ଗଞ୍ଜାମରେ ଆଉ ୮ କୋଭିଡ୍ କେୟାର, ହେଲ୍ଥ ସେଣ୍ଟର ଖୋଲାଯିବ: ଜିଲାପାଳ
ଛତ୍ରପୁର,୧୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍ କେୟାର ସେଣ୍ଟର(ସିସିସି) ଓ କୋଭିଡ୍ ହେଲଥ ସେଣ୍ଟର (ଡିସିଏଚ୍ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା ଚାଲିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ସହ ଡାକ୍ତର ଓ ଷ୍ଟାଫ୍ ଆଇସୋଲେଶନରେ ଏଠାରେ…
ନାଁକୁ କଟକଣା: ଉପରଠାଉରିଆ ଭାବେ ଚାଲିଛି ଯାଞ୍ଚ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ସାରା ବିଶ୍ୱରେ କରୋନାର ଭୟାବହତାକୁ ନେଇ ସ୍ଥିତି ଖରାପ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରଶାସନିକ ଅଧିକାରୀମାନେ ନୂଆ ନିୟମ ଅନୁପାଳନ କରି ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। କରୋନା ଯେପରି ସାଧାରଣରେ ସଂକ୍ରମଣ ନ ହେବ ସେଥିଲାଗି ଗତ…
ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର
ଶେରଗଡ଼,୧୨ା୭(ଡି.ଏନ୍.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ବ୍ଲକ ସୂତ୍ରରୁ ପ୍ରକାଶ, ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣ ସୁସ୍ଥ ହୋଇ ଫେରିଲେଣି।…
ଯୋଗୀଙ୍କ ଶାସନ: ୩ ବର୍ଷରେ ୧୧୨ ଏନ୍କାଉଣ୍ଟର
ନୂଆଦିଲ୍ଲୀ, ୧୨।୭: ଉତ୍ତରପ୍ରଦେଶରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ ଏବେ ୫ ବର୍ଷର ଏନ୍କାଉଣ୍ଟର ତଥ୍ୟ ନେଇ ସାରା ଦେଶରେ ଚର୍ଚ୍ଚା ଜାରି ରହିଛି। ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯିବା କିଛି ନୂଆ ଘଟଣା ନୁହେଁ। ୨୦୧୨-୧୩ରୁ ୨୦୧୭-୧୮ ଗତ ୫…
ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା
କୋରୁକୋଣ୍ଡା,୧୨ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍ଏସିରେ ମୋଟ୍ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି ଜିଲାପାଳ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି।…
ବରଗଡ଼ରେ କରୋନା ଯୋଦ୍ଧା ସମେତ ୩ ପଜିଟିଭ୍ ଚିହ୍ନଟ
ବରଗଡ଼ ଅଫିସ,୧୨ା୭: ବରଗଡ଼ ଜିଲାରେ ରବିବାର ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ଜଣେ ସ୍ଥାନୀୟ କରୋନା ଯୋଦ୍ଧା ରହିଥିବା ବେଳେ ଅମ୍ବାଭୋନା ବ୍ଲକ ରୁଚିଦା ଏବଂ ଝାରବନ୍ଧ ବ୍ଲକ ଡୁଙ୍ଗୁରିପାଲି ସଙ୍ଗରୋଧ କେନ୍ଦ୍ରର…
ରାପର୍ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ
ଭବାନୀପାଟଣା,୧୨।୭ (ଡି.ଏନ୍.ଏ.): ‘ରାପର୍ ଡୁଲେ ରକ୍’ଙ୍କ ରାପ୍ ସଙ୍ଗ୍ ସୋସିଆଲ୍ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି ରାପର୍ଙ୍କ ଉପରେ ଏବେ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବିଶାଲ ଡଡ୍ଲାନିଙ୍କ ନଜର…
ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍ଡାଉନ୍
ଛତ୍ରପୁର,୧୨ା୭(ଡି.ଏନ୍.ଏ.): କରୋନା ପଜିଟିଭ୍ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍ଡାଉନ୍ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ ୨ଜଣ ପଜିଟିଭ୍ ଚି଼ହ୍ନଟ ଫଳରେ ଜିଲାପାଳ କ୍ଷମତା ପ୍ରୟୋଗ କରି ସରପଞ୍ଚ ସସ୍ମିତା…
କୋଚିଂ ବନ୍ଦ, ବେରୋଜଗାର ଯୁବପିଢ଼ି
କଟକ ଅଫିସ,୧୨।୭: କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଭୀଷଣ ପ୍ରଭାବିତ ହୋଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପୂର୍ବ ବର୍ଷର ପରୀକ୍ଷା ହୋଇପାରି ନାହିଁ କିମ୍ବା ନୂତନ ଶିକ୍ଷାବର୍ଷର ପାଠପଢ଼ା ଆରମ୍ଭ ହେବା ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗି ରହିଛି। ଏଭଳି…
ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ
ମୁମ୍ବାଇ, ୧୨।୭: ବଲିଉଡ୍ ଅଭିନେତ୍ରୀ ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ ହୋଇଛି। ରେଖାଙ୍କ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ରେଖାଙ୍କ ବଙ୍ଗଳାକୁ ସିଲ୍ କରି ଦିଆଯାଇଛି। ବାନ୍ଦ୍ରାଠାରେ ଥିବା ରେଖାଙ୍କ ବଙ୍ଗଳା ‘ସି…
CORONAVIRUS UPDATE: ଆଉ ୩ ମୁଣ୍ଡ ନେଲା କରୋନା; ସମସ୍ତେ ଗଞ୍ଜାମ ଜିଲାର
ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ। ମୃତକମାନେ ଗଞ୍ଜାମ ଜିଲାର। ଏବେ ସୁଦ୍ଧା ଜିଲାରେ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ୬୪କୁ ବୃଦ୍ଧି ପାଇଛି। ପ୍ରକାଶ ଯେ, ରବିବାର ରାଜ୍ୟରେ ୫୯୫ ନୂଆ କରୋନା…
ଚାଇନାକୁ ଘେରିଲେ ଭାରତ-ଆମେରିକା-ଜାପାନ
ନୂଆଦିଲ୍ଲୀ, ୧୨।୭: ଚାଇନାକୁ ଭାରତ, ଆମେରିକା ଏବଂ ଜାପାନ ମିଳିତ ଭାବେ ଘେରିବା ଆରମ୍ଭ କରିଛନ୍ତି। ଭାରତ ଆଫ୍ରିକାର ବିଭିନ୍ନ ଦେଶରେ ନିଜର ସ୍ଥିତି ସୁଦୃଢ଼ କରିବାକୁ ଯୋଜନା କରିଛି। ଏପରିସ୍ଥଳେ ଚାଇନା ମଧ୍ୟ ଭାରତ ସହିତ ପ୍ରତିଯୋଗିତାପୂର୍ଣ୍ଣ ମନୋଭାବ ରଖିଛି।…

