Home

ଉତ୍ସର୍ଗୀକୃତ ମନୋଭାବ ସଫଳତା ଆଣିଦେବ

୧୯୭୯ ମସିହାରେ ବଲାଙ୍ଗୀରରେ ଯୁବୋଦ୍ୟୋଗୀ ବ୍ରିଜେଶ ମେହେରଙ୍କ ଜନ୍ମ। ବ୍ୟବସାୟ କ୍ଷେତ୍ରରେ ଏକାଗ୍ରତା ଓ କଠିନ ପରିଶ୍ରମ ଉପରେ ଗୁରୁତ୍ୱ ଦେଉଥିବା ବ୍ରିଜେଶ ମିନରବା ଜୁଏଲର୍ସରୁ ତାଙ୍କର ବ୍ୟବସାୟିକ ଜୀବନ ଆରମ୍ଭ କରିଥିଲେ । ପରେ ମିନରବା ଅଟୋମୋବାଇଲ୍ସ ନାଁରେ ଡିଲରଶିପ୍‌…

ଆଇଏଫ୍‌ଏସ୍‌ ଅଫିସର ସ୍ତରରେ ବ୍ୟାପକ ଅଦଳବଦଳ

ଭୁବନେଶ୍ୱର,୨୨ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ବନସେବା (ଆଇଏଫ୍‌ଏସ୍‌) ଅଫିସର ସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ଜାରି ବିଜ୍ଞପ୍ତି ଅନୁଯାୟୀ, ୧୯୯୩ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର ଉମା ନନ୍ଦୁରୀଙ୍କୁ ପିସିସିଏଫ୍‌(କେଏଲ୍‌) ଭାବେ…

ଟ୍ରମ୍ପଙ୍କ ଆଉ ଏକ ବଡ଼ ନିଷ୍ପତ୍ତି: ୫ ଲକ୍ଷ ଲୋକଙ୍କୁ ତୁରନ୍ତ ଛାଡିବାକୁ ପଡ଼ିବ ଆମେରିକା

ଓ୍ବାଶିଂଟନ୍‌,୨୩।୩: ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଆମେରିକାରେ ପ୍ରବାସ ନୀତି ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। କ୍ୟୁବା, ହାଇତି, ନିକାରାଗୁଆ ଏବଂ ଭେନେଜୁଏଲାରୁ ଆସିଥିବା ୫୩୦,୦୦୦ ପ୍ରବାସୀଙ୍କୁ ଆଇନଗତ ସୁରକ୍ଷା ପ୍ରତ୍ୟାହାର କରିଛି। ଏହି ନିଷ୍ପତ୍ତି ପରେ, ଏହି ପ୍ରବାସୀମାନଙ୍କୁ ପ୍ରାୟ…

୨୬ରେ ଭୁବନେଶ୍ୱର ଯିବେ ଜିଲାର ଶତାଧିକ ସଦସ୍ୟା ସଦସ୍ୟ

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଛଟେଇ ହୋଇଥିବା ବାହ୍ୟ ଠିକା କର୍ମଚାରୀମାନଙ୍କୁ ପୁନଃନିଯୁକ୍ତି, ସମାନ କାମକୁ ସମାନ ଦରମା ଏବଂ ବାହ୍ୟ ଠିକା କର୍ମଚାରୀମାନଙ୍କୁ ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବିରେ ଶୁକ୍ରବାର ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଦେବଗଡ଼ ଶାଖା ପକ୍ଷରୁ…

ବିିଶୃଙ୍ଖଳିତ ଶିକ୍ଷକଙ୍କୁ ତୁରନ୍ତ ବଦଳି ପାଇଁ ଜୋର୍‌ ଧରିଲା ଦାବି

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଧାର୍ଯ୍ୟ ସମୟରୁ ଢେର ବିଳମ୍ବରେ ବିଦ୍ୟାଳୟକୁ ଆସୁଛନ୍ତି ଶିକ୍ଷକ। କେବଳ ଏତିକି ନୁହେଁ, ପାନ ଓ ଗୁଟଖା ଖାଇ ଶ୍ରେଣୀ କକ୍ଷରେ ଛେପ ପକାଇବା ସହ ପାଠ ପଢାଇବା ବେଳେ ଛାତ୍ରୀଛାତ୍ରମାନଙ୍କୁ ବାଡିରେ ପିଟୁଛନ୍ତି। ପାଠପଢା ସମୟରେ…

ଭାଜପାରେ ଯୋଗଦେବେ ଶଶି ଥରୁର! ଫଟୋ ଶେୟାର କରି ବୈଜୟନ୍ତ ପଣ୍ଡା କହିଲେ, ଶେଷରେ…

ଥିରୁଭାନନ୍ତପୁରମ,୨୨।୩: ଥିରୁଭାନନ୍ତପୁରମର କଂଗ୍ରେସ ଏମ୍‌ପି ଶଶି ଥରୁର ଗତ କିଛି ଦିନ ଧରି ମୋଦି ସରକାରଙ୍କୁ ପ୍ରଶଂସା କରିଆସୁଛନ୍ତି। ସେ ଏପରି ଅନେକ ବକ୍ତବ୍ୟ ଦେଇଥିଲେ ଯାହା ଦଳୀୟ ଲାଇନ ବିରୋଧରେ ଥିଲା। ସେ ଏହା ବିଷୟରେ ଦୁଃଖ ମଧ୍ୟ ପ୍ରକାଶ…

୨ ଦିନ ପାଇଁ ଶିମିଳିପାଳ ବନ୍ଦ

ବାରିପଦା,୨୨ା୩: ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ…

ଏଇ ଭାରତରେ

ଉତ୍ତର ଭାରତର କେତେକ ରାଜ୍ୟରେ ଖୁଣ୍ଟା ପୋଡ଼ି ଯୋଗୁ ବାୟୁ ପ୍ରଦୂଷଣର ଗମ୍ଭୀର ପରିଣାମ ଦେଖିବାକୁ ମିଳୁଛି। କୃଷକମାନଙ୍କୁ ଏହି କାର୍ଯ୍ୟରୁ ବିରତ କରିବା ପାଇଁ କୋର୍ଟ ଏବଂ ରାଜ୍ୟ ସରକାରଗୁଡ଼ିକ ପଦକ୍ଷେପ ନେଲେ ମଧ୍ୟ ଏଥିରେ ସମ୍ପୂର୍ଣ୍ଣ ସଫଳତା ମିଳିପାରୁନାହିଁ।…

ସଭା ଓ ଶୋଭାଯାତ୍ରା

ଆଜିକାଲି ସଭା ଓ ଶୋଭାଯାତ୍ରା ଏକ ନିତିଦିନିଆ ଘଟଣା ହୋଇଗଲାଣି। ତେବେ ଅନୁଷ୍ଠିତ ସଭାଗୁଡ଼ିକ ମଧ୍ୟରେ ସାହିତ୍ୟ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ସଭା ଏବେ ବହୁଳ ମାତ୍ରାରେ ଦେଖିବାକୁ ମିଳୁଛି। ବର୍ତ୍ତମାନ ସମୟରେ ଗାଁ ଗହଳିଠୁଁ ଆରମ୍ଭ କରି ସହର ବଜାର…

ହିମଖଣ୍ଡ ସଂରକ୍ଷଣରେ ଜଳ ସୁରକ୍ଷା

୧୯୯୨ ମସିହାରେ ମିଳିତ ଜାତିସଂଘର ସାଧାରଣ ପରିଷଦ ମାର୍ଚ୍ଚ ୨୨ ତାରିଖକୁ ପ୍ରତିବର୍ଷ ବିଶ୍ୱ ଜଳ ଦିବସ ରୂପେ ପାଳନ କରିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରିଥିଲା। ତଦନୁସାରେ ୧୯୯୩ରୁ ମିଳିତ ଜାତିସଂଘର ସମସ୍ତ ସଦସ୍ୟ ରାଷ୍ଟ୍ର ବିଶ୍ୱ…

ରେଖାଙ୍କ ନୂଆ ବ୍ୟବସ୍ଥା

ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା ପରେ କୌଣସି ବିପଦକୁ ବରଣ କରିବାକୁ ଚାହଁୁନାହିଁ। ରେଖା ଗୁପ୍ତାଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାର ଯୋଜନାବଦ୍ଧ ଭାବେ ଆରମ୍ଭ କରିବାକୁ ଚାହଁୁଛି। ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ପରାମର୍ଶଦାତା କିମ୍ବା ଅଫିସର୍ସ…

ଆଜିଠୁ ଆଇପିଏଲ୍‌ ମହାସମର: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଉଦ୍‌ଘାଟନୀ ମ୍ୟାଚ୍‌

କୋଲକାତା, ୨୧।୩ (ପିଟି.):ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୮ଶ ସଂସ୍କରଣ। ଗତଥରର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ (କେକେଆର) ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri