୧୩ ଜିଲାବାସୀଙ୍କୁ ମାଲକାନଗିରି ମନା
କୋରୁକୋଣ୍ଡା, ୧୧।୭(ଡି.ଏନ୍.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏ ନେଇ ସବୁ ଜିଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ ମାଲକାନଗିରି ଜିଲାରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା…
ରେଳଯାତ୍ରୀଙ୍କୁ ଝଟ୍କା: ଜୁଲାଇ ୧୩ରୁ ବିହାର-ଝାଡ଼ଖଣ୍ଡ ମଧ୍ୟରେ ଚାଲିବନି ଏହି ଟ୍ରେନ୍
ନୂଆଦିଲ୍ଲୀ,୧୧।୭: ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଚାଲୁଥିବା ୨ଟି ଟ୍ରେନ୍ ଜୁଲାଇ ୧୩ରୁ ଆଉ ଚଳାଚଳ କରିବ ନାହିଁ। ପାଟନା-ରାଞ୍ଚି-ପାଟନା ସ୍ପେଶାଲ ଜନଶତାବ୍ଦୀ ଏକ୍ସପ୍ରେସ୍ ଟ୍ରେନ୍ ଜୁଲାଇ ୧୩ରୁ କେବଳ ପାଟନା ଓ ଗୟା ମଧ୍ୟରେ ଚାଲିବ। ଗୟା ଓ ରାଞ୍ଚି…
ଶାଢ଼ି ଦୋକାନରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ଚାନ୍ଦବାଲି,୧୧ା୭(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ଭାଗ୍ୟଲକ୍ଷ୍ମୀ ଫେଶନ୍ ଶାଢ଼ି ଦୋକାନର ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୋକାନରେ ଥିବା ସବୁ ଶାଢ଼ି ଓ ଅନ୍ୟାନ୍ୟ କପଡ଼ା ସାମଗ୍ରୀ ପୋଡ଼ ପାଉଁଶ ହୋଇଯାଇଛି। ସକାଳୁ ଦୋକାନରୁ ଧୂଆଁ…
୪ ଦିନରେ ଲକ୍ଷେ ନୂଆ ଆକ୍ରାନ୍ତ: ଭାରତ ଉପରେ କରୋନା ସଙ୍କଟ
ନୂଆଦିଲ୍ଲୀ, ୧୧।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁବା ପାଇଁ ୧୧୦ ଦିନ ସମୟ ନେଇଥିଲା। ତେବେ ଗତ ୪ ଦିନ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ବୃଦ୍ଧି ପାଇ…
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୫: ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୨ଜଣ ରହିଥିବା ବେଳେ ପୁରୀ-ଭୁବନେଶ୍ୱର-କଟକରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ଗଞ୍ଜାମ ଜିଲାରେ…
ଗତ ୨୪ଘଣ୍ଟାରେ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨୭,୧୧୪ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସ୍ଥିତି ସଂଘାତିକ ହେବାରେ ଲାଗିଛି। ପୂର୍ବାପେକ୍ଷା ପ୍ରତିଦିନ ନୂଆ ନୂଆ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଆମେରିକା, ବ୍ରାଜିଲ ପରେ ଏବେ ଭାରତ ତୃତୀୟ ସର୍ବାଧିକ ସଂକ୍ରମିତ ଦେଶ ଭାବେ ପରିଗଣିତ ହୋଇଛି। ପ୍ରଥମ ଥର ପାଇଁ ଗତ…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ମନୋଜ ବାଜପେୟୀ ହେବେ ବିକାଶ ଦୁବେ !
ମୁମ୍ବାଇ, ୧୧।୭: ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ ବଲିଉଡ୍ରେ ଏହି ଘଟଣାକୁ ନେଇ ଫିଲ୍ମ କରାଯିବା ଲାଗି ଯୋଜନା ଆରମ୍ଭ ହୋଇଛି। ନିର୍ମାତା ପ୍ରଦୀପ କପୁର ବିକାଶ ଦୁବେଙ୍କ ଉପରେ ଫିଲ୍ମ କରିବେ ବୋଲି ଘୋଷଣା କରିଛନ୍ତି। ଫିଲ୍ମରେ ବିକାଶଙ୍କ…
କବରସ୍ଥାନ ପାଇଁ ଜମି ଦେଲେ ହିନ୍ଦୁ ପରିିବାର
ଜିନ୍ଦ୍(ହରିୟାଣା): ଜାତି, ଧର୍ମ ଭୁଲି ଭାଇଚାରା ଓ ମାନବିକତାର ପରିଚୟ ଦେଇଛନ୍ତି ଏକ ହିନ୍ଦୁ ପରିବାର। ମୃତ୍ୟୁ ପରେ କବର ଦେବା ପାଇଁ ଜମି ମିଳୁ ନ ଥିବାବେଳେ ଜଣେ ହିନ୍ଦୁ ବ୍ୟକ୍ତି ନିଜ ଜମି ଯୋଗାଇଦେଇ ଅନ୍ୟମାନଙ୍କ ପାଇଁ ଉଦାହରଣ…
କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ : ୨ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୧।୭: ଭାରତୀୟ ସେନାଙ୍କୁ ଶନିବାର ଭୋର ସମୟରେ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର କୁପଓ୍ବାରା ଜିଲାର ହାଣ୍ଡଓ୍ବାରାଠାରେ ଏକବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କିଛି ଆତଙ୍କବାଦୀ ବାରମୁଳା…
ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ
ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ ପଦକ୍ଷେପ…
ଦୁବେ ଏନ୍କାଉଣ୍ଟରକୁ ବଲିଉଡ୍ ସହ ଯୋଡ଼ିଲେ ତାପସୀ
ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍ରେ ତାଙ୍କ ଉଚ୍ଚକୋଟିର ଅଭିନୟ ଲାଗି ଯେତିକି ପରିଚିତ, ତା’ଠାରୁ ଅଧିକ ସୋସିଆଲ୍ ମିଡିଆରେ ତାଙ୍କ ଆକ୍ଟିଭ୍ନେସ୍। ସେ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। କାନପୁରର ଗ୍ୟାଙ୍ଗ୍ଷ୍ଟର ବିକାଶ ଦୁବେଙ୍କୁ ଏନ୍କାଉଣ୍ଟର କରି ହତ୍ୟା କରାଯିବା ଘଟଣା…

