Home

ଗଲଓ୍ବାନ ଉପରେ ଦାବି ଦୋହରାଇଲା ଚାଇନା

ବେଜିଂ,୧୮ା୬: ଲଦାଖସ୍ଥିତ ଗଲଓ୍ବାନ ଉପତ୍ୟକା ଉପରେ ବୁଧବାର ପୁଣିଥରେ ନିଜର ଦାବି ଦୋହରାଇଛି ଚାଇନା। ଏହି ଅଞ୍ଚଳ ସବୁବେଳେ ଚାଇନାର ଥିଲା ବୋଲି ବେଜିଂ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଭୂଖଣ୍ଡର ସ୍ଥିତାବସ୍ଥାରେ ଚାଇନା ସେନାର ଏକତରଫା ପରିବର୍ତ୍ତନ ଉଦ୍ୟମ ଯୋଗୁ…

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଡିଜିଟାଲ ଘର ନମ୍ବର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀରେ ଡିଜିଟାଲ ଡୋର୍‌ ନମ୍ବରିଂ ସିଷ୍ଟମ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସହରର ପ୍ରତି ଲୋକଙ୍କ ଘରେ ଡିଜିଟାଲ ନମ୍ବର ବୋର୍ଡ ଲଗାଇବାକୁ ବିଏମ୍‌ସି ପକ୍ଷରୁ ବୁଧବାର ନବଯୁଗ ସ୍ପାସିଆଲ ଟେକ୍ନୋଲୋଜିସ୍‌ ଆଣ୍ଡ୍‌ ଜିପର୍‌…

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ପ୍ରଶାସନ ପକ୍ଷରୁ ତ୍ୱରିତ୍ୱ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟ ସମେତ ଏହାର ଆଖପାଖ…

କରୋନା ପଜିଟିଭ୍‌ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀଙ୍କ…

୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ ଓ ଗଡ଼ିଶାଗୋଦା ଥାନାର ୧୧ଜଣ ପୋଲିସ କର୍ମଚାରୀଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଠାଇ…

ଭୂମିହୀନଙ୍କୁ ଘରଡିହ ଯୋଗାଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ସମସ୍ତ ପରିବାରଙ୍କ କଚ୍ଚାଘରକୁ ପକ୍କାଘରରେ ପରିଣତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ଗତ ୫ ବର୍ଷ ମଧ୍ୟରେ ୨୫ଲକ୍ଷ ୧୮ହଜାର ୪ଶହ ୯୭ ପକ୍କାଗୃହ ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ କୁମାର…

ଏନ୍‌ଜିଟି କାଠଗଡ଼ାରେ ସୁକିନ୍ଦା ରେଲୱେ ସାଇଡିଂ

ଯାଜପୁର ଅଫିସ, ୧୮ା୬: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା (ଆବେଦନ ନମ୍ବର-୩୪/୨୦୨୦)ରେ ରୁଜୁ ହୋଇଛି। ଏହି ମାମଲା ଉପରେ ଏନ୍‌ଜିଟିର…

ଆଜିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ ମଧ୍ୟରେ…

ଟେକ୍ନୋଲୋଜି, ସ୍ବୟଂକ୍ରିୟ ବ୍ୟବସ୍ଥାରେ ଧାନ ସଂଗ୍ରହ ତ୍ବରାନ୍ବିତ କରାଯାଇଛି:ମନ୍ତ୍ରୀ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ୨୦୧୯-୨୦ ଖରିଫ, ରବିଧାନ ସଂଗ୍ରହରେ ଟେକ୍ନୋଲୋଜି ବ୍ୟବହାର ଏବଂ ସ୍ବୟଂକ୍ରିୟ ବ୍ୟବସ୍ଥାର ଉପଯୋଗ କରି ରେକର୍ଡ ପରିମାଣର ଧାନ ସଂଗ୍ରହ କରାଯାଇଛି। ଧାନ ବିକ୍ରି ନିମନ୍ତେ ଅନ୍‌ଲାଇନରେ ଚାଷୀଙ୍କ ନାମ ପଞ୍ଜୀକରଣ, ପି-ପାସ୍‌ ଏବଂ ଆଗୁଆ ଟୋକନ୍‌ ମାଧ୍ୟମରେ ଚାଷୀଙ୍କଠାରୁ…

ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆଜି କ୍ୟାବିନେଟ୍‌, ୪ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…

ବନ ବିଭାଗ ଶୋଇଗଲା: ବନ୍ୟପ୍ରାଣୀ ଅପରାଧ ବଢ଼ିଗଲା

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ସବୁଜ ଓଡ଼ିଶାର ସ୍ବପ୍ନ ଦେଖୁଛନ୍ତି ସରକାର। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ କାର୍ଯ୍ୟ କରୁଥିବାବେଳେ ବଡ଼ ବଡ଼ ଅଫିସର ଦାୟିତ୍ୱରେ ରହୁଛନ୍ତି। ହେଲେ ସବୁଜ ବନାନୀକୁ ପ୍ରକୃତ ସୁରକ୍ଷା ଦେଉଥିବା ହାତୀ, ବାଘ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri