୧୯୯୯ ଭାରତ ଭ୍ରମଣକୁ ମନେ ପକାଇଲେ ଓ୍ବାସିମ୍ ଆକ୍ରାମ୍: ଭୁଲିହେବ ନାହିଁ ଚେନ୍ନାଇବାସୀଙ୍କ ଭଲ ପାଇବା
ଇସଲାମାବାଦ୍, ୧୬।୬:କ୍ରିକେଟ ଖେଳରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ପୂର୍ବତନ କ୍ରିକେଟର ଓ୍ବାସିମ୍ ଆକ୍ରାମ୍ ମନେ ପକାଇଛନ୍ତି। ୧୯୯୯ରେ ପାକିସ୍ତାନ ଟିମ୍ ଭାରତ ଭ୍ରମଣରେ ଆସିଥିଲା। ଏହା ସ୍ବତନ୍ତ୍ର ଥିଲା ବୋଲି ସେ କହିଛନ୍ତି। ୧୦ ବର୍ଷ ପରେ…
ନିଗମ ବୋଧ ଘାଟରେ ରାତିସାରା ହେବ ଅନ୍ତିମ ସଂସ୍କାର !
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବିପଦଜନ୍ନକ ହେବାରେ ଲାଗିଛି। ଏଥିରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହୁ ହୁ ବଢ଼ିବାରେ ଲାଗିିଛି। ତେବେ କରୋନାଜନିତ ବୃଦ୍ଧି ପାଉଥିବା ମୃତ୍ୟୁ ସଂଖ୍ୟାକୁ ଦେଖି ଦିଲ୍ଲୀ ନଗର ନିଗକ ଏକ…
ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏନେଇ ବିଏମସି ଟୁଇଟ କରି ସୂଚନା ଦେଇଛି। ଏହି ପାଞ୍ଚ ଜଣ…
ଚାଇନାର ୫ ସୈନ୍ୟ ମୃତ, ୧୧ ଆହତ: ଗ୍ଲୋବାଲ ଟାଇମ୍ସ୍
ବେଜିଂ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ ଚାଇନାର ୫ ସୈନ୍ୟଙ୍କର ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଆହତ ହୋଇଥିବା ଗ୍ଲୋବାଲ…
ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଏମିତି ଥିଲା ଧୋନୀଙ୍କ ପ୍ରତିକ୍ରିୟା
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ଚକିତ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜୀବନୀକୁ ନେଇ ନିର୍ମିତ ‘ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ’ରେ ଧୋନୀଙ୍କ ଭୂମିକାରେ ଅଭିନୟ କରି ଲକ୍ଷ ଲକ୍ଷ ଦର୍ଶକଙ୍କ…
ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି
ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ ଭାରତର ଜଣେ କର୍ନେଲ ଏବଂ ୨ ଜଣ ଯବାନ ଶହୀଦ ହୋଇଥିବାବେଳେ ଚାଇନାର…
ଜୁନ୍ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ
ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ ହୋଇଯିବ ବୋଲି ଜଣେ ଭାରତୀୟ ବୈଜ୍ଞାନିକ ଦାବି କରିଛନ୍ତି। ଚେନ୍ନାଇର ନ୍ୟୁକ୍ଲିୟର ଆଣ୍ଡ ଆର୍ଥ…
ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି
ଛତ୍ରପୁର, ୧୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବେଲଗୁଣ୍ଠା ବ୍ଲକର ୫୧, ୫୪, ୨୩ ଓ…
ରାଜ୍ୟରେ ବଢ଼ିଲା ବସ୍ ଭଡ଼ା: ସାଧାରଣ-ଏକ୍ପ୍ରେସ୍ ୩ ପଇସା, ଡିଲକ୍ସ- ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୫ ଟଙ୍କା ଅଧିକ ଟଙ୍କା ବଢ଼ି ସାରତିଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ବସ୍ଭଡ଼ାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।…
ସରପଞ୍ଚ ଅଜୟ ପଣ୍ଡିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ
ଶ୍ରୀନଗର,୧୬।୬: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଜୁନ ୮ରେ କଶ୍ମୀରି ପଣ୍ଡିତ ସରପଞ୍ଚ ଅଜୟ ପଣ୍ଡିତାଙ୍କ ହୋଇଥିବା ହତ୍ୟାର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ଗତ ସପ୍ତାହ ଏନ୍କାଉଣ୍ଟରରେ ନିପାତ ହୋଇଥିବା ହିଜବୁଲ ମୁଜାହିଦିନର ଆତଙ୍କବାଦୀ ଓମାର ହିଁ ସରପଞ୍ଚଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ଏନେଇ…
୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ
ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଚାଇନର ୩ ସୈନ୍ୟଙ୍କର ଏଥିରେ ମୃତ୍ୟୁ ଘଟିଥିବା…
ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି
ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ ରଥଯାତ୍ରା। ମଝିିରେ ଆଉ ମାତ୍ର ୬ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟ…
Archives


