Home

ଅଶୋକ କୁମାରଙ୍କୁ ପୁରସ୍କୃତ କରିବ ମୋହନବାଗାନ

କୋଲକାତା, ୧୪ା୭ (ପି.ଟି.)-ହକି ଷ୍ଟଲଓ୍ବାର୍ଟ ଅଶୋକ କୁମାରଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାରରେ ସମ୍ମାନିତ କରିବ ସହରର ପ୍ରତିଷ୍ଠିତ କ୍ଲବ ମୋହନ ବାଗାନ। କ୍ଲବର ସାଧାରଣ ସମ୍ପାଦକ ଶ୍ରୀଞ୍ଜୟ ବୋଷ ସୋମବାର ସୂଚନା ଦେଇଛନ୍ତି। ମୋହନବାଗାନ ୧୯୧୧ରେ ଇଷ୍ଟ ୟର୍କଶାୟାର ରେଜିମେଣ୍ଟକୁ…

ଖୁଚୁରା ମୁଦ୍ରାସ୍ଫୀତି ୬.୦୯%କୁ ବୃଦ୍ଧି

ନୂଆଦିଲ୍ଲୀ,୧୪।୭: ଜୁନରେ ଖୁଚୁରା ମୁଦ୍ରାସ୍ଫୀତି ୬.୦୯%କୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ବୃଦ୍ଧି ହେବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ସୋମବାର ଜାରି ହୋଇଥିବା ସରକାରୀ ଡାଟାରୁ ଏହା ଜଣାପଡିଛି। ଖାଦ୍ୟ ବର୍ଗରେ ମୁଦ୍ରାସ୍ଫୀତି ୭.୮୭%କୁ ବୃଦ୍ଧି ଘଟିଥିବା ଖାଉଟି…

୨୦୩୦ ସୁଦ୍ଧା ଭାରତୀୟ ରେଳ ହେବ ‘ଗ୍ରୀନ୍‌ ରେଲଓ୍ବେ’

ଭୁବନେଶ୍ୱର,୧୩ା୭(ବ୍ୟୁରୋ)- ୨୦୩୦ ମସିହା ସୁଦ୍ଧା ଭାରତୀୟ ରେଳ ବ୍ୟବସ୍ଥାକୁ ଗ୍ରୀନ ରେଳବାଇ(ଶୂନ୍ୟ ଅଙ୍ଗାରକାମ୍ଳ ର୍ନିଗମନ)ରେ ପରିଣତ କରାଯିବ। ସମ୍ପୂର୍ଣ୍ଣ ବିଦ୍ୟୁତିକରଣ ସହ ଲୋକୋମୋଟିଭରେ ଶକ୍ତି ସକ୍ରିୟତା ବୃଦ୍ଧି, ଇନଷ୍ଟଲେସନ/ଷ୍ଟେସନଗୁଡ଼ିକୁ ଗ୍ରୀନ ସାର୍ଟିଫିକେସନ କରାଯିବ। ରେଳ ବଗିଗୁଡ଼ିକରେ ବାୟୋ ଶୌଚାଗାର ଖଞ୍ଜାଯିବ ଏବଂ…

୧୮ ବରିଷ୍ଠ ବିଜେଡି ନେତ୍ରୀଙ୍କୁ ଜିଲା ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ବିଜେଡିର ବରିଷ୍ଠ ନେତାମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କମିଟିରେ ଥିବା ବରିଷ୍ଠ ନେତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେମାନେ ଦଳର ସଂଗଠନ ଗୁଡିକୁ ତଦାରଖ…

ପୋଲିସ ଆଖିରେ ଧୂଳି ଦେଇ ଖସି ପଳାଉଥିଲା ଅଭିଯୁକ୍ତ: ଚଢିଗଲା ଟ୍ରକ

ରାୟଗଡା ଅଫିସ,୧୩।୭-ପୋଲିସ ଆଖିରେ ଧୂଳି ଦେଇ ଥାନା ସମ୍ମୁଖରୁ ଖସି ଯିବାକୁ ଜଣେ ଅଭିଯୁକ୍ତ ଚେଷ୍ଟା କରୁଥିବାବେଳେ ତାଙ୍କ ଉପରେ ଟ୍ରକ ଚଢିଯାଇଛି। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ସୋମବାର ରାୟଗଡା ଜିଲାରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡରୁ ୮,…

କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର ଚାରି…

ମାସ୍କ ନ ପିନ୍ଧିଲେ କରୋନା ଯୋଦ୍ଧାଙ୍କ ଭଳି ସେବା କରିବେ: ଯମରାଜ

ଭୋପାଳ,୧୩।୭: ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ରବିବାର ୧୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଏପର୍ଯ୍ୟନ୍ତର ସବୁଠାରୁ ବଡ ରେକର୍ଡ। ସହରରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୨୩ରେ ପହଞ୍ଚିଛି। ପ୍ରତିଦିନ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ…

ପଠାନକୋଟ ଗସ୍ତରେ ସେନା ମୁଖ୍ୟ

ଶ୍ରୀନଗର,୧୩।୭: ସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌ ନରଓ୍ବଣେ ସୋମବାର ଜମ୍ମୁ-ପଠାନକୋଟ ଅଞ୍ଚଳ ଗସ୍ତ କରିଛନ୍ତି। ପଠାନକୋଟରେ ପହଞ୍ଚିବା ପରେ ନରଓ୍ବଣେ ରାଇଜିଂ ଷ୍ଟାର କୋର୍ପ୍ସର ଆଗୁଆ ଅଞ୍ଚଳରେ ମୁତୟନ ହୋଇଥିବା ସୈନ୍ୟ, ସୁରକ୍ଷା ବ୍ୟବସ୍ଥା ଓ ଅପରେଶନ ପ୍ରସ୍ତୁତିକୁ ନେଇ ସମୀକ୍ଷା…

ରାଜସ୍ଥାନ-ମଧ୍ୟପ୍ରଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ପାଇଁ ରାହୁଲ ଦାୟୀ: ଉମା ଭାରତୀ

ନୂଆଦିଲ୍ଲୀ,୧୩।୭: ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ଘଟୁଥିବା ରାଜନୈତିକ ଘଟଣା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦାୟୀ। କିଛି ଏଭଳି ଟିପ୍ପଣୀ ଦେଇଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ଉମା ଭାରତୀ। ସେ କହିଛନ୍ତି, ରାଜସ୍ଥାନରେ ବର୍ତ୍ତମାନ…

ସଂସ୍ଥା କରିପାରିବେ କୋଭିଡ୍‌ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ନିଜ କର୍ମଚାରୀଙ୍କ ସୁବିଧା ଓ ମାନସିକ ସୁସ୍ଥତା ପାଇଁ ସଂସ୍ଥା କୋଭିଡ୍‌ କେୟାର ହୋମ୍‌ କରିପାରିବେ। ୧୦ରୁ ୨୦ ଜଣ ରୋଗୀଙ୍କ ପାଇଁ ଏହି କୋଭିଡ୍‌ କେୟାର ହୋମ୍‌ କରାଯାଇପାରିବ। ଏଥିନିମନ୍ତେ ବଡ଼ ସଂସ୍ଥାମାନଙ୍କୁ କେୟାର ସେଣ୍ଟର ପାଇଁ…

ଏଣିକି ଘରେ ରହି ଚିକିତ୍ସିତ ହେବେ କରୋନା ପଜିଟିଭ: ଜାଣନ୍ତୁ କାହାକୁ ମିଳିବ ଅନୁମତି

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କରୋନା ଲକ୍ଷଣ ନ ଥିବା ରୋଗୀଙ୍କୁ ଏଣିକି ହୋମ୍‌ ଆଇସୋଲେସନ ଅନୁମତି ମିଳିବ। ଲକ୍ଷଣ ନ ଥିବା ବା ସାମାନ୍ୟା ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍‌ ଆଇସୋଲେଶନ କରାଯିବ। ଲକ୍ଷଣ ନ ଥାଇ ପଜିଟିଭ ଚିହ୍ନଟ ହେଲେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?