ଭାରତ-ଚାଇନା ସୈନ୍ୟ ସଂଘର୍ଷ
ନୂଆଦିଲ୍ଲୀ,୧୧ା୫(ପି.ଟି.): ଭାରତ-ଚାଇନା ସୀମାର ସିକିମ୍ ସେକ୍ଟର ଅନ୍ତର୍ଗତ ନାକୁଲା ଗିରିପଥରେ ଉଭୟ ପକ୍ଷ ସେନା ମଧ୍ୟରେ ସଂଘର୍ଷ ଘଟି ଅନେକ ଯବାନ ଆହତ ହୋଇଛନ୍ତି। ଉଭୟ ପକ୍ଷର ସୈନ୍ୟ ପରସ୍ପରକୁ ମୁଥ ମାରିଥିଲେ ବୋଲି ଭାରତୀୟ ସେନା ସୂତ୍ରରୁ ଜଣାପଡ଼ିଛି। ସ୍ଥାନୀୟ…
ପ୍ରଶ୍ନ ଘେରରେ ପିଏମ୍ କେୟାର୍ସ
ନୂଆଦିଲ୍ଲୀ,୧୧ା୫: କରୋନା ସଂକ୍ରମଣ ରୋକିବା ପାଇଁ ଦେଶରେ ଜାରି ହୋଇଥିତ୍ବା ଲକ୍ଡାଉନ୍ ଯୋଗୁ ବ୍ୟବସାୟିକ କାରବାର ପ୍ରାୟ ହେଉନାହିଁ କହିଲେ ଚଳେ। ଏଭଳି ସମୟରେ ଆର୍ଥିକ କ୍ଷତିରେ ଚାଲୁଥିବା କମ୍ପାନୀଗୁଡ଼ିକ ଛଟେଇ ସହ ନିଜ କର୍ମଚାରୀଙ୍କ ଦରମା ମଧ୍ୟ କାଟଛାଣ୍ଟ କରୁଛନ୍ତି।…
ମଙ୍ଗଳବାରଠୁ ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍ ଚଳାଚଳ
ନୂଆଦିଲ୍ଲୀ,୧୧।୫: ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ ଧୀରେ ସ୍ବାଭାବିକ ହେବ। ରେଳ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ନିଷ୍ପତ୍ତି ହୋଇଛି। ପ୍ରାଥମିକ…
ବଜ୍ରପାତ ନେଇ ୭ ଜିଲାକୁ ୟେଲୋ ଓ୍ବାର୍ନିଂ: ୪୨.୫ ଡିଗ୍ରୀରେ ଟିଟିଲାଗଡ଼
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ରବିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଝଡ଼ ତୋଫାନ ସହ ବଜ୍ରପାତ ସୂଚନା ମିଳିଛି। କେନ୍ଦୁଝରରେ ସର୍ବାଧିକ ୩୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜମ, କନ୍ଧମାଳ, ନୟାଗଡ଼, ମୟୂରଭଞ୍ଜ,…
ଭ୍ୟାକ୍ସିନ୍ ସହଜ ନୁହେଁ, ଭଲ ହେଲା ପରେ ପୁଣି ହେଉଛି କରୋନା
ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଲକ୍ଡାଉନ ୍ ଜାରି ରହିଛି। ସଂକ୍ରମଣ ଯୋଗୁ ଚାରିଆଡ଼େ କରାଯାଉଥିବା ବେଳେ ଏହା କେତେଦିନ ଜାରିରହିବ ତାହା କାହାରିକୁ ଜଣାନାହିଁ। ବିଶ୍ୱବ୍ୟାପୀ କରୋନାକୁ ନେଇ ଅଥନୀତି ସମ୍ପୂର୍ଣ୍ଣ ବିଗିଡ଼ିବାରେ ଲାଗିଥିବାବେଳେ ଏହିରୋଗର ଭ୍ୟାକ୍ସିନ୍…
CORONAVIRUS UPDATE: ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଲା
ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ରାଜ୍ୟରେ ସୋମବାର ସକାଳେ ପୁଣି ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଟିକ୍ଟକ୍ ଛାଡ଼ି ଏବେ କ୍ୱାରାଣ୍ଟାଇନ୍ ଅନ୍ତେବାସୀ କରୁଛନ୍ତି ଯୋଗାଭ୍ୟାସ
ଭଦ୍ରକ ଅଫିସ,୧୧ା୫ : ଭଦ୍ରକ ଜିଲା ତିହିଡି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍ ସେଣ୍ଟରରେ ଟିକ୍ଟକ୍ ଭିଡିଓ କିଛି ଦିନ ତଳେ ସମଗ୍ର ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଏବେ ଏହି କ୍ୱାରାଣ୍ଟାଇନ୍ ସେଣ୍ଟରର ଅନ୍ତେବାସୀମାନେ ନିଜର ତ୍ରୁଟି ସୁଧାରି ଦୈନିକ ସକାଳ…
ଭଦ୍ରକ ଷ୍ଟେଶନରେ ଓହ୍ଲାଇବେ ପ୍ରବାସୀ ଓଡ଼ିଆ: ବ୍ୟାପକ ପ୍ରସ୍ତୁତି
ଭଦ୍ରକ ଅଫିସ,୧୧ା୫: ଭଦ୍ରକ ଷ୍ଟେଶନରେ ସୋମବାର ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ଆସି ପହଞ୍ଚିବେ। ଏଥିପାଇଁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଏସ୍ପି ରାଜେଶ ପଣ୍ଡିତ, ପିଡି ମଧୁସୂଦନ…
ପ୍ରଥମେ ବିରିୟାନୀ, ଏବେ ରଙ୍ଗମିଶା ଭାତ: ୧୭ ତାରିଖ ପର୍ଯ୍ୟନ୍ତ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍ଡାଉନ୍ ସମୟରେ ଖାଇବାକୁ ପାଉ ନ ଥିବା ବୁଲା କୁକୁର ଓ ଗାଈଗୋରୁଙ୍କୁ ଖାଦ୍ୟ ଯୋଗାଇଦେବାକୁ ରାଜ୍ୟ ସରକାର ଗତ ମାର୍ଚ୍ଚରେ ୫୪ ଲକ୍ଷ ଟଙ୍କା ଅନୁମୋଦନ କରିଥିଲେ। ୫ଟି ମହାନଗର ନିଗମ ସହ ୪୮ ପୌରପାଳିକା ପାଇଁ ମୁଖ୍ୟମନ୍ତ୍ରୀଙ୍କ…
୩୭ ଦିନ ପରେ ପୁରୀକୁ ଫେରିଲା କରୋନା
ପୁରୀ ଅଫିସ,୧୧।୫: ୩୭ ଦିନ ପରେ ପୁରୀ ଜିଲାକୁ ଫେରିଛି କରୋନା। ଜିଲାରୁ ରବିବାର ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀଙ୍କ…
ଆଇନଜୀବୀଙ୍କୁ ମିଳିବ ୧୦ ହଜାର ସହାୟତା
କଟକ ଅଫିସ୍,୧୧।୫: କରୋନା ପ୍ରଭାବରେ ରୋଜଗାର ହରାଇଥିବା ଆଇନଜୀବୀଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥତ୍କ ସହାୟତା ମିଳିବ। ଓଡ଼ିଶା ରାଜ୍ୟ ଆଇନ୍ଜୀବୀ ପରିଷଦ ପକ୍ଷରୁ ଏ ନେଇ ପଦକ୍ଷେପ ନିଆଯାଇଛି। ପରିଷଦ ଦ୍ୱାରା ପ୍ରସ୍ତୁତ ଜରୁରିକାଳୀନ ଆର୍ଥତ୍କ ସହାୟତା ନିୟମ -୨୦୨୦କୁ…
ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା
ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର ମୃତ୍ୟୁଞ୍ଜୟ ବେଜ୍ ଓ ସଞ୍ଜୟ ବେଜ୍ଙ୍କ ଦୁଇ ବଖରା ଜଳିଯାଇଛି। ଅଗ୍ନିକାଣ୍ଡର କାରଣ…
Archives


