କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା କାଟ ହେବ ନାହିଁ: ସ୍ପଷ୍ଟ କଲା ଅର୍ଥ ମନ୍ତ୍ରଣାଳୟ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): କେନ୍ଦ୍ର ସରକାରୀ କର୍ମଚାରୀଙ୍କର ଦରମା କାଟ ହେବ ନାହିଁ। ଏ ନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। କରୋନା ଲକ୍ଡାଉନ୍ ଯୋଗୁ ଦେଶର ଅର୍ଥନୀତି ଦିନକୁ ଦିନ ବିଗୁଡୁଥିବାରୁ କେନ୍ଦ୍ର ସରକାର କର୍ମଚାରୀଙ୍କ ଦରମା କାଟ କରିବା ନେଇ…
କରୋନା ମାଡ଼: ଦୋହଲିଯିବ ପର୍ଯ୍ୟଟନ ଶିଳ୍ପ
ନୂଆଦିଲ୍ଲୀ,୧୨ା୫: କରୋନା ସଂକ୍ରମଣ (କୋଭିଡ୍-୧୯) ଯୋଗୁ ୨୦୨୦ରେ ଅନ୍ତର୍ଜାତୀୟ ପର୍ଯ୍ୟଟନ ୬୦ରୁ ୮୦ ପ୍ରତିଶତ ହ୍ରାସ ପାଇପାରେ। ଏହାଦ୍ୱାରା ୯୧୦ ବିଲିୟନରୁ ୧.୨ ଟ୍ରିଲିୟନ ଡଲାର ରାଜସ୍ବ କ୍ଷତି ଘଟିବ ଏବଂ ଲକ୍ଷାଧିକ ଲୋକଙ୍କ ଜୀବନଜୀବିକାକୁ ବିପଦରେ ପଡ଼ିବ ବୋଲି ଜାତିସଂଘର…
ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍ ଚଳାଇବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍ଡାଉନ୍ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ ଫେରିବାକୁ…
ଗ୍ରାମାଞ୍ଚଳକୁ ସଂକ୍ରମଣ ମୁକ୍ତ ରଖିବା ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୨ା୫(ପି.ଟି.): କରୋନା ମହାମାରୀର ମୁକାବିଲା ଲାଗି ଆଗକୁ ସନ୍ତୁଳିତ ରଣନୀତି ପ୍ରସ୍ତୁତ କରିବା ସହ ଏହାକୁ କାର୍ଯ୍ୟକାରୀ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନାବେଳେ କହିଛନ୍ତି। ଦେଶପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ହେଲା ଗ୍ରାମାଞ୍ଚଳଗୁଡ଼ିକ…
ଖାତା ଦେଖିବେ ଅଧିକ ଶିକ୍ଷକ
କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷାର ଖାତା ଦେଖା ମଧ୍ୟ ଏହି ତାରିଖରୁ ଆରମ୍ଭ…
ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ
ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି। ତେଣୁ ଲକ୍ଷଣ ନ ଥିବା ଏବଂ ସ୍ବଳ୍ପ ଲକ୍ଷଣ ଥିବା ସଂକ୍ରମିତଙ୍କୁ ହୋମ୍ କ୍ୱାରାଣ୍ଟାଇନରେ…
ବାଲେଶ୍ୱରରେ ୫୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ସକାଳେ ଆଉ ୨୩ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରରେ ୩ଜଣ, ପୁରୀ ଏବଂ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…
CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ…
ରାଜ୍ୟରେ ବଢୁଛି କଏଦୀ ସଂଖ୍ୟା
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟରେ ବର୍ତ୍ତନା ୮୬ଟି ଜେଲ୍ ରହିଥିବାବେଳେ ପ୍ରତିବର୍ଷ କଏଦୀଙ୍କ ସଂଖ୍ୟା ବଢ଼ି ଚାଲିଛି। ପୂର୍ବବର୍ଷ ତୁଳନାରେ ୨୦୧୯ରେ ପ୍ରାୟ ୬.୪୩ ପ୍ରତିଶତ ବୃଦ୍ଧି ଘଟିଛି। ୨୦୧୮ରେ ରାଜ୍ୟର ବିଭିନ୍ନ ଜେଲ୍ରେ କଏଦୀଙ୍କ ସଂଖ୍ୟା ୧୬୫୦୧ ରହିଥିଲାବେଳେ ଗତବର୍ଷ ୧୭୫୬୩କୁ ବୃଦ୍ଧି…
ବସ୍ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ
କଟକ ଅଫିସ୍,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି। ସୋମବାର…
ବସ୍ତିରେ ହୋଇନାହିଁ ସଂକ୍ରମଣ: ବିଏମ୍ସି
ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କରୋନା ସଂକ୍ରମଣରେ ରୋକ୍ ଲଗାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନାନା ପଦକ୍ଷେପ ହାତକୁ ନେଇଛି। ବିଏମ୍ସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି, ସହରର ସମସ୍ତ ବସ୍ତି ଅଞ୍ଚଳକୁ ଆକ୍ଟିଭ୍ ସର୍ଭିଲାନ୍ସରେ ରଖାଯାଇଛି। ଲକ୍ଷଣ ଥିବା…
ସ୍ବାଭାବିକ ହେଉଛି, ଭିଡ଼ ବି ବଢୁଛି
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଥିବାବେଳେ ରାଜଧାନୀ ଭୁବନେଶ୍ୱର ଏବେ ବି ରେଡ୍ ଜୋନ୍ରେ ରହିଛି। ସଂକ୍ରମଣକୁ ଯଥାସମ୍ଭବ ରୋକିବା ପାଇଁ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ପରିବର୍ତ୍ତିତ କଟକଣା ଲାଗୁ କରାଯାଇଛି। ହେଲେ ଜୀବନ…
Archives


