ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍ଡାଉନ୍ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ ପୋଲିସ…
ଶିଳ୍ପ ବର୍ଜ୍ୟରେ କଂକ୍ରିଟ୍ ରାସ୍ତା
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବିନା ସିମେଣ୍ଟରେ ସମ୍ଭବ ହୋଇଛି କଂକ୍ରିଟ୍ ରାସ୍ତା। କେବଳ ଶିଳ୍ପ ବର୍ଜ୍ୟ ବ୍ୟବହାର କରି ଏହି ପ୍ରଦୂଷଣମୁକ୍ତ ରାସ୍ତା ନିର୍ମାଣ କରାଯାଇଛି। କଟକ ଜିଲା ଅମନପଡ଼ା ଗ୍ରାମ୍ୟରେ ପାଇଲଟ ପ୍ରଳକ୍ପ ଭାବେ ତିଆରି ହୋଇଥିବା ଏହି ରାସ୍ତାକୁ ଓଡ଼ିଶା…
ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ ୧୨ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ସରକାରଙ୍କ…
ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ
ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ କରିଛନ୍ତି।…
ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ ୩୫୭୬ଜଣ ପୁରୁଷ ରହିଛନ୍ତି। ସେପଟେ ଦିନକୁ ଦିନ ଛୋଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ…
ସିଏମ୍ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍ କ୍ବାରାଣ୍ଟାଇନ ଷ୍ଟିକର
କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ ପହଞ୍ଚତ୍ଥିଲା। ବୃଦ୍ଧ ଜଣଙ୍କ ଗତ ୧୦ ତାରିଖରୁ ହୋମ କ୍ବାରାଣ୍ଟାଇନରେ ଥିଲେ। ସିଏମ୍ସି ପକ୍ଷରୁ…
ରାଜ୍ୟରେ ୨୮% ଅଧିକ ବର୍ଷା
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ ପହିଲାରୁ ୧୬ ତାରିଖ ମଧ୍ୟରେ ୮୬.୪ ପ୍ରତିଶତ…
ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ ପାଇଲାଣି। ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ଜଳ…
ତେଲ ଦର ସହ ବୃଦ୍ଧି ହେଲା ଏଟିଏଫ ଦର
ନୂଆଦିଲ୍ଲୀ,୧୭।୬: ଦେଶରେ ତେଲ ଦର କ୍ରମାଗତ ଭାବେ ୧୦ ଦିନ ହେଲା ବୃଦ୍ଧି ପାଉଥିବା ବେଳେ ଏହି ସମୟରେ ବିମାନ ଇନ୍ଧନ(ଏଟିଏଫ)ର ଦର ପ୍ରାୟ ୧୬.୩% ବୃଦ୍ଧି ଘଟିଛି। ଫଳରେ ଏହାର ଦାମ କିଲୋ ଲିଟର ୫୪୯୪.୫ ଟଙ୍କା ବୃଦ୍ଧି ଘଟି…
୧୧ଶହ କର୍ମଚାରୀଙ୍କୁ ଛଟେଇ କରିବ ଜାଗୁଆର୍
ଲଣ୍ଡନ,୧୭।୬: ଟାଟା ମୋଟର୍ସ’ର ନିଜସ୍ବ ୟୁନିଟ ଜାଗୁଆର ଲ୍ୟାଣ୍ଡ ରୋଭର(ଜେଏଲ୍ଆର) ଇଲଣ୍ଡ ୟୁନିଟରୁ ୧୧ଶହରୁ ଉର୍ଦ୍ଧ୍ୱ ଚୁକ୍ତିବଦ୍ଧ କର୍ମଚାରୀଙ୍କୁ ଛଟେଇ କରିବ। ମଙ୍ଗଳବାର କମ୍ପାନୀର ମୁଖପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,କୋଭିଡ୍-୧୯ ସଂକମ୍ରଣ ଜନୀତ ସମସ୍ୟା ଓ…
ପାଣି କାଦୁଅ ଯୋଗୁ ଜମୁନି ବେପାର
ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ ବସୁଛି। ତେବେ ହାଇସ୍କୁଲ ପଡ଼ିଆରେ ବ୍ୟବସାୟ ପାଇଁ ବିଶେଷକିଛି ସୁବିଧା ନ ଥିବାରୁ ଏହାକୁ…
Archives


