Home

ଗଞ୍ଜାମରେ ସ୍ଥିତି ଅସମ୍ଭାଳ: ଆକ୍ରାନ୍ତ ସଂଖ୍ୟା ୨୫୦କୁ ଟପିଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ…

ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ

କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ନବଜାତ ଶିଶୁ, ସେମାନଙ୍କ ମାଆ ଓ କେତେଜଣ ନର୍ସ ଅଛନ୍ତି। ସୁରକ୍ଷା କର୍ମୀ ଉକ୍ତ…

୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ

ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା ଦେଶକୁ…

CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ…

ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍‌’ ସେବା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍‌’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍‌’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଏବଂ ଭୁବନେଶ୍ୱର ରେଲୱେ ଷ୍ଟେଶନଠାରୁ…

ତିନିରଥର ୬ ଚକ ନିର୍ମାଣ ଶେଷ

ପୁରୀ ଅଫିସ, ୧୪ା୫: ଆସନ୍ତା ୧୫ ତାରିଖରେ ଶ୍ରୀକ୍ଷେତ୍ର ଭଉଁରୀ। ଏହି ଦିନ ତିନିରଥର ୬ଟି ନାହାକା ଚକ ଡେରା ଯିବାର ବିଧି ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ନିୟୋଜିତ ସେବକମାନେ ନିର୍ମାଣ କାର୍ଯ୍ୟକୁ ଜୋର୍‌ଦାର କରିଛନ୍ତି।…

ନିଲମ୍ବିତ ଏସ୍‌ଆଇ ରାକେଶ ଗିରଫ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍‌ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ…

ଜିଆଇଏସ୍‌ ମ୍ୟାପିଂରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ତଥ୍ୟ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ କୋଭିଡ୍‌ ହସ୍ପିଟାଲ ବାବଦରେ ଜିଆଇଏସ୍‌ (ଜିଓଗ୍ରାଫିକ୍‌ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର କରି ରାଜ୍ୟ ସରକାର ଏହି ନୂଆ ବ୍ୟବସ୍ଥାକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶା ସ୍ପେସ ଆପ୍ଲିକେଶନ…

ଘରୋଇ ହସ୍ପିଟାଲକୁ ପୁଣି ଚେତାବନୀ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଅନେକ ଘରୋଇ ହସ୍ପିଟାଲ ଓ ନର୍ସିଂ ହୋମ୍‌ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିଶ୍‌ମେଣ୍ଟ (କଣ୍ଟ୍ରୋଲ ଓ ରେଗୁଲେଶନ) ଆକ୍ଟ ଓ ଏହା ଅଧୀନରେ ଆସୁଥିବା ନିୟମଗୁଡ଼ିକୁ…

ରାସ୍ତାରେ ଯୁବକଙ୍କୁ ଗଳାକାଟି ହତ୍ୟା

ପୁରୀ ଅଫିସ,୧୪ା୫: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ପଞ୍ଚାୟତ ହାଟସାହି ନିକଟରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଦୁର୍ବୃତ୍ତ ରାସ୍ତାରେ ଭୁଜାଲିରେ ହାଣି ହତ୍ୟା କରି ଫେରାର ହୋଇଯାଇଛନ୍ତି।…

କୋଭିଡ୍‌-୧୯ ଲଢ଼େଇରେ ସିଟିଟିସି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଭାରତର ମହାକାଶ ଅଭିଯାନ ‘ମଙ୍ଗଳାୟନ’ ଏବଂ ‘ଚନ୍ଦ୍ରାୟନ-୨’ ପ୍ରସ୍ତୁତିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ନିର୍ବାହ କରିବାପରେ ଏବେ କୋଭିଡ୍‌-୧୯ ଲଢେଇରେ ଗୁରୁଦାୟିତ୍ୱ ନେଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ୍‌ ଟୁଲ୍‌ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି)। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରଣାଳୟ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଏସ୍‌ଆଇ ନିଲମ୍ବିତ

ପାରଳାଖେମୁଣ୍ଡି, ୧୩ା୫(ସ୍ବ.ପ୍ର.) : ଜଣେ ଯୁବତୀଙ୍କୁ ଗଜପତି ଜିଲା ଆର.ଉଦୟଗିରି ଥାନା ଏସଆଇ ରମେଶ ଜେନା ପ୍ରତାରିତ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଗଜପତି ଏସପି ସାରା ଶର୍ମା କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଏସଆଇ ପୁରୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri