Home

CBSE Result: ଦଶମରେ କୋରାପୁଟ ଜିଲା ଟପ୍ପର ହେଲେ ପ୍ରତୀକ ସାହୁ

କୋରାପୁଟ,୧୩।୫(ଅମିତାଭ ବେହେରା): ମଙ୍ଗଳବାର ଘୋଷିତ ସିବିଏସ୍‌ଇ ୧୦ମ ପରୀକ୍ଷାରେ କୋରାପୁଟ ଜିଲା ଟପ୍ପର ହୋଇଛନ୍ତି ପ୍ରତୀକ ସାହୁ। ସେ ହେଲେ ପିତା ହେଉଛନ୍ତି ସଚ୍ଚିଦାନନ୍ଦ ସାହୁ ଓ ମାତା -ରଞ୍ଜିତା ସାହୁ ଜେଜେବାପା -ବାବାଜୀଚରଣ ସାହୁ (ପୂର୍ବତନ କୋରାପୁଟ ଜିଲ୍ଲା ଶିକ୍ଷାଧିକାରୀ)ଙ୍କ…

ପାକିସ୍ତାନ ଉପରେ ରାଗିଲା ଚାଇନା, ଆଗକୁ ଆଉକିଛି ଦିଆଯିବ ନାହିଁ!

ବେଜିଂ/ଇସଲାମାବାଦ, ୧୩।୫: ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପ୍ରତି ଘଟିଥିବା ଯୁଦ୍ଧବିରତି ଚୁକ୍ତିକୁ ନେଇ ଚାଇନା ପାକିସ୍ତାନ ସହ ଅସନ୍ତୁଷ୍ଟ ଥିବା ନେଇ କିଛି ରିପୋର୍ଟରେ ଦାବି କରାଯାଇଛି। ସୂଚନା ଅନୁସାରେ, ଚାଇନା ଏହି ଯୁଦ୍ଧବିରତି ପ୍ରକ୍ରିୟାରେ ନିଜର ଭୂମିକାକୁ ଉପେକ୍ଷା…

CBSE Result:ସଂସ୍କାର ସ୍କୁଲର ରେକର୍ଡ଼ ସଫଳତା, କମର୍ସରେ ରିୟା ଅଗ୍ରୱାଲ ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ)- ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ସଂସ୍କାର ଇଣ୍ଟର ନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ର ପୂର୍ବବର୍ଷର ରେକର୍ଡ଼କୁ ଭଙ୍ଗ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଉକ୍ତ ସ୍କୁଲର ଦ୍ୱାଦଶ ଶ୍ରେଣୀ କମର୍ସ…

CBSE Result: କେନ୍ଦ୍ରୀୟ ବିଦ୍ୟାଳୟର ଆଦର୍ଶ, ସେଣ୍ଟଆନ୍ସର ଭାବନା ଟପ୍ପର

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)-ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ସେଣ୍ଟଆନ୍ସ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା ଫଳ ଭଲ ହୋଇଛି ।…

ବଙ୍ଗୋପସାଗରରେ ଉଡ଼ିଲା ଡ୍ରୋନ୍‌, ଜଳପଥ ଦେଇ ଆସୁଥିବା ସନ୍ଦିଗ୍ଧଙ୍କ ଉପରେ ନଜର; Video

ଭୋଗରାଇ, ୧ ୩ l୫ ( ପ୍ରଦୀପ ଦାସ ): ଓଡିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ ବୁଧୁବାର ସକାଳ ୧୦ ଟାରେ ପ୍ରତିରକ୍ଷା  ବିଭାଗ ଓ  ତାଳସାରୀ ମେରାଇନ ଥାନା ସହଯୋଗରେ ଏକ ବଡ଼ ଡ୍ରୋନ…

ବୋଉ ଫୋନ୍‌ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’

ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମୃତ୍ୟୁବରଣ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି…

ମେ’ ୩୧ରୁ ଚମକିବ ଏହି ୩ ରାଶି ଜାତକଧାରୀଙ୍କ ଭାଗ୍ୟ, ହଠାତ ଧନଲାଭର ଯୋଗ, ଜାଣନ୍ତୁ…

ବୈଦିକ ଜ୍ୟୋତିଷଶାସ୍ତ୍ରରେ ଶୁକ୍ର ଗ୍ରହ ପ୍ରାୟ ମାସକ ପରେ ନିଜ ସ୍ଥାନ ପରିବର୍ତ୍ତନ କରିଥାନ୍ତି। ଏହାର ପ୍ରଭାବ ମାନବ ଜୀବନ ସହ ଦେଶବିଦେଶରେ ଦେଖିବାକୁ ମିଳିଥାଏ। ମେ’ ୩୧ରୁ ଶୁକ୍ର ଗ୍ରହ ମେଷ ରାଶିରେ ଗୋଚର କରିବେ। ଏହାଦ୍ୱାରା ୩ ରାଶିର…

ପାକିସ୍ତାନକୁ ଚିଡ଼ାଇଲେ ଓଓ୍ବାଇସି: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ ଶରିଫ-ମୁନିରଙ୍କୁ ପଚାରିଦେଲେ ଏମିତି ପ୍ରଶ୍ନ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳେ ଆଦମପୁରସ୍ଥିତ ଭାରତୀୟ ବାୟୁସେନାର ଷ୍ଟେଶନରେ ଯବାନମାନଙ୍କୁ ଭେଟିଛନ୍ତି। ପୂର୍ବରୁ ପାକିସ୍ତାନ ଏହି ଏୟାରବେସ୍‌କୁ କ୍ଷତି ପହଞ୍ଚାଇଥିବା ଡିଣ୍ଡିମ ପିଟି ଆସୁଥିବା ବେଳେ ମୋଦିଙ୍କ ଏହି ଗସ୍ତ ପରୋକ୍ଷ ସମ୍ବାଦ ଦେଉଥିବା କୁହାଯାଉଛି। ଏସବୁ…

POK ଖାଲି କର! ପାକିସ୍ତନାକୁ ଚେତାବନୀ ଦେଲେ ଭାରତ ସରକାର

ନୂଆଦିଲ୍ଲୀ,୧୩।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଭାରତ କଶ୍ମୀର ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛି। ମଙ୍ଗଳବାର ଭାରତର ମତ ସ୍ପଷ୍ଟ କରିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ…

ବିଚାରପତି ବି ଆର୍‌ ଗଭାଇଙ୍କ ପରିବାରର କଂଗ୍ରେସ ସହ କ’ଣ ସମ୍ପର୍କ? ଆସନ୍ତାକାଲି ହେବେ ଦେଶର ଦ୍ୱିତୀୟ ଦଳିତ CJI 

ନୂଆଦିଲ୍ଲୀ,୧୩।୫: ସୁପ୍ରିମକୋର୍ଟ ବିଚାରପତି ଭୂଷଣ ରାମକୃଷ୍ଣ ଗଭାଇ(ବି ଆର୍‌ ଗଭାଇ) ମେ’ ୧୪ ତାରିଖରେ ଭାରତର ୫୨ତମ ମୁଖ୍ୟ ବିଚାରପତି(CJI) ଭାବେ ଶପଥ ଗ୍ରହଣ କରିବେ। ଏହାପରେ ସେ ଗଣତନ୍ତ୍ର ଇତିହାସରେ ଭାରତୀୟ ନ୍ୟାୟପାଳିକାର ଶୀର୍ଷରେ ପହଞ୍ଚିଥିବା ଦ୍ୱିତୀୟ ଦଳିତ ମୁଖ୍ୟ…

ସୀମାରୁ ମୋଦିଙ୍କ ବଡ଼ ଘୋଷଣା, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ, ୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସ ପରିଦର୍ଶନ କରି ଭାରତୀୟ ବାୟୁସେନାର ସୈନିକମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଅପରେଶନ ସିନ୍ଦୁରର ସଫଳତା ପାଇଁ ଯବାନମାନଙ୍କ ସାହସିକତା ଓ ନିଷ୍ଠାକୁ ଉଚ୍ଚ ପ୍ରଶଂସା କରିଛନ୍ତି।…

ଗଞ୍ଜାମ ପୋଲିସକୁ ବଡ ସଫଳତା: ୨୦ ଅଭିଯୁକ୍ତ ଗିରଫ

ଛତ୍ରପୁର,୧୩୫(ସନ୍ତୋଷ ପାଢୀ/ଦିଲ୍ଲୀପ ସାମିଲ): ଗଞ୍ଜାମ ପୋଲିସ ଜିଲାକୁ ପୁଣି ବଡ ସଫଳତା ମିଳିଛି। ବେଆଇନ ଭାବେ ମାଉଜର, ଗୁଳି ଆଦି ରଖିବା ଏବଂ ବିିଭିନ୍ନ ଅପରାଧିକ ମାମଲାରେ ସମ୍ପୃକ୍ତ ୨୦ ଜଣଙ୍କୁ ଗଂଜାମ ପୋଲିସ ଜିଲା ଅଧିନ ବିଭିନ୍ନ ଥାନା ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri