Home

ଆର୍ଥତ୍କ ପ୍ୟାକେଜକୁ ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ,୧୪।୬: କରୋନା ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ଆସିଥିବା ଚ୍ୟାଲେଞ୍ଜକୁ ସାମ୍ନା କରିବା ଲାଗି ସରକାର ୨୦ ଲକ୍ଷ କୋଟି ଟଙ୍କାର ଏକ ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଏହାକୁ ଆତ୍ମନିର୍ଭର ଭାରତ ପ୍ୟାକେଜ କୁହାଯାଉଥିବା ବେଳେ ଏନେଇ…

ଶ୍ରୀଲଙ୍କାରେ ଆଇପିଏଲ୍‌ ସପକ୍ଷରେ ଗାଭାସ୍କର

ନୂଆଦିଲ୍ଲୀ, ୧୪।୬(ପି.ଟି.): ଆସନ୍ତା ଅକ୍ଟୋବରରେ ଭାରତରେ ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଆୟୋଜନ ସହଜ ନୁହେଁ ବୋଲି ଅନୁଭବ କରୁଛନ୍ତି କ୍ରିକେଟ କିମ୍ବଦନ୍ତୀ ସୁନୀଲ ଗାଭାସ୍କର। ଏହି ମାସରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ ହେବାର ଥିବାରୁ ଆଇପିଏଲକୁ ସେପ୍ଟେମ୍ବର ଆରମ୍ଭରେ ଆୟୋଜନ…

ତଥାପି ମଉଳିନି ଆଶା: କଠିନ ପରିଶ୍ରମ କରି ଆଗକୁ ବଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି ଦୁଇବନ୍ଧୁ

ଭୋଗରାଇ, ୧୪।୬(ଡି.ଏନ.ଏ.)-ଚାକିରି ପଛରେ ନ ଧାଇଁ ଆମତ୍ନିର୍ଭରଶୀଳ ହେବାକୁ ସ୍ବପ୍ନ ଦେଖିଥିଲେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିପୁର ଗ୍ରାମର ପ୍ରଶାନ୍ତ ତ୍ରିପାଠୀ ଓ ବାଟଗ୍ରାମ ଗ୍ରାମର ଆଲୋକ ସାହୁ। ସେମାନେ ଦୁଇ ବନ୍ଧୁ। ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ସାଙ୍ଗ…

ଭାଜପାରେ ମିଶିବା ପ୍ରଚାରକୁ ଜାମଦା ବ୍ଳକ ଉପାଧ୍ୟକ୍ଷଙ୍କ ଖଣ୍ଡନ

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲା ଜାମଦା ବ୍ଲକ ଉପାଧ୍ୟକ୍ଷ ସାଗରାମ ମୁର୍ମୁ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ ସାଗରାମ ମୁର୍ମୁ ଖଣ୍ଡନ କରିଛନ୍ତି। ସେ ବିଧାୟକଙ୍କୁ ଭେଟିବାକୁ ଯାଇଥିବା ବେଳେ ଭାଜପା ଏହାକୁ ମିଶିବା ଘଟଣା କହି…

ଜିଲାପାଳଙ୍କ ଆବସିକ କାର୍ଯ୍ୟାଳୟରୁ ସାପ ଉଦ୍ଧାର

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଆବାସିକ କାର୍ଯ୍ୟାଳୟ ପରିସରରୁ ଶୁକ୍ରବାର ସନ୍ଧ୍ୟାରେ ଏକ ବିରଳ ତମ୍ବାମୁଣ୍ଡିଆ ଟ୍ରିଙ୍କେଟ ପ୍ରଜାତିର ବିରାଟକାୟ ସାପ ଉଦ୍ଧାର କରାଯାଇଛି। ସନ୍ଧ୍ୟାରେ କର୍ମଚାରୀମାନେ କାର୍ଯ୍ୟାଳୟରେ ସାପକୁ ଦେଖି ସ୍ନେକ ହେଲ୍ପଲାଇନକୁ ଖବର ଦେଇଥିଲେ। କିଛି…

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ରାଜ୍ୟର ସମସ୍ତ ଜିଲାକୁ ଛୁଇଁଛି। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଉପକୂଳ ଓଡ଼ିଶାରେ ରହିଛି। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ…

ଆଫ୍ରିଦୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପରାମର୍ଶ: କରୋନାରୁ ବଞ୍ଚିବାକୁ ହେଲେ ମୋଦିଙ୍କ ଆଶ୍ରୟ ନିଅ

ନୂଆଦିଲ୍ଲୀ,୧୩।୬- ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି ଯେ, ଗୁରୁବାରଠାରୁ ମୁଁ ଅସୁସ୍ଥତା ଅନୁଭବ କରୁଥିଲି। ମୋର କରୋନା ଟେଷ୍ଟ ହୋଇଛି…

ଆଲୋଚନା ପରେ ବ୍ୟବସାୟୀଙ୍କ ଧାରଣା ପ୍ରତ୍ୟାହୃତ

ରାଇରଙ୍ଗପୁର, ୧୩।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ଦୈନିକ ପରିବା ମାର୍କେଟଠାରେ ମନମୁଖୀ ମହାସୁଲ ଆଦାୟକୁ କେନ୍ଦ୍ର କରି ଗତ ୩ ଦିନ ହେଲା ବ୍ୟବସାୟୀଙ୍କ ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ସେଥିଲାଗି ସ୍ଥାନୀୟବାସୀ ଗତ ଗୁରୁବାର ଠାରୁ ଶନିବାର ୩ଦିନ ପନିପରିବା ପାଇଁ…

ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ

ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ କେଉଁ ଆବହମାନ କାଳରୁ ରଜ ସଂକ୍ରାନ୍ତିରେ ଉଡ଼ା ଯାତ୍ରା ପାଳିତ ହୋଇଆସୁଛି। ଏହି ଉଡ଼ା…

ଧୂଳିଧୂଆଁରେ ଅତିଷ୍ଠ ଅଞ୍ଚଳବାସୀ

ଯୋଡ଼ା, ୧୩।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ଏକାଧିକ ଖଣି ଥିବା ଜୁରୁଡି ଅଞ୍ଚଳବାସୀ ଧୂଳିଧୂଆଁରେ ଅତିଷ୍ଠ ହୋଇପଡିଥିବା ବେଳେ ଖାଦ୍ୟପଦାର୍ଥରେ ଧୂଳି ଜମି ଯାଉଥିବା ଅଭିଯୋଗ ହୋଇଛି। ଏଠାରେ ବିଭିନ୍ନ ଖଣି କମ୍ପାନୀ ଖଣିଜ ଉତ୍ତୋଳନ ଓ ପରିବହନ…

ଏଆଇଏଡିଏମ୍‌କେ ବିଧାୟକ କରୋନା ଆକ୍ରାନ୍ତ

ଚେନ୍ନାଇ, ୧୩ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍‌କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୂର୍ବରୁ ତାମିଲନାଡ଼ୁର ଡିଏମ୍‌କେର ଚେପକ ବିଧାୟକ ଜେ. ଆନ୍‌ବାଝଗନ୍‌…

ରବିବାର ଦିଲ୍ଲୀ କରୋନା ସ୍ଥିତି ସମୀକ୍ଷା କରିବେ ଶାହା

ନୂଆଦିଲ୍ଲୀ, ୧୩ା୬: ମହାମାରୀ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଏହା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରବିବାର ପୂର୍ବାହ୍ନ ୧୧ଟାରେ ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri