Home

ସଙ୍ଗରୋଧରେ ରହିଲେ ରଥ ନିର୍ମାଣକାରୀ: ୨ ଭକ୍ତ ନିବାସରେ ୧୪୮ ସେବକ

ପୁରୀ ଅଫିସ,୧୧।୫: ଜୁନ୍‌ ୨୩ରେ ରଥଯାତ୍ରା। ତେଣୁ କମ୍‌ ସମୟରେ କିପରି ରଥ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହେବ ଓ ଧାର୍ଯ୍ୟ ସମୟ ମଧ୍ୟରେ କାମ ସରିବ ତାହାକୁ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ମହାମାରୀ କରୋନାକୁ ଦୃଷ୍ଟିରେ ରଖି ରଥ…

ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ବ୍ରହ୍ମପୁର ଆମ୍ବ ମାର୍କେଟ

ବ୍ରହ୍ମପୁର ଅଫିସ,୧୧ା୫: ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମ ସୋମବାରଠାରୁ ଆମ୍ବ ମାର୍କେଟ୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଛି। ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସାମାଜିକ ଦୂରତା ରକ୍ଷା…

ତାମିଲନାଡୁରୁ ବସ୍‌ରେ ଆସୁଥିଲେ ୩୦ ପ୍ରବାସୀ: ଓଏମ୍‌ପି ଛକରେ ଓହ୍ଲାଇପଡ଼ିଲେ

କଟକ ଅଫିସ,୧୧ା୫: ତାମିଲନାଡୁର କାଞ୍ଚିପୁରାମରୁ ୩୦ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ କଟକ ଦେଇ ଯାଉଥିଲା। ସୋମବାର ସକାଳେ ବସ୍‌ରୁ ୧୫ଜଣ ଯାତ୍ରୀ କଟକସ୍ଥିତ ଓଏମ୍‌ପି ଛକରେ ଓହ୍ଲାଇଛନ୍ତି। ସେମାନେ ସେଠାରୁ ଜଗତସିଂହପୁର ଆଡ଼କୁ ଚାଲିଚାଲି ଯାଇଛନ୍ତି। ତେବେ ସେହି…

ସହାୟକ ହୋଇପାରେ ୟୁଭି ଲ୍ୟାମ୍ପ୍‌

ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍‌କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍‌ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍‌-୧୯ ବିରୋଧୀ ଲଢ଼େଲରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। କଲମ୍ବିଆ ୟୁନିଭର୍ସିଟିର ଗବେଷକମାନେ ଦୀର୍ଘବର୍ଷ ହେଲା…

ପୋଖରାନ୍‌ ପରୀକ୍ଷଣ ଥିଲା ଶ୍ରେଷ୍ଠ ଉପଲବ୍ଧି: ଏବେ କରୋନାକୁ ପରାସ୍ତ କରିବା ଲାଗି ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ, କହିଲେ ମୋଦି

ନୂଆଦିଲ୍ଲୀ,୧୧।୫: ଗତ ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏହା ଦେଶ ପାଇଁ ଏକ ଶ୍ରେଷ୍ଠ ଉପଲବ୍ଧି ଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରବେଶ ପଥରେ ପ୍ରବାସୀଙ୍କ ହେବ ଥର୍ମାଲ ସ୍କ୍ରିନିଂ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଏବେ ରାଜଧାନୀ ଦେଇ ପ୍ରତିଦିନ ଶହଶହ ସଂଖ୍ୟାରେ ପ୍ରବାସୀ ଚାଲି ଚାଲି ହେଉ ଅବା ଗାଡିମୋଟରରେ ଗନ୍ତବ୍ୟସ୍ଥଳକୁ ଯାଉଛନ୍ତି। ଏଥିସହ ବହୁ ପ୍ରବାସୀ ମଧ୍ୟ ସହରରେ ଘୂରି ବୁଲୁଥିବା ଦେଖିବାକୁ ମିଳୁଛି। ସେମାନଙ୍କୁ ଚିହ୍ନଟ ସହ କରୋନା ଲଢ଼େଇକୁ…

ପଲାସାରୁ ଚାଲିଚାଲି ପୁରୁଷୋତ୍ତମପୁରରେ ପହଞ୍ଚିଲେ ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକ

ପୁରୁଷୋତ୍ତମପୁର,୧୧ା୫(ଡି.ଏନ୍‌.ଏ.): କରୋନା ପ୍ରକୋପରୁ ସମସ୍ତେ ହାହାକାର ହୋଇ ପଡ଼ିଥିବା ବେଳେ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ନିଜ ଭିଟାମାଟିକୁ ଫେରିବା ଲାଗି ଆକୁଳ ନିବେଦନ କରୁଥିଲେ ମଧ୍ୟ ଗୁହାରି ଶୁଣିବାକୁ କେହିନାହିଁ। ଅନୁଗୋଳ ଜିଲା ବୁଆଁକୁଟୁ…

କର୍ମକ୍ଷେତ୍ରକୁ ଫେରିବେ ୨୦ହଜାର ଶ୍ରମିକ

ବାଙ୍ଗାଲୋର,୧୧।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ ହେବ ସମସ୍ତ କଳକାରଖାନା ବନ୍ଦ ହୋଇରହିଛି। ଲକ୍ଷଲକ୍ଷ କର୍ମଚାରୀ କାମଧନ୍ଦା ନ ପାଇ ଭୋକ ଓପାସରେ ରହୁଛନ୍ତି। ଏପରି କି ଅଧିକାଂଶ ଭିଟାମାଟିକୁ ଫେରିଯାଇଛନ୍ତି। ଅପରପକ୍ଷରେ ଦୀର୍ଘଦିନ ଧରି ଶିଳ୍ପାନୁଷ୍ଠାନ ଓ ବେସରକାରୀ…

ଗଞ୍ଜାମ ଜିଲାରେ ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଲା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ସୋମବାର ଗଞ୍ଜାମରୁ ପୁଣି ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ୧୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସରକାରୀ ତଥ୍ୟ ଅନୁସାରେ, ଏବେ ରାଜ୍ୟରେ ଅନ୍ୟ…

ଶ୍ରମିକଙ୍କୁ ଫେରାଇନେବା ପାଇଁ ସହଯୋଗ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୧୧ା୫(ପି.ଟି.): ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟଗୁଡ଼ିକର ସହଯୋଗ ଲୋଡ଼ିଛନ୍ତି। ମେ’ ୧ରୁ ବର୍ତ୍ତମାନ ସୁଦ୍ଧା ମୋଟ ୩୫୦ ଟ୍ରେନ୍‌ରେ…

ଏମ୍ସରେ ମନମୋହନ ସିଂ

ନୂଆଦିଲ୍ଲୀ,୧୧ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରବିବାର ରାତିରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ରାତି ୮ଟା ୪୫ରେ ବରିଷ୍ଠ କଂଗ୍ରେସ ନେତାଙ୍କୁ ଏମ୍ସର କାର୍ଡିଓ-ଥେରାପି…

ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ଯିବେ ଉଦ୍ଧବ

ମୁମ୍ବାଇ,୧୧ା୫ (ପି.ଟି.): କଂଗ୍ରେସ ଏହାର ପ୍ରାର୍ଥୀ ପ୍ରତ୍ୟାହାର କରିନେବ ବୋଲି ଘୋଷଣା କରିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଆଗାମୀ ୨୧ ତାରିଖରେ ବିଧାନ ପରିଷଦର ୯ଟି ଆସନ ଲାଗି ନିର୍ବାଚନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri