Home

୮୯ ଆପ୍‌ ବ୍ୟାନ୍‌ କଲା ଭାରତୀୟ ସେନା: ଫେସ୍‌ବୁକ୍‌, ପବଜୀ ସାମିଲ୍‌

ନୂଆଦିଲ୍ଲୀ,୯।୭: କିଛିଦିନ ପୂର୍ବରୁ ଭାରତ ସରକାର ୫୯ଟି ଚାଇନା ଆପ୍‌ ବ୍ୟାନ୍‌ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ସରକାରଙ୍କ ପରେ ଭାରତୀୟ ସେନା ମଧ୍ୟ ୮୯ଟି ଆପ୍‌କୁ ବ୍ୟାନ୍‌ କରିଛି। ଯବାନଙ୍କୁ ନିଜ ଫୋନରୁ ଏହି ଆପ୍‌ଗୁଡିକୁ ଡିଲିଟ୍‌ କରିବା ପାଇଁ ଭାରତୀୟ…

CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା…

କ୍ରିକେଟର ‘ଚୌକା କିଙ୍ଗ୍‌’, ୫୫ ବର୍ଷ ରେକର୍ଡ ଆଜି ବି ଅତୁଟ

ଇଂଲଣ୍ଡର ବାମହାତୀ ଓପନର୍‌ ଜନ ଏଡ୍ରିଚଙ୍କର ନାମରେ ଏକ ରେକର୍ଡ ଅଛି ଯାହା ଆଜି ବି ଅକ୍ଷୁର୍ଣ୍ଣ ରହିଛି। ସେ ଟେଷ୍ଟ ମ୍ୟାଚ୍‌ର ଏକ ଇନିଂସରେ ସର୍ବାଧିକ ଚୌକା ମାରିବାରେ ଅନନ୍ୟ ରେକର୍ଡ ରଖିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ୮ରୁ୧୩ ଜୁଲାଇ ୧୯୬୫ରେ…

ଅନ୍ଧବିଶ୍ୱାସର ଶିକାର ହୋଇ ବିବାହ କରି ନ ଥିଲେ ଏହି ଅଭିନେତା

ବଲିଉଡ ଅଭିନେତା ସଞ୍ଜୀବ କୁମାର ଜଣେ ଅତୁଳନୀୟ ଅଭିନେତା ଥିଲେ। ୧୯୩୮ ମସିହା ଜୁଲାଇ ୯ରେ ଗୁଜୁରାଟର ସୁରଟରେ ଜନ୍ମଗ୍ରହଣ କରିଥିବା ସଞ୍ଜୀବ ଜଣେ ଚମତ୍କାର କଳାକାର ତଥା ଅତି ଭଦ୍ର ବ୍ୟକ୍ତି ମଧ୍ୟ ଥିଲେ। ଶୋଲେ ଫିଲ୍ମରେ ଠାକୁରଙ୍କ ଚରିତ୍ର…

କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେ ଗିରଫ

କାନପୁର,୯।୮: କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେଙ୍କୁ ମଧ୍ୟପ୍ରଦେଶରୁ ଗିରଫ କରାଯାଇଛି। ଉଜୈନର ମହାକାଳ ମନ୍ଦିରରୁ ସ୍ଥାନୀୟ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ଗୁରୁବାର ଉତ୍ତରପ୍ରଦେଶ ପୋଲିସ ସ୍ପଷ୍ଟ କରିଛି। ତେବେ କାନପୁର ଏସ୍‌ଟିଏଫ୍‌ ଟିମ୍‌ ବିକାଶଙ୍କୁ ଆଣିବା…

ଅଣନିଃଶ୍ୱାସୀ କରୁଛି ଓଏମ୍‌ସି ଡମ୍ପ

ଯାଜପୁର ଅଫିସ, ୯।୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ପଞ୍ଚାୟତ ଅଧୀନ ହାଟସାହି (ଗୁରୁଜଙ୍ଗପାଳ) ଗ୍ରାମ ପଟକୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଦକ୍ଷିଣ କାଳିଆପାଣି ଜବରଦସ୍ତି ତା’ର ଡମ୍ପ ସମ୍ପ୍ରସାରଣ କରିଚାଲିଛି। ଏହାସହ ଖଣି ଖନନ ଓ ବ୍ଲାଷ୍ଟିଂ ଯୋଗୁ…

ଭାର୍ଗବୀ ଖୁରୁଖୁରୀ ସେତୁ ବିପଦପୂର୍ଣ୍ଣ

ପୁରୀ ଅଫିସ,୯।୭: ସତ୍ୟବାଦୀ ଏବଂ ପୁରୀ ସଦର ବ୍ଲକକୁ ଯୋଡ଼ୁଥିବା ଭାର୍ଗବୀ ଖୁରୁଖୁରୀ ସେତୁ ଏବେ ବିପଦପୂର୍ଣ୍ଣ। ଏହି ବିଜୁ ସେତୁର ଉଦ୍‌ଘାଟନକୁ ପ୍ରାୟ ଦେଢବର୍ଷ ହେବ। ହେଲେ ଉଦ୍‌ଘାଟନର ମାତ୍ର କେଇମାସ ମଧ୍ୟରେ ଏହାର ଆପ୍ରୋଚ ରୋଡ ପଥର ପ୍ୟାକିଂ…

ଗର୍ଭବତୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌

କଟକ ଅଫିସ,୯।୭: ଏସ୍‌ସିବିରେ ଆରମ୍ଭ ହୋଇଥିବା ଆଣ୍ଟିଜେନ୍‌ ଟେଷ୍ଟରେ ବୁଧବାର ଜଣେ ଗର୍ଭବତୀ ମହିଳାଙ୍କ ରିପୋର୍ଟ ପଜିଟିଭ ଆସିଛି। ତେବେ ପ୍ରସବ ବେଳେ ତାଙ୍କର ମୃତ ଶିଶୁ ଜନ୍ମ ହୋଇଛି। ବର୍ତ୍ତମାନ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ପ୍ରସବକାଳୀନ ଅସ୍ତ୍ରୋପଚାରରେ ସାମିଲ…

ମନ୍ଦିର, ମସ୍‌ଜିଦ୍‌ ସାନିଟାଇଜ୍‌ କରୁଛନ୍ତି ଶିଖ୍‌ ଯୁବଗୋଷ୍ଠୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ଅତୁଟ ଓ ଅଖଣ୍ଡ ଭାରତ। ଏଠି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଭାଇ ଭାଇ।ହିନ୍ଦୁ, ମୁସ୍‌ଲିମ୍‌, ଖ୍ରୀଷ୍ଟିଆନ୍‌ ଓ ଶିଖ୍‌ ସଭିଏଁ ସମାନ। ଯାହାକୁ ପ୍ରମାଣିତ କରି ଦେଖାଇଛନ୍ତି ରାଜଧାନୀ ଭୁବନେଶ୍ୱରର କିଛି ଯୁବଗୋଷ୍ଠୀ।ଶିଖ୍‌ ସମ୍ପ୍ରଦାୟର କିଛି ଯୁବକ…

୫୯୦ ହୋମିଓପାଥି ଚିକିତ୍ସାକେନ୍ଦ୍ରରେ ତାଲା

ନୟାଗଡ଼ ଅଫିସ,୯।୭: ଆୟୁଷ ନିର୍ଦ୍ଦେଶାଳୟ ଅଧୀନରେ କାର୍ଯ୍ୟରତ ହୋମିଓପାଥି ଡାକ୍ତରଙ୍କୁ କୋଭିଡ୍‌ ଡ୍ୟୁଟିରେ ପଠାଯିବା ପରେ ରାଜ୍ୟରେ ୫୯୦ ହୋମିଓପାଥି ଚିକିତ୍ସାଳୟରେ ପ୍ରାୟ ୩ମାସ ହେଲା ତାଲା ଝୁଲୁଛି। ଫଳରେ ଗ୍ରାମାଞ୍ଚଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ରାଜ୍ୟର ବିଭିନ୍ନ ପିଏଚ୍‌ସି ଓ…

୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବାପରେ ବିରୋଧୀ ବର୍ଷିଛନ୍ତି।…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?