Home

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, ସମ୍ଭବତଃ କରୋନା ମହାମାରୀ ଶେଷ ହୋଇ…

ଚିତୋର ସ୍ବତନ୍ତ୍ର ଟ୍ରେନ୍‌ରେ ଓଡ଼ିଶା ଫେରିଲେ ୧୨ ଶହ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ଚିତୋରରୁ ଭଦ୍ରକ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଖୋର୍ଦ୍ଧା ରୋଡ୍‌ ରେଳ ଷ୍ଟେଶନରେ ଗୁରୁବାର ପହଞ୍ଚିଛି। ୩୦ ଜିଲାରୁ ୧୨ଶହ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ଜଗନ୍ନାଥପୁର ଷ୍ଟେଶନରେ ୨୧ଟି ଜିଲାରୁ ୧ ହଜାର ଓହ୍ଲାଇଥିବା ବେଳେ ଖୋର୍ଦ୍ଧା ରୋଡ୍‌…

ବଲାଙ୍ଗୀରରେ ପହଞ୍ଚିବେ ପ୍ରବାସୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବଲାଙ୍ଗୀର,୧୪ା୫: ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ଗୁରୁବାର ମଧ୍ୟାହ୍ନରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିବ। ଏହି ଟ୍ରେନରେ ଆସୁଥିବା ପ୍ରବାସୀଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇ ସହରର…

କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨ରେ ରହିଛି। ଇତିମଧ୍ୟରେ ପୃଥିବୀରେ କରୋନା ସଂକ୍ରମିତଙ୍କ…

ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଆସି ରାୟଗଡ଼ାରେ ପହଞ୍ଚିଲେ ପ୍ରବାସୀ ଓଡ଼ିଆ, ୧୪୪ ଧାରା ଜାରି

ରାୟଗଡ଼ା ଅଫିସ,୧୪ା୫: ତାମିଲନାଡୁ ରାଜ୍ୟର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ରାୟଗଡ଼ାରେ ଗୁରୁବାର ପୂର୍ବାହ୍ନରେ ପହଞ୍ଚିଛି ଏକ ସ୍ବତନ୍ତ୍ର ଟ୍ରେନ୍‌। ରାୟଗଡ଼ା ଷ୍ଟେଶନରେ ଏହି ପ୍ରବାସୀ ଓଡ଼ିଆ ପହଞ୍ଚିବା ପରେ ସହରରେ ୧୪୪ ଧାରା ଜାରି କରାଯାଇଛି। ଏହି ଟ୍ରେନ୍‌ରେ ରାୟଗଡ଼ା…

ରାଜ୍ୟରେ ୨୧ ଜିଲାକୁ ବ୍ୟାପିସାରିଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଗୁରୁବାର ଆଉ ୭୩ ପଜିଟିଭ୍‌ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ସରୋଗେସି ରାସ୍ତା ଆପଣାଇଥିଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ଗତ ଫେବୃୟାରୀରେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ତେବେ ସରୋଗେସି ରାସ୍ତା ଆପଣାଇବା ସମ୍ପର୍କରେ ସେ କହିଛନ୍ତି ଯେ, ମୁଁ ମୋ ପୁଅ ଭିଆନଙ୍କ ପରେ ଢେରଦିନ ଧରି ଦ୍ୱିତୀୟ ସନ୍ତାନ ପାଇଁ ଚେଷ୍ଟା କରୁଥିଲି। ମାତ୍ର…

କିମିଆ କଲା ମୟୂର

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରକୃତିର ବିଭିନ୍ନ ରୂପକୁ ଦେଖିବାକୁ ପାଉଛନ୍ତି ଲୋକେ। ରାସ୍ତାଘାଟରେ ଲୋକମାନଙ୍କ କୋଳାହଳ କମ୍‌ଥିବାରୁ ଜୀବଜନ୍ତୁମାନେ ବେଶ୍‌ ସ୍ବଚ୍ଛନ୍ଦରେ ବୁଲାବୁଲି କରିପାରୁଛନ୍ତି। ଏମିତି ଏକ ଦୃଶ୍ୟ ଏବେ ଲୋକଙ୍କୁ ଆଚମ୍ବିତ କରିଛି। ଦିଲ୍ଲୀର ଜଣେ ବ୍ୟକ୍ତିଙ୍କ ଘରକୁ…

ଲକ୍‌ଡାଉନ୍‌ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍‌ ମାସରେ ୨୧ଟି ରାଜ୍ୟର ମୋଟ ୯୭,୧୦୦ କୋଟି ଟଙ୍କା କ୍ଷତି ହୋଇଛି। ଏନେଇ ଇଣ୍ଡିଆ ରେଟିଙ୍ଗ୍ସ୍‌…

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି ନୁର୍‌…

ଆମେରିକାକୁ ସୁରକ୍ଷିତ ମଣିଲେ ସନି

ମୁମ୍ବାଇ: ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ କବଳିତ। ଏହି ମହାମାରୀକୁ ନେଇ ସଙ୍କଟରେ ମନୁଷ୍ୟ ଜାତି। ବିଶ୍ୱର ଅନେକ ବିକଶିତ ଦେଶ କରୋନା ଦାଉରେ ହଇରାଣ ହେଉଥିବା ବେଳେ ଆମେରିକାର ସ୍ଥିତି ଅତ୍ୟନ୍ତ ଗମ୍ଭୀର। ଏପଟେ ଭାରତରେ ମଧ୍ୟ କରୋନା…

ଧାନ ରୋଇଲେ ଏସ୍‌ପି

ଚିତ୍ତୋର(ଆନ୍ଧ୍ରପ୍ରଦେଶ): କରୋନା ସମୟରେ ଅନେକ ଘଟଣା ସାମ୍ନାକୁ ଆସୁଛି, ଯାହା ଅନେକଙ୍କୁ ପ୍ରେରିତ କରୁଛି। ଏହି ସଙ୍କଟ ସମୟରେ ରାଜନେତାଙ୍କଠାରୁ ଅଧିକ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଆଗଧାଡ଼ିର ଯୋଦ୍ଧାଭାବେ ସାଧାରଣ ଲୋକଙ୍କ ସହ ଯୋଡ଼ିହୋଇ ରିୟଲ ହିରୋର ପରିଚୟ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri