ଏହି ଦେଶରେ ରହିଛି ବିଶ୍ୱର ସବୁଠୁ ଉଚ୍ଚ ଭଗବାନ ବିଷ୍ଣୁଙ୍କ ପ୍ରତିମୂର୍ତ୍ତି
ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍ଲିମ୍ ଦେଶରେ।…
ଥାନାରେ ଫିନାଇଲ୍ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି
ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣକ ହେଲେ କବିସୂର୍ଯ୍ୟନଗରର ପ୍ରମୋଦ ଦଳାଇ।…
ଆପୋଲୋ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କୁ କରୋନା
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆପୋଲୋ ହସ୍ପିଟାଲ୍ର ଜଣେ ମହିଳା କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେ ଗାଡ଼କଣା ଅଞ୍ଚଳର ୪୬ ବର୍ଷୀୟା ମହିଳା ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ତେବେ ଭୁବନେଶ୍ୱରରୁ ଶୁକ୍ରବାର ଚିହ୍ନଟ ହୋଇଥିବା ୨…
ମାଲକାନଗିରିରେ ପୁଣି ୩ କରୋନା ପଜିଟିଭ୍ ଚିହ୍ନଟ: ୨୫କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା
କୋରୁକୋଣ୍ଡା,୧୨ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଟୁଇଟ୍ ଯୋଗେ ରାଜ୍ୟ ସରକାର ଏବଂ ଜିଲାପାଳ ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲକୋଟା ପଞ୍ଚାୟତ ଅନ୍ତର୍ଗତ କ୍ୱାରାଣ୍ଟାଇନ୍ ସେଣ୍ଟରର ବୋଲି…
ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ
ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ ବିବାଦ ଯୋଗୁ ଗୁଳିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ନେପାଳ ପୋଲିସ ଏହି…
ଭୁବନେଶ୍ୱରରେ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲ ମହିଳା କର୍ମଚାରୀ(୪୬) ଓ ଜଣେ ନୟାପଲ୍ଲୀ ଅଞ୍ଚଳର ଯୁବକ(୩୦) ଅଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।…
ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୨।୬: ଲକ୍ଡାଉନ୍ ସମୟରେ ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୨୯ରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ଲକ୍ଡାଉନ ସମୟରେ କମ୍ପାନୀଗୁଡିକ କର୍ମଚାରୀଙ୍କୁ…
ଦିଲ୍ଲୀରେ ଲକ୍ଡାଉନ୍ ଅବଧି ବଢିବ ନାହିଁ: ସ୍ବାସ୍ଥ୍ୟ ମନ୍ତ୍ରୀ
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ଭୂତାଣୁ ସଂକ୍ରମଣ ଲଗାତାର ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀସ୍ଥିତି ଉଦ୍ବେଗଜନକ ସ୍ଥିତିରେ ପହଞ୍ଚିଛି। ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୧୮୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…
ଭାଜପା ଉପରେ ବର୍ଷିଲେ ଗେହଲଟ: ମୋଦି-ଶାହଙ୍କୁ କରୋନା ଚିନ୍ତା ନାହିଁ, ଗଣତନ୍ତ୍ରର ହତ୍ୟା ହେଉଛି
ଜୟପୁର,୧୨।୬: ରାଜ୍ୟସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନର କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଶୁକ୍ରବାର ରାଜ୍ୟସଭା ପ୍ରାର୍ଥୀ ତଥା କଂଗ୍ରେସର ବରିଷ୍ଠ ନେତା କେସି ଭେନୁଗୋପାଲ ବିଧାୟକଙ୍କ ସହ ଏକ ବୈଠକ ଡାକିଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଭାଜପା…
ଅନ୍ଲାଇନ୍ରେ ହେବ ବିପିୟୁଟି ପରୀକ୍ଷା
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଅନ୍ଲାଇନ୍ରେ ହେବ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(ବିପିୟୁଟି)ପରୀକ୍ଷା। ବିପିୟୁଟିର ଅଷ୍ଟମ ସେମିଷ୍ଟାର ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ହେବ। ସବୁ ଜିଲାରେ ଓ ରାଜ୍ୟ ବାହାରେ ପରୀକ୍ଷା କେନ୍ଦ୍ର କରାଯିବ। ଛାତ୍ରୀଛାତ୍ର ଚାହିଁଲେ ଅଫ୍ଲାଇନ୍ରେ ବି ପରୀକ୍ଷା ଦେଇପାରିବେ।…
ଲଶ୍କର ଆତଙ୍କବାଦୀ ଗିରଫ
ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ ଗୋଳାବାରୁଦ ଜବତ ହୋଇଛି। ସୋପିଆନ ଜିଲାର ଜାନିପୋରା ଅଞ୍ଚଳରେ ଜଣେ ଆତଙ୍କବାଦୀ ଲୁଚି ରହିଥିବା…
ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ
ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ ନେଇ…
Archives


