Home

ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି

ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ ରଥଯାତ୍ରା। ମଝିିରେ ଆଉ ମାତ୍ର ୬ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟ…

ଜୁଲାଇ ୧୫ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୬।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜୁଲାଇ ୧୫ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ଛୁଇଁବ। ହୋଇଥିବା ଏକ ସର୍ଭେ ରିପୋର୍ଟରେ…

ଲକ୍‌ଡାଉନ ନିୟମ ଉଲ୍ଲଂଘନ, ଗଞ୍ଜାମ, ହୁମା ଅଞ୍ଚଳର ୭ ଦୋକାନ ସିଲ୍‌

ଗଞ୍ଜାମ,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିସହ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଯାଏ…

ଫ୍ରାନ୍ସରେ ଖୋଲିଲା ବର୍ଡର, ବାର, କାଫେ, ସ୍କୁଲ

ପ୍ୟାରିସ,୧୬।୬: କରୋନା ଭାଇରସ୍‌ ମହାମାରୀ ସାରା ବିଶ୍ୱକୁ ଏକ ଆହ୍ବାନ ଦେଇଛି, ଯେଉଁଥିରୁ ମୁକୁଳିବା ପାଇଁ କୌଣସି ଦେଶ ଏଯାଏଁ ସଫଳ ହୋଇପାରିନାହାନ୍ତି। ପରିସ୍ଥିତି ଏପରି ହୋଇଛି ଯେ, ମାସ ମାସ ଧରି ଚାଲିଆସୁଥିବା ଲକ୍‌ଡାଉନ ଯୋଗୁ ସମସ୍ତଙ୍କ ଜୀବିକାରେ ସଙ୍କଟ…

ସାତଫେରା ପରେ କ୍ୱାରାଣ୍ଟାଇନ୍‌ରେ କନ୍ୟା-ବର-ବରଯାତ୍ରୀ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ସାତଫେରା ପରେ କନ୍ୟା, ବର ଏବଂ ୮୫ ବରଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସ୍ଥାନୀୟ ଛତ୍ରପୁର ଅଞ୍ଚଳରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁଗ୍ରାମ୍‌ରୁ ବରଯାତ୍ରୀ ଘୁବରା ସହରକୁ ଆସିଥିଲେ। ତେବେ ବିବାହରେ ଯୋଗଦେଇଥିବା…

ପୁଅକୁ ଜୀବନର ପ୍ରକୃତ ମୂଲ୍ୟ ଶିଖାଇବା ପାଇଁ ରାସ୍ତାକୁ ଓହ୍ଲାଇଲେ ଶିଖର ଧାଓ୍ବନ

କରୋନା ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍‌ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହୁଛନ୍ତି। ଭାରତୀୟ ଦଳର ଷ୍ଟାର୍‌ ସପନର ଶିଖର ଧାଓ୍ବନ ନିଜ ଫ୍ୟାନଙ୍କ ସହ ଯୋଡି…

ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ ସେ…

୨୦ ସେକେଣ୍ଡରେ ଚିହ୍ନଟ ହେବେ କରୋନା ପଜିଟିଭ୍‌ !

ପ୍ରୟାଗରାଜ, ୧୬।୬: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପଜିଟିଭ୍‌ଙ୍କୁ କିଭଳି ଶୀଘ୍ର ଚିହ୍ନଟ କରାଯିବ ସେନେଇ ଉଦ୍ୟମ ଜାରି ରହିଛି। ପ୍ରୟାଗରାଜର ମୋତିଲାଲ ନେହେରୁ ରାଷ୍ଟ୍ରୀୟ ପ୍ରାଦ୍ୟୋଗିକ ସଂସ୍ଥାନ ପକ୍ଷରୁ ଏକ ନୂଆ ପ୍ରଣାଳୀ ଡିପ୍‌-ଏକ୍ସ୍‌ର…

ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପିଙ୍କୁ କରୋନା

ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟାର୍ଥଙ୍କ ଗନ୍‌ମ୍ୟାନ ପ୍ରଥମେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ…

ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ

ରାଇସୁଆଁ,୧୬।୬(ଡି.ଏନ୍‌.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ସୁଜୁନି ବେଣ୍ଟକାର(୫୫)ଙ୍କ ପୁଅ ସୋମବାର ବିଳମ୍ବିତ…

୨୦ ଜୁନରୁ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ହେବ ଆରମ୍ଭ

ମୁମ୍ବାଇ, ୧୬।୬: ଟିଭି ଧାରବାହିକ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ୨୦ ଜୁନରୁ ଆରମ୍ଭ ହେବ। ଏନେଇ ଏକତା କପୁର ନିର୍ଦ୍ଦେଶ ଦେଇଥିବା ଟିମ୍‌ ପକ୍ଷରୁ କୁହାଯାଇଛି। ଶୁଟିଂ ଆରମ୍ଭ ହୋଇଥିବାରୁ ଏହାର ପରବର୍ତ୍ତୀ ଏପିସୋଡ଼ ଦର୍ଶକ ଜୁଲାଇ ମାସଠାରୁ ଦେଖିପାରିବେ…

ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା

ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri