Home

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ ନେଇ ଏକ କମିଟି ଗଠନ କରି ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପରିବେଶ…

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ ତଦନ୍ତକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୋମବାର ଦିନ, ସ୍ଥାନୀୟ…

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା…

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ମୃତକ ହେଲେ ଟିଟୁ ଦୋରା(୩୪) । ମୃତଦେହକୁ ସୋମବାର…

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ ଜନତା ଦଳ) ଓ BCJD(ବିଜୁ ଛାତ୍ର ଜନତା ଦଳ) କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ…

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ ଆଜୀବନ କାରାଦଣ୍ଡାଦେଶକୁ ସ୍ଥଗିତ ରଖିଥିଲେ ଏବଂ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଏହି…

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ। ଶାସ୍ତ୍ରରେ ଏକାଦଶୀ ତିଥିକୁ ସମସ୍ତ ତିଥି ଏବଂ ହରି ବାସର ମଧ୍ୟରୁ ସର୍ବୋତ୍ତମ ବୋଲି…

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି ପାଇଁ ବାଧ୍ୟତାମୂଳକ କରାଯାଇଛି। ଏପରି କି ଯେଉଁ ଗାଡ଼ିର ପିୟୁସି ସାର୍ଟିଫିକେଟ ନାହିଁ ସେଗୁଡ଼ିକର…

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର ହୋଇପଡ଼ୁଛି । ଏହି ମହୋତ୍ସବ ଦେଖିବା ପାଇଁ ଆସନ୍ତା ୩୦ ତାରିଖ ମଙ୍ଗଳବାର ମୁଖ୍ୟମନ୍ତ୍ରୀ…

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ ପାଇନ୍‌ ବଣ ଖାଁ ଖାଁ ହୋଇପଡ଼ିଛି। ପର୍ଯ୍ୟଟକମାନେ ଭୟଭୀତ ହୋଇ କାଁ ଭାଁ ଆସିଛନ୍ତି।…

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ ଓଡ଼ିଶା ସରକାରଙ୍କ ପାଖରେ କୌଣସି ସୂଚନା ନାହିଁି। ଉପର ଉଦନ୍ତୀ ଓ ତଳ ଉଦନ୍ତୀରେ…

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ ଜଣାଶୁଣା। ସେ କେବେବି ତାଙ୍କର ଷ୍ଟାର ପାୱାର ଦେଖାଇବାରେ ବିଫଳ ହୁଅନ୍ତି ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?