବୋ’
ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ଦେଶବ୍ୟାପି ଲକ୍ଡାଉନ ଜାରି ରହିଥିବାରୁ ବହୁ ଫିଲ୍ମ ଶୁଟିଂ ଓ ରିଲିଜ୍ ବନ୍ଦ ରହିଛି। ସେଥିମଧ୍ୟରୁ ବଲିଉଡ୍ ଅଭିନେତା ଅମିତାଭ ବଚ୍ଚନ ଓ ଆୟୁଷ୍ମାନ ଖୁରାନାଙ୍କ…
ମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା: ରାଜ୍ୟରେ କୋଭିଡ-୧୯ ପରୀକ୍ଷଣ, ବେଡ ସଂଖ୍ୟା ବୃଦ୍ଧି ପାଇଁ ପ୍ରସ୍ତାବ ଗୃହୀତ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ କରୋନା ନେଇ ଗୁରୁବାର ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ…
ଅପରାହ୍ନରେ ଅର୍ଥମନ୍ତ୍ରୀ କରିବେ ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା
ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ସେ ଏହି ଘୋଷଣା…
Archives


