ପୁଅ ବେଶରେ କ୍ରିକେଟ ଏକାଡେମୀରେ ପ୍ରବେଶ କରିଥିଲେ ଏହି ମହିଳା କ୍ରିକେଟର୍
ଚଳିତବର୍ଷ ଟି -୨୦ ବିଶ୍ୱକପରେ ଭାରତୀୟ ମହିଳା କ୍ରିକେଟ ଷ୍ଟାର ଶେଫାଳି ସଫଳତା ଅର୍ଜନ କରିଥିଲେ। ମାତ୍ର ୧୬ ବର୍ଷ ବୟସରେ ଏହି ଖେଳାଳି ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି ବଡ଼ ଦଳର ବୋଲରମାନଙ୍କୁ ଧୂଳି ଚଟାଇ ଦେଇଥିଲେ। ଶେଫାଳି ୨୦୧୯ ସେପ୍ଟେମ୍ବର…
ବର୍ଷା ଯୋଗୁ ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ବିଳମ୍ବିତ
ସାଉଥାମ୍ପଟନ,୮।୭(ଏପି): କୋଭିଡ୍-୧୯ ମହାମାରୀ କାରଣରୁ ଗତ ଦୀର୍ଘ କେତେମାସ ହେବ ସ୍ଥଗିତ ରହିବା ପରେ ଏବେ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ଦି ରୋଜ ବଲ୍ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଆରମ୍ଭ ହେବାକୁ ଥିବା…
ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍ ହେବ ରାଜକୁମାରଙ୍କ ଅଭିନୀତ ଏହି ଫିଲ୍ମ: ଜାଣନ୍ତୁ କେବେ ଆସିବ ପ୍ରିମିୟର
ମୁମ୍ବାଇ: ବଲିଉଡ୍ ନିର୍ଦ୍ଦେଶକ ହଂସଲ ମେହେତାଙ୍କ ନିର୍ଦ୍ଦେଶିତ ଫିଲ୍ମ ଓମେର୍ଟାକୁ ଥିଏଟର ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜୁଲାଇ ୨୫ରେ ଜି୫ରେ ଏହାକୁ ରିଲିଜ୍ କରାଯିବ ବୋଲି ବୁଧବାର ସୂଚନା ମିଳିଛି। ନିର୍ଦ୍ଦେଶକ ହଂସଲ ମେହେତା…
କଟକବାସୀଙ୍କୁ ଡରାଇଲାଣି କରୋନା: ୨୦୦ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୮।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ପାର କରିଛି। ବୁଧବାର ଏହି ସଂଖ୍ୟା ୨୦୨ରେ ପହଞ୍ଚିଛି। ମଙ୍ଗଳବାର ସହରରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏସ୍ସିବି ମେଡ଼ିକାଲର ଆଇସୋଲେସନ ୱାର୍ଡରୁ ଦୁଇଜଣ ଚିହ୍ନଟ ହୋଇଥିବା ବେଳେ କ୍ୟାନ୍ସର…
ଚାଇନାର ଧମକ: ଏହା ଆରମ୍ଭ ମାତ୍ର, ଆହୁରି କରୋନା କ୍ଷତି ସହିବ ବିଶ୍ୱ
ବେଜିଂ,୮।୭: ଆମେରିକାର ଚାପ ପଡିବା ସତ୍ତ୍ୱେ ଚାଇନା ସାରା ବିଶ୍ୱକୁ ପୁଣି ଧମକ ଦେଇଛନ୍ତି। କରୋନା ଯୋଗୁ ସାରା ବିଶ୍ୱ ଆହୁରି କ୍ଷତି ସହିବ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ଚାଇନା ସରକାରଙ୍କ ନିୟନ୍ତ୍ରଣାଧୀନ ଖବରକାଗଜ ଗ୍ଲୋବାଲ ଟାଇମ୍ସରେ ମଙ୍ଗଳବାର ଲେଖାଯାଇଥିବା…
କରୋନା ଭୟ ଦେଖାଇ ୭ ବର୍ଷୀୟା ବାଳିକାଙ୍କୁ ବଳାତ୍କାର
ବିଳାସପୁର: ଛତିଶଗଡ଼ର ଗୋରେଲା-ପେଣ୍ଡ୍ରା-ମାରଓ୍ବାହି ଜିଲାରେ କରୋନା ଭୟ ଦେଖାଇ ଜଣେ ୭ ବର୍ଷର ବାଳିକାକୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ୨ ନାବାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ, ଜୁଲାଇ ପ୍ରଥମ ସପ୍ତାହରେ ସେ କାଠ…
ଗଞ୍ଜାମବାସୀଙ୍କୁ ଖୋର୍ଦ୍ଧା ମନା
ଖୋର୍ଦ୍ଧା ଅଫିସ,୮।୭: ଗଞ୍ଜାମବାସୀଙ୍କୁ ଖୋର୍ଦ୍ଧା ଜିଲା ମନା। ଏ ନେଇ ଜିଲାର ଦୁଇ ପ୍ରବେଶ ପଥ ନାଭାଲ ଛକ ଏବଂ ବାଣପୁର ନିକଟ କୁମାରପଲୀ ଛକରେ ଚବିଶ ଘଣ୍ଟିଆ ନାକା ବନ୍ଦି କରାଯାଇଛି । ୨ଜଣ ମାଜିଷ୍ଟ୍ରେଟର ଏବଂ ୪ଜଣ ଅଫିସରଙ୍କ…
କ୍ୟାବିନେଟ୍ ବୈଠକରେ ୪ ନିଷ୍ପତ୍ତି: ୮୧ କୋଟିରୁ ଅଧିକ ଗରିବଙ୍କୁ ନଭେମ୍ବର ଯାଏଁ ମାଗଣା ରାଶନ
ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ୍ ବୈଠକ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୪ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇପିଏଫ୍, ଗରିବ କଲ୍ୟାଣ ଯୋଜନା, ଏଗ୍ରି ଇନଫ୍ରା ଫଣ୍ଡ୍ ଏବଂ…
କରୋନା ଯୋଗୁ ଏହି ଶିକ୍ଷା ପାଇଲେ ଅନୁଷ୍କା
କରୋନା ମହାମାରୀ ଯୋଗୁ ବଲିଉଡ୍ ଅଭିନେତ୍ରୀ ତଥା ଫିଲ୍ମ ନିର୍ମାତା ଅନୁଷ୍କା ଶର୍ମା ଏକ ଶିକ୍ଷା ଲାଭ କରିଛନ୍ତି। ତାହା ହେଉଛି ଆମେ ସମସ୍ତେ ପରସ୍ପର ଉପରେ ନିର୍ଭରଶୀଳ। ସେ କୃଷକ ହେଉ ଅବା କୌଣସି ଜଣେ ବଡ଼ କର୍ମଚାରୀ। ପ୍ରତ୍ୟେକ…
କୋଭିଡ୍-୧୯: ପ୍ଲାଜ୍ମା ଥେରାପି ୟୁନିଟ୍ ଉଦ୍ଘାଟନ କଲେ ସଚିନ
ମୁମ୍ବାଇ,୮।୭(ପି.ଟି.): କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ସ୍ଥାନୀୟ ସୁନ୍ଦରବନ ଅନ୍ଧେରିସ୍ଥିତ ସେଭେନ ହିଲ ହସ୍ପିଟାଲଠାରେ ଏକ ପ୍ଲାଜ୍ମା ଥେରାପୀ ୟୁନିଟ୍ ଉଦ୍ଘାଟନ କରିଛନ୍ତି। ଏହି ୟୁନିଟ୍ରେ କୋଭିଡ୍-୧୯ ସଂକ୍ରମିତଙ୍କ ଚିକିତ୍ସା ହେବ। ଯେଉଁମାନେ କୋଭିଡ୍-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି ସେମାନ ଆଗକୁ…
ପିଏସ୍ଏ ବିଶ୍ୱ ର଼୍ୟାଙ୍କିଙ୍ଗ୍: ଟପ୍ ୧୦ରେ ଜ୍ୟୋତ୍ସ୍ନା
ନୂଆଦିଲ୍ଲୀ,୮।୭(ପି.ଟି.): ଭାରତୀୟ ମହିଳା ସ୍କ୍ବାଶ୍ ତାରକା ଜ୍ୟୋତ୍ସ୍ନା ଚିନାପ୍ପା ସଦ୍ୟ ପ୍ରକାଶିତ ପ୍ରଫେଶନାଲ ସ୍କ୍ବାଶ୍ ଆସୋସିଏଶନ ବିଶ୍ୱ ର଼୍ୟାଙ୍କିଙ୍ଗ୍ର ଟପ୍-୧୦ରେ ସ୍ଥାନ ହାସଲ କରିଛନ୍ତି। ଇଜିପ୍ଟର ୧ ନମ୍ବର ଖେଳାଳି ରାନୀମ ଏଲ ଓ୍ବେଲିଲି ହଠାତ୍ ଅବସର ଘୋଷଣା କରିବା ପରେ…
ପବ୍ଜି ନିଶାରେ ନାବାଳକ ଖର୍ଚ୍ଚ କରିଆସୁଥିଲେ ଜେଜେବାପାଙ୍କ ପେନ୍ସନ୍ ଟଙ୍କା, ଜଣାପଡ଼ିବା ବେଳକୁ…
ଗୋଟିଏ ପଟେ କରୋନାକୁ ନେଇ ସାରାଦେଶରେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଫଳରେ ସ୍କୁଲ, କଲେଜ ସହ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ପିଲାମାନେ ମାତ୍ରାଧିକ ସମୟ ଫୋନରେ ବିତାଉଛନ୍ତି। ପବ୍ଜିଠାରୁ ଆରମ୍ଭ କରି ଅନ୍ୟାନ୍ୟ ଖେଳରେ ମନୋନିବେଶ…

