ବିପଦ ପୁଣି ଘନେଇଲା: ଭାରତ କରୋନା ସଂକ୍ରମଣର ଏକ ନମ୍ବର ସ୍ଥାନରେ ରହିବା ଆଶଙ୍କା
ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୁଧବାର ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୨ ହଜାର ୪୧୭ ଛୁଇଁଛି। ଗତ…
ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ: ଅଛନ୍ତି ଗଞ୍ଜାମରୁ ୩ଜଣ
ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧ ଏବଂ କେନ୍ଦ୍ରାପଡ଼ାରୁ ୧ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…
ଲଡ୍ସରେ କାହିଁକି ଶର୍ଟ ଖୋଲିଦେଇଥିଲେ ସୌରଭ ଗାଙ୍ଗୁଲି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ତଥା ବିବସିସିଆଇ ଅଧ୍ୟକ୍ଷ ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ମସିହା ଜୁଲାଇ ୮ରେ କୋଲକତାରେ ଜନ୍ମଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟକୁ ନୂଆ ଦିଶା ଦେଇଥିବା ଗାଙ୍ଗୁଲି ବ୍ୟାଟିଂ ଜରିଆରେ…
ୟୁପିର ୫ ବାହୁବଳୀ ମାଫିଆ ଡନ୍: ବିରୋଧରେ ରହିଛି ହତ୍ୟା,ଲୁଟ ଆଦି ୨୦୦ରୁ ଅଧିକ ମାମଲା
ଲକ୍ଷ୍ନୌ, ୮।୭: ଉତ୍ତରପ୍ରଦେଶରେ ମାଫିଆ ଡନ୍ଙ୍କ କାହାଣୀ ବହୁ ପୁରୁଣା। କିଛି ଦିନ ତଳେ ୮ ପୋଲିସଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ବିକାଶ ଦୁବେ ଫେରାର ହୋଇ ଯାଇଛନ୍ତି। ଇତିମଧ୍ୟରେ ରାଜ୍ୟ ସରକାର ୩୩ ଅପରାଧୀଙ୍କ ତାଲିକା ଜାରି କରିଛନ୍ତି।…
CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା
ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ଡ୍ରାଗନ୍ ଗର୍ଲ ହେବାକୁ ଖର୍ଚ୍ଚ କଲେ ୯୦ ଲକ୍ଷ
ପ୍ରତେକ ଲୋକଙ୍କର ସଉକ ଭିନ୍ନ ପ୍ରକାରର ରହିଥାଏ। କିଏ ଖାଇବାକୁ ପସନ୍ଦ କରେ ତ ଆଉ କିଏ କିଛି ଭିନ୍ନ କରି ଦେଖାଇବାକୁ। ଏଥିପାଇଁ ସେମାନଙ୍କୁ ଯେତେ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ୁ ଅଥବା ପରିଶ୍ରମ ପଡ଼ୁ ସେମାନେ ସେଥିରୁ ପଛାଇ…
ବାପା ଧୋନୀଙ୍କୁ ଏମିତି ଉପହାର ଦେଇ ଭାବୁକ କରିଦେଲେ ଜିଭା
ମହେନ୍ଦ୍ର ସିଂ ଧୋନୀଙ୍କ ଜନ୍ମଦିନରେ ତାଙ୍କ ଦେଶ ବିଦେଶର କୋଟି କୋଟି ଫ୍ୟାନ୍, ସାଥୀ ଖେଳାଳିମାନେ ଶୁଭେଚ୍ଛା ଜଣାଇଛନ୍ତି। ୩୯ ତମ ଜନ୍ମଦିନରେ ଧୋନୀଙ୍କୁ ଏକ ସ୍ବତନ୍ତ୍ର ଉପହାର ମିଳିଛି। ଉପହାରଟି ତାଙ୍କ ଝିଅ ଜିଭା ଦେଇଛନ୍ତି। ଜିଭା ପିତାଙ୍କ ପାଇଁ…
୧ ମିନିଟ୍ରେ ୧୯୬ ଗଣିତ ପ୍ରଶ୍ନର ଉତ୍ତର ଦେଇ ରେକର୍ଡ କଲେ ଏହି ବାଳକ
କରାଚି, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରି ସ୍ଥଳେ ବହୁ ଦେଶରେ ଲକ୍ ଡାଉନ୍ ଜାରି ରହିଛି। ଫଳରେ ସ୍କୁଲ କଲେଜ ବନ୍ଦ ରହିଛି। ପାକିସ୍ତାନର ଜଣେ ୧୦ ବର୍ଷ ବୟସ୍କ ବାଳକ ନାବୁଦ ଗିଲ୍ ଅନ୍ଲାଇନ୍ରେ…
କୃଷକଙ୍କ ପୁଅ ପ୍ରସ୍ତୁତ କରୁଛନ୍ତି କରୋନା ଟିକା!
କରୋନା ମହାମାରୀ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଅନେକ ଦେଶ କରୋନା ଟିକା ପ୍ରସ୍ତୁତ ପାଇଁ ଲାଗିପଡିଛନ୍ତି। ଏସବୁ ଭିତରେ ଭାରତର ଜଣେ କୃଷକଙ୍କ ପୁଅ କରୋନା ଟିକା ପ୍ରସ୍ତୁତ ପାଇଁ ଅଣ୍ଟା ଭିଡିଛନ୍ତି। ସେ ହେଉଛନ୍ତି ଡା.…
୨୦୨୦ ରଥଯାତ୍ରାର ହେବ ଡକ୍ୟୁମେଣ୍ଟେଶନ
ପୁରୀ ଅଫିସ,୮ା୭: ଚଳିତବର୍ଷ ରଥଯାତ୍ରା ଏକ ଐତିହାସିକ ଯାତ୍ରା। ରଥ ନିର୍ମାଣଠାରୁ ଆରମ୍ଭ କରି ରଥଯାତ୍ରା ଶେଷ ନିଷ୍ପତ୍ତିରେ ସମ୍ଭବ ହେବା, ସମସ୍ତେ ଏକଜୁଟ ହୋଇ ସେବା କରିବା ତାହା ନିଶ୍ଚିତ ସମସ୍ତଙ୍କ ପାଇଁ ଅନୁକରଣୀୟ। ତେଣୁ ଏହାକୁ ସ୍ମରଣୀୟ କରିବା…
କରୋନା ବାୟୁରେ ବ୍ୟାପୁଛି: ପ୍ରମାଣକୁ ସ୍ବୀକାର କଲା ଡବ୍ଲ୍ୟୁଏଚ୍ଓ
ଜେନେଭା, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଆଗାମୀ ଦିନରେ ଏହା ସଙ୍କଟ ସୃଷ୍ଟି କରିବା ନିଶ୍ଚିତ ହୋଇଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କରୋନା ବାୟୁରେ ବ୍ୟାପୁଥିବା ପ୍ରମାଣିକ ତଥ୍ୟକୁ ସ୍ବୀକାର କରାଯାଇଛି। ଫଳରେ ସାରା ପୃଥିବୀରେ…
ଯାତ୍ରୀ ଅଭାବରୁ ବନ୍ଦ ହେବ ୩ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର,୮ା୭(ବ୍ୟୁରୋ): ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେଉ ନ ଥିବାରୁ ରାଜ୍ୟ ଭିତରେ ଚଳାଚଳ କରୁଥିବା ୩ଟି ସ୍ବତନ୍ତ୍ର ଟ୍ରେନ୍କୁ ବନ୍ଦ କରାଯିବ। ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଏନେଇ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଭିତରେ ଜରୁରିକାଳୀନ ଯାତାୟାତ ଏବଂ ଲକ୍ଡାଉନ ସମୟରେ…

