Home

ସପ୍ତାହକୁ କରିପାରିବେ ସାଢ଼େ ୭ ଲକ୍ଷ ଟଙ୍କା ଆୟ

କରୋନା ଯୋଗୁ ଜାରି ରହିଛି ଲକ୍‌ଡାଉନ୍‌। ଏହି ସମୟରେ ଅଧିକାଂଶ ଲୋକ ନିଜ ଜୀବିକା ହରାଇ କେବଳ ଘରେ ବସିରହିଛନ୍ତି। ଏହି ସମୟରେ ଏକ କମ୍ପାନୀ ଏକ ସୁନ୍ଦର ଅଫର ଦେଇଛି। ମାତ୍ର ସପ୍ତାହରେ ଜଣେ ବ୍ୟକ୍ତି ସାଢ଼େ ୭ ଲକ୍ଷ…

ମାଙ୍କଡ଼ ଏପରି କରି ମାସ୍କ୍‌ ପିନ୍ଧିବା ଲାଗି ଦେଲା ସଚେତନତା ବାର୍ତ୍ତା

ନୂଆଦିଲ୍ଲୀ, ୯।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ମାଙ୍କଡ଼ ମୁହଁରେ କନାକୁ ଢ଼ାଙ୍କି ବୁଲୁଥିବାରୁ ଦୃଶ୍ୟ ଦେଖିବାକୁ ମିଳୁଛି। ଏହାଦ୍ୱାରା ମାଙ୍କଡ଼ଟି ମଣିଷଙ୍କୁ ମାସ୍କ୍‌ ପିନ୍ଧିବା ଲାଗି ଦେଲା ସଚେତନତା ବାର୍ତ୍ତା…

ଇଂଲଣ୍ଡ ଗସ୍ତ: ପାକିସ୍ତାନୀ କିଟ୍‌ରେ ଶହିଦ୍‌ ଆଫ୍ରିଦି ଫାଉଣ୍ଡେଶନ ଲୋଗୋ ରହିବ

କରାଚୀ,୯।୭(ପି.ଟି.): ଏକ ମୁଖ୍ୟ ପ୍ରାୟୋଜକ ପାଇବା ପାଇଁ ସଂଘର୍ଷ କରୁଥିବା ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଶହିତ ଆଫ୍ରିଦି ଫାଉଣ୍ଡେଶନର ଲୋଗୋ ବ୍ୟବହାର କରିବ। ପାକିସ୍ତାନ କ୍ରିକେଟରମାନେ ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜରେ ସେମାନଙ୍କ ଜର୍ସି ଉପରେ ଏହି ଲୋଗୋ…

ଇଏସ୍‌ଆଇ ମେଡିକାଲରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ଚୌଦ୍ୱାରସ୍ଥିତ ରାଜ୍ୟ କର୍ମଚାରୀ ବୀମା ଚିକିତ୍ସାଳୟ(ଇଏସ୍‌ଆଇ)ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତା ଅବଲମ୍ବନ କରି କର୍ମଚାରୀମାନେ କାର୍ଯ୍ୟ କରୁଥିବାବେଳେ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ପ୍ରଥମେ ସ୍କାନିଂ କରାଯାଇ…

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩ରେ…

ଠାକୁରଙ୍କୁ ଲାଗି ହେଲା ୧୦୧ କ୍ୱିଣ୍ଟାଲ ଅଙ୍ଗୁର

ମୁମ୍ବାଇ, ୯।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ତେବେ ଅନ୍‌ଲକ୍‌ ଘୋଷଣା କରାଯିବା ପରେ କିଛି ମନ୍ଦିର ଖୋଲାଯାଇଛି। ମହାରାଷ୍ଟ୍ରର ପୁଣେ ଜିଲ୍ଲାର ଜେଜୁରି ନଗରଠାରେ…

୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି। ବିଶେଷକରି ଶିତଳାପଲି ଟାଟା କୋଭିଡ୍‌ ହସ୍ପିଟାଲ ଓ ପାରଳା ମହାରାଜା କୋଭିଡ୍‌ କେୟାର ସେଣ୍ଟରରେ…

ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ

ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ଏହାସହ ତାଙ୍କ ସହିତ ଯାଉଥିବା ଅନ୍ୟଜଣେ ଶିକ୍ଷକ ଗୁରୁତର ଆହତ…

ଜ୍ୱାଇଁଙ୍କୁ ୬୭ ପ୍ରକାର ଖାଦ୍ୟ ପରଷିଲେ ଶାଶୁ ମା’

ହାଇଦ୍ରାବାଦ୍‌, ୯।୭: ଜ୍ୱାଇଁଙ୍କୁ ଘରେ କୁଣିଆ କରିବା ଲାଗି ଶାଶୁ ମା’ମାନେ ସବୁ ସମୟରେ ଚେଷ୍ଟା କରିଥାନ୍ତି। କିଭଳି ଜ୍ୱାଇଁ ପୁଅଙ୍କ ୬ ତିଅଣ ୯ ଭଜାରେ ଖାଇବାକୁ ଦିଆଯିବ ଏଥିଲାଗି ଝିଅ ଘର ପକ୍ଷରୁ ପ୍ରୟାସ କରାଯାଇଥାଏ। ଆନ୍ଧ୍ରପ୍ରଦେଶରେ ଏଭଳି…

ଟ୍ରମ୍ପ୍‌ ଦୁନିଆର ସବୁଠାରୁ ଭୟଙ୍କର ବ୍ୟକ୍ତି: ସେ ମହାଠକ ବୋଲି କହିଲେ ଝିଆରି ମେରୀ

ଓ୍ବାଶିଂଟନ, ୯।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ନେଇ ତାଙ୍କ ଝିଆରି ମେରୀ ଟ୍ରମ୍ପ୍‌ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ମୋ ଦାଦା ଜଣେ ମହାଠକ। ତାଙ୍କ ଭଳି ଭୟଙ୍କର ବ୍ୟକ୍ତି ଏ ପୃଥିବୀରେ ଅନ୍ୟ କେହି ନାହାନ୍ତି। ତାଙ୍କୁ…

ବାଡିରେ ଏହି ସବୁ ପରିବା ଚାଷ କରିଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳକୁ ଦୁଇଥର ବିଶ୍ୱ ଚାମ୍ପିଅନ କରିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟ ଛାଡି ଚାଷ କରୁଛନ୍ତି। କ୍ରିକେଟ ପଡ଼ିଆରେ ଚୌକା ଓ ଛକା ମାରିଥିବା ଧୋନୀ ଆଜିକାଲି ନିଜ ଫାର୍ମରେ ଟମାଟୋ, କୋବି, ଅମୃତଭଣ୍ଡା,…

ଡିଭାଇନ୍‌ ନ୍ୟୁଜିଲାଣ୍ଡ ଅଧିନାୟିକା

ଓ୍ବେଲିଂଟନ,୯।୭(ପି.ଟି.): ଅଲରାଉଣ୍ଡର ସୋଫି ଡିଭାଇନ୍‌ ନ୍ୟୁଜିଲାଣ୍ଡ ମହିଳା ଦଳର ଫୁଲ୍‌ ଟାଇମ୍‌ ଅଧିନାୟକ ଭାବେ ନିଯୁକ୍ତି ପାଇବେ। ଆମି ସାଟରଥଓ୍ବେଟ୍‌ଙ୍କ ଉତ୍ତରାଧିକାରୀ ଭାବେ ସେ ଏହି ଗୁରୁ ଦାୟିତ୍ୱ ସମ୍ଭାଳିବେ। ମା’ ହେବା ପାଇଁ ଛୁଟି ରେ ଥିବା ଆମି ପ୍ରତ୍ୟାବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?