Home

ଆତଙ୍କବାଦୀଙ୍କ ପିଲାଙ୍କୁ ସ୍କଲାରଶିପ୍‌: ଅଣାଯିବ ନୂଆ ସରେଣ୍ଡର ଯୋଜନା

ଶ୍ରୀନଗର, ୯।୭: ଦେଶରେ ଆତଙ୍କବାଦକୁ ହଟାଇବା ଏବଂ ଆତଙ୍କବାଦୀଙ୍କୁ ସମାଜରେ ମୁଖ୍ୟସ୍ରୋତରେ ସାମିଲ କରିବା ଲାଗି ସରେଣ୍ଡର ଯୋଜନା ପ୍ରଣୟନ କରାଯାଇଛି। ଏହି ଯୋଜନା ୧୯୯୫ଠାରୁ ଲାଗୁ ହୋଇଛି। ଚଳିତ ବର୍ଷ ଜୁନ୍‌ ୨୫ରେ ଲ୍ୟୁଟନାଣ୍ଟ୍‌ ଗଭର୍ନର ଜି.ସି ମୁର୍ମୁଙ୍କ ଅଧ୍ୟକ୍ଷତାରେ…

ଏହି ମନ୍ଦିରକୁ ଦେଶବିଦେଶରୁ ଆସନ୍ତି କିନ୍ନର ଜାଣନ୍ତୁ କାହିଁକି

ଦେଶରେ ଅନେକ ମନ୍ଦିର ରହିଛି, ଯାହାର ରହସ୍ୟ ଉପରୁ କେବେ ପରଦା ଉଠିନାହିଁ। ଏମିତି ଏକ ମନ୍ଦିର ଗୁଜୁରାଟର ମେହସାଣା ଜିଲାରେ ଅଛି। ଏହି ମନ୍ଦିରରେ ଦେବୀ ବହୁଚରା ମାତା ପୂଜା ପାଆନ୍ତି। ଦେଶବିଦେଶରୁ କିନ୍ନର ଏଠାକୁ ଆସି ବହୁଚରା ମାତାଙ୍କୁ…

ଗଞ୍ଜାମରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ଗଞ୍ଜାମ,୯ା୭(ଡି.ଏନ୍‌.ଏ.) : ମହାମାରୀ କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି ।ଏହାକୁ ରୋକିବା ପାଇଁ ବିଶ୍ୱସ୍ତରରେ ନିଆ ଯାଉଥିବା ପଦକ୍ଷେପ ଫେଲ୍‌ ମାରିଛି। ଏକ ମାତ୍ର ବିକଳ୍ପ ହେଉଛି ସାମାଜିକ ଦୂରତା ଏବଂ ମାସ୍କ ବ୍ୟବହାର। ଏଥିପାଇଁ ସରକାରଙ୍କ ପକ୍ଷରୁ…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ହତ୍ୟା ମାମଲା ରୁଜୁ କଲା ଜିଆର୍‌ପି ପୋଲିସ

ଭୁବନେଶ୍ୱର,୯।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ପ୍ରଥମେ ଆଦିତ୍ୟଙ୍କ ମୃତ୍ୟୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ଗୁରୁବାର ଜିଆର୍‌ପି ଥାନାରେ ୩୦୨ ଦଫାରେ ହତ୍ୟା ମାମଲା ରୁଜୁ ହୋଇଛି। ଆଦିତ୍ୟଙ୍କ ସଂଗଠନ ‘ପିପୁଲ୍‌ସ ଫର୍‌ ସେବା’ର…

୪୪ ଏମ୍‌ପି, ୧୪୩ ବିଧାୟକଙ୍କ ନାମରେ ଆପରାଧୀକ ମାମଲା

ଲକ୍ଷ୍ନୌ, ୯।୭: ଦେଶରେ ଆପରାଧୀକ ମାମଲାରେ ଶୀର୍ଷରେ ଉତ୍ତରପ୍ରଦେଶ ରହିଛି। ରାଜ୍ୟର ମୋଟ ୪୦୩ ବିଧାୟକଙ୍କ ମଧ୍ୟରୁ ୧୪୩ଜଣଙ୍କ ନାମରେ ଏକାଧିକ ଆପରାଧୀକ ମାମଲା ରହିଛି। ସେହିପରି ୮୦ ଏମ୍‌ପିଙ୍କ ମଧ୍ୟରୁ ୪୪ ଜଣଙ୍କ ନାମରେ ବିଭିନ୍ନ ମାମଲା ରହିଛି। ମୁଖ୍ୟମନ୍ତ୍ରୀ…

ବାହୁବଳୀ ବିଧାୟକ: ଜେଲ୍‌ରେ ରହି ବି ଜିତୁଛନ୍ତି ନିର୍ବାଚନ

ଲକ୍ଷ୍ନୌ, ୯।୭: ଉତ୍ତରପ୍ରଦେଶରେ ସର୍ବାଧିକ ଆପରାଧୀକ ମାମଲା ଘଟିଥାଏ। ଏଠାରେ ଏଭଳି ୫ ବାହୁବଳୀ ବିଧାୟକ ରହିଛନ୍ତି, ଯେଉଁମାନେ ଜେଲ୍‌ରେ ରହି ବି ନିର୍ବାଚନ ସହଜରେ ଜିତୁଛନ୍ତି। ସେମାନଙ୍କ ମଧ୍ୟରେ ମୁଖତାର ଅନ୍‌ସାରୀ, ବିଜୟ କୁମାର, ଅଶୋକ ସିଂ ଚନ୍ଦେଲ, ଇନ୍ଦ୍ରପ୍ରତାପ…

ଫିଲ୍ମ ‘ଥ୍ରୀଲର’ରେ ନଜର ଆସିବେ ଓଡ଼ିଆ ହିରୋଇନ: ଟ୍ରୋଲ୍‌ ହେଲେ ରାମ ଗୋପାଲ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ‘ଥ୍ରୀଲର’ ନାମକ ଏକ ନୂଆ ଫିଲ୍ମ ଦର୍ଶକଙ୍କ ପାଇଁ ନେଇ ଆସୁଛନ୍ତି। ସେ ଓଡ଼ିଶାର ଜଣେ ନୂଆ ଅଭିନେତ୍ରୀ ଅପ୍‌ସରା ରାନୀଙ୍କୁ ସାଇନ୍‌ କରିଛନ୍ତି। ଏନେଇ ବର୍ମା ନିଜ ଟୁଇଟର୍‌ରେ ପୋଷ୍ଟ କରି…

ଦିବ୍ୟାଙ୍ଗଙ୍କ ଲାଗି ଟ୍ରାନ୍ସଫର ଟୁଲ୍ସ

ଚଣ୍ଡିଗଡ଼: ନିଜର ସବୁ କାମ କରିବା ପାଇଁ ଦିବ୍ୟାଙ୍ଗମାନଙ୍କୁ ଏଣିକି ଅନ୍ୟମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ। ଦିବ୍ୟାଙ୍ଗଙ୍କ କାମକୁ ସହଜ କରିବା ପାଇଁ ଏବେ ଏକ ସ୍ବତନ୍ତ୍ର ଧରଣର ଡିଭାଇସ୍‌ ବାହାର କରିଛନ୍ତି ହରିୟାଣା ରୋହତକର ଜନତା କଲୋନୀର…

ପୁରୁଣା ଜିନ୍ସରେ କଳାକୃତି

ଭୋପାଳ: ପୁରୁଣା ଜିନ୍ସରେ ତିଆରି ହୋଇଛି କଳାକୃତି। ଏକଥା ଶୁଣିବାକୁ ଅବଶ୍ୟ ଟିକିଏ ଭିନ୍ନ ମନେ ହେଉଥିବ। କିନ୍ତୁ ଏଭଳି ଏକ କଳାକୃତି ତିଆରି କରିଛନ୍ତି ମଧ୍ୟପ୍ରଦେଶର ଇନ୍ଦୋରର କଳାକାରମାନେ। ୨୧ ଜଣ କଳାକାର ମିଶି ପୁରୁଣା ଜିନ୍ସ କପଡ଼ାକୁ ଏକାଠି…

ହାତୀଙ୍କ ପାଇଁ ବ୍ୟାୟାମଶାଳା

ଡେରାଡୁନ୍‌: ଏଣିକି ଜିମ୍‌ରେ ବ୍ୟାୟାମ କରିବେ ହାତୀ। ଉତ୍ତରାଖଣ୍ଡସ୍ଥିତ ରାଜାଜୀ ବ୍ୟାଘ୍ର ଅଭୟାରଣ୍ୟରେ ହାତୀଙ୍କ ପାଇଁ ତିଆରି ହୋଇଛି ଏକ ଜିମ୍‌। ଏହି ବିରାଟକାୟ ବନ୍ୟପ୍ରାଣୀମାନେ ଯେପରି ନିଜକୁ ଫିଟ୍‌ ରଖିପାରିବେ, ସେଥିପାଇଁ ଏହି ନିଆରା ପଦକ୍ଷେପ ନିଆଯାଇଛି। ଏଠାରେ ଏବେ…

ଗଞ୍ଜାମ ସହରରେ ଗୋଷ୍ଠୀ ସଂକ୍ରମଣ ରୋକିବା, ପ୍ରଶାସନ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ

ଗଞ୍ଜାମ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସମାନ ଅବସ୍ଥା ଗଞ୍ଜାମ ଏନ୍‌ଏସିରେ ମଧ୍ୟ ଦେଖିବାକୁ ମିଳିଛି। ତେବେ କରୋନା ମୁକାବିଲା କରିବା ଏବେ…

ଏହି ମ୍ୟାଚ୍‌ ପରେ କେବଳ ଧୋନୀ, କୋହଲି ନୁହେଁ, ସାରା ଭାରତୀୟଙ୍କ ହୃଦୟ କାନ୍ଦିଥିଲା

ଜୁଲାଇ ୯, ଏହି ତାରିଖକୁ କୌଣସି ଭାରତୀୟ କ୍ରିକେଟ ପ୍ରଶଂସକ ଭୁଲିପାରିବେ ନାହିଁ। ଆଜିକୁ ଠିକ ଗୋଟିଏ ବର୍ଷ ପୂର୍ବେ ବିଶ୍ୱକପ ୨୦୧୯ରେ ଭାରତୀୟ କ୍ରିକେଟ ଦଳ ସେମିଫାଇନାଲ ଖେଳିଥିଲା। ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ଭେଟିଥିଲା ଭାରତ। ମ୍ୟାଚର ଫଳାଫଳ ୧୦ ଜୁଲାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?