Home

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି ବୈଠକର ପ୍ରାଥମିକ ଉଦ୍ଦେଶ୍ୟ ଗାଜା ଯୁଦ୍ଧବିରତି ଯୋଜନାର ଗୁରୁତ୍ୱପୂର୍ଣ୍ଣ ଦ୍ୱିତୀୟ ପର୍ଯ୍ୟାୟକୁ ଆଗକୁ ବଢାଇବା…

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି ଆସିଛନ୍ତି । ସମ୍ପ୍ରତି ଗୁଜବ ପ୍ରଚାରିତ ହୋଇଥିଲା ଯେ ରଶ୍ମିକା ଏବଂ ବିଜୟ ଗୁପ୍ତ…

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର ସ୍ବାସ୍ଥ୍ୟ ସଙ୍କଟ ପ୍ରତି ଦୃଷ୍ଟି ଆକର୍ଷଣ କରୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ…

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି ଏହି ପରିବାର ସମ୍ପୂର୍ଣ୍ଣ ମାଗଣାରେ ମହିଳାମାନଙ୍କୁ ସିଲେଇ, କମ୍ପ୍ୟୁଟର ଆଦି ଶିକ୍ଷା ଦେଉଛନ୍ତି। ଶ୍ରୀବବୁଲ…

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର ବିତରଣ ଉତ୍ସବ, ବାର୍ଷିକ ଉତ୍ସବ। ପାଠପଢ଼ା ନାହିଁ। ଗୀତ ଓ ନାଚକୁଦରେ ସ୍କୁଲହତା ଦୁଲୁକୁଛି।…

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ ଦଳ ଏହି ଦାୟିତ୍ୱ ଦେବା ପରେ ତାଙ୍କ ସମର୍ଥକଙ୍କ ମହଲରେ ଉତ୍ସାହ ଦେଖାଯାଇଛି। ସୋମବାର…

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ। ଏଥିପାଇଁ କେତେଜଣ ଏହାକୁ କୌଣସି ନ୍ୟାୟାଳୟ ଆଦେଶର ଉଲ୍ଲଂଘନ ବୋଲି କହୁଥିବା ବେଳେ କେହି…

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଥିଲେ। ସେଥିରେ ସେ ଉଭୟଙ୍କୁ ଭାରତର ସବୁଠୁ ବଡ଼…

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ । ସେପଟେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଗୁଲୁଆ। ଏବେ…

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ ସମନ୍ବିତ ପଦକ୍ଷେପ ନିଆ ନ ଗଲେ ପ୍ରତି ବର୍ଷ ଏହି ସ୍ଥିତି ଆହୁରି ସଙ୍ଗିନ…

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା ସୋମବାର ତାଇଓ୍ବାନ ପ୍ରଣାଳୀର ମଧ୍ୟବର୍ତ୍ତୀ ଅଞ୍ଚଳରେ ବଡ଼ ଧରଣର ସମରାଭ୍ୟାସ ଆରମ୍ଭ କରିଛି। ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?