Home

ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀଙ୍କ ମୃତ୍ୟୁ

ବୌଦ୍ଧ,୯ା୭(ସ୍ବ.ପ୍ର.)-ବୌଦ୍ଧ ଜିଲା ବୌଦ୍ଧ ବ୍ଲକର ବଘିଆପଡା ଗୌଡଦେଇ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ ା ପ୍ରକାଶ ଯେ, ବୌଦ୍ଧ ଟିକରପଡା ପଞ୍ଚାୟତ ଅଧୀନ ମେଣ୍ଡିମାଳ ଗ୍ରାମର ଜଣେ ୨୨…

ରାଜ୍ୟରେ ଦିନକରେ ଆରୋଗ୍ୟ ଲାଭକଲେ ରେକର୍ଡ ସଂଖ୍ୟକ: ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୦ ଜଣ ରହିଛନ୍ତି। ସେହିପରି ଗଜପତି ୬୭, କଟକ ୪୨, ଯାଜପୁର ୩୨, ଦେବଗଡ଼ ୧୯, କୋରାପୁଟ ୧୮, ଖୋର୍ଦ୍ଧା…

କରୋନା କବଳରେ ଡାକ୍ତର, ନର୍ସ, ରୋଗୀ: ବନ୍ଦ ହେଲା ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ,୯ା୭: ବ୍ରହ୍ମପୁରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ଡାକ୍ତର, ନର୍ସ, କର୍ମଚାରୀ ଓ ରୋଗୀ କରୋନାରେ ସଂକ୍ରମିତ ହେବା ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଓପିଡି (ଅଉଟଡୋର)କୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କ ଉପରେ ଗୁରୁବାରଠାରୁ ରୋକ…

ଆକାଶରେ ଷ୍ଟଣ୍ଟ୍‌ ମାରିଲେ ଯୁବକ: ରେକର୍ଡ କରିବାକୁ ଚାହୁଁଥିଲେ ଦେଖନ୍ତୁ ଏହି ଭିଡିଓ

ବର୍ତ୍ତମାନ ସୋସିଆଲ ମିଡିଆରେ ବିଭିନ୍ନ ଦୁଃସାହସିକ କାର୍ଯ୍ୟର ଭିଡିଓ ଭାଇରାଲ ହେଉଛି। ସେହିଭଳି ଆଖି ଲାଖିଯିବା ପରି ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ଯୁବକ ଆକାଶରେ ଷ୍ଟଣ୍ଟ୍‌ କରୁଥିବା ଦେଖିବାକୁ ମିଳିଛି। ସେ ସାଇକେଲ୍‌ରେ ଏହି…

ଅମ୍ବାନୀ ପରିବାରର ଚର୍ଚ୍ଚିତ ଲଭ୍‌ଷ୍ଟୋରୀ: ଅନିଲଙ୍କୁ ବିବାହ କରିବା ଲାଗି ଏଭଳି ତ୍ୟାଗ କରିଥିଲେ ଟିନା

ଅମ୍ବାନୀ ପରିବାରର ବୋହୂ ହୋଇଥିବା ସତ୍ତ୍ୱେ ସେତେଟା ଚର୍ଚ୍ଚାରେ ନ ଥାନ୍ତି ଟିନା ଅମ୍ବାନୀ। ହେଲେ ଏକ ସମୟରେ ଟିନା ଫିଲ୍ମଜଗତର ଚର୍ଚ୍ଚିତ ନାମ ମଧ୍ୟରୁ ଗୋଟିଏ ଥିଲେ। ଏହା ପଛରେ କାରଣ ରହିଛି। ସେଇଟି ହେଲା ଅନିଲ ଅମ୍ବାନୀଙ୍କ ସହ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଫୋନ, ମେସେଜ ମାମଲା: ବନ୍ଧା ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୭(ବ୍ୟୁରୋ)-ମହିଳା କର୍ମଚାରୀଙ୍କୁ ବାରମ୍ବାର ଅଶ୍ଳୀଳ ଭିଡ଼ିଓ ଓ ମେସେଜ ପଠାଇବା ସହ ଚାକିରି ନେଇଯିବାକୁ ଧମକ ଦେବା ଜଣେ ଓଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ମହିଳା ଥାନା ପୋଲିସ ଗୁରୁବାର ତାଙ୍କୁ ଗିରଫ କରିଛି। ସେ ହେଲେ ଆୟୂଷ ନିର୍ଦ୍ଦେଶକ ବିଭୂପ୍ରସାଦ…

ସଲମାନ୍‌ଙ୍କୁ ‘ସଲ୍ଲୁ’ ନାମ ଦେଇଥିଲେ ଏହି ଅଭିନେତା

ବଲିଉଡ୍‌ର ସୁପରଷ୍ଟାର ସଲମାନ୍‌ ଖାନ୍‌। କେହି ତାଙ୍କୁ ଭାଇଜାନ୍‌ କହି ଡାକିଥାନ୍ତି ତ ଆଉ କେହି ସଲ୍ଲୁ। କିନ୍ତୁ ଭାଇଜାନ୍‌ଙ୍କୁ ସଲମାନ୍‌ ଡାକିଲେ ସେ ବେଶି ଖୁସି ହୋଇଥାନ୍ତି। କାରଣ ଏହି ନାମ ତାଙ୍କ ମା’-ବାପା ଦେଇଥିଲେ। ହେଲେ ସଲମାନ୍‌ଙ୍କ ନାମ…

କୋଭିଡ-୧୯ ସମୟରେ ବୋହୂ ସାଜିଲେ ହିନା..

ବ୍ରାଇଡାଲ୍‌ ଲୁକ୍‌ରେ ଅଭିନେତ୍ରୀ ହିନା ଖାନ୍‌। ନାଲି ରଙ୍ଗର ଲେହେଙ୍ଗା, ହାତରେ ଚୁଡ଼ା ପିନ୍ଧି, ମେହେନ୍ଦି ଲଗାଇ କୌଣସି ପରି ଠାରୁ କମ୍‌ ଲାଗୁ ନାହାନ୍ତି ସେ। ଇନ୍‌ଷ୍ଟାଗ୍ରାମରେ ଏହି ଲୁକ୍‌ର ଫଟୋ ଶେୟାର କରିବା ପରେ ତାଙ୍କୁ ପ୍ରଶଂସାରେ ପୋତି…

କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା: ସ୍ତ୍ରୀ, ପ୍ରସୂତି ବିଭାଗ ସିଲ୍

‌କେନ୍ଦୁଝର,୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ସର୍ବାଧିକ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାତ୍ର ୧୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଲୋକାଲ କଣ୍ଟାକ୍ଟ ଓ ଦୁଇ ଜଣ କରୋନା ଯୋଦ୍ଧା ଚିହ୍ନଟ…

ସପ୍ତାହକୁ କରିପାରିବେ ସାଢ଼େ ୭ ଲକ୍ଷ ଟଙ୍କା ଆୟ

କରୋନା ଯୋଗୁ ଜାରି ରହିଛି ଲକ୍‌ଡାଉନ୍‌। ଏହି ସମୟରେ ଅଧିକାଂଶ ଲୋକ ନିଜ ଜୀବିକା ହରାଇ କେବଳ ଘରେ ବସିରହିଛନ୍ତି। ଏହି ସମୟରେ ଏକ କମ୍ପାନୀ ଏକ ସୁନ୍ଦର ଅଫର ଦେଇଛି। ମାତ୍ର ସପ୍ତାହରେ ଜଣେ ବ୍ୟକ୍ତି ସାଢ଼େ ୭ ଲକ୍ଷ…

ମାଙ୍କଡ଼ ଏପରି କରି ମାସ୍କ୍‌ ପିନ୍ଧିବା ଲାଗି ଦେଲା ସଚେତନତା ବାର୍ତ୍ତା

ନୂଆଦିଲ୍ଲୀ, ୯।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ମାଙ୍କଡ଼ ମୁହଁରେ କନାକୁ ଢ଼ାଙ୍କି ବୁଲୁଥିବାରୁ ଦୃଶ୍ୟ ଦେଖିବାକୁ ମିଳୁଛି। ଏହାଦ୍ୱାରା ମାଙ୍କଡ଼ଟି ମଣିଷଙ୍କୁ ମାସ୍କ୍‌ ପିନ୍ଧିବା ଲାଗି ଦେଲା ସଚେତନତା ବାର୍ତ୍ତା…

ଇଂଲଣ୍ଡ ଗସ୍ତ: ପାକିସ୍ତାନୀ କିଟ୍‌ରେ ଶହିଦ୍‌ ଆଫ୍ରିଦି ଫାଉଣ୍ଡେଶନ ଲୋଗୋ ରହିବ

କରାଚୀ,୯।୭(ପି.ଟି.): ଏକ ମୁଖ୍ୟ ପ୍ରାୟୋଜକ ପାଇବା ପାଇଁ ସଂଘର୍ଷ କରୁଥିବା ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଶହିତ ଆଫ୍ରିଦି ଫାଉଣ୍ଡେଶନର ଲୋଗୋ ବ୍ୟବହାର କରିବ। ପାକିସ୍ତାନ କ୍ରିକେଟରମାନେ ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜରେ ସେମାନଙ୍କ ଜର୍ସି ଉପରେ ଏହି ଲୋଗୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?