Home

ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଥିବା ସ୍ବୀକାର କରୁନାହାଁନ୍ତି କେନ୍ଦ୍ର ସରକାର: ସଞ୍ଜୟ ସିଂ

ନୂଆଦିଲ୍ଲୀ, ୧୧।୬: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏନେଇ ଆମ୍‌ ଆଦମି ପାର୍ଟି(ଏଏପି) ପକ୍ଷରୁ ଏମ୍‌ପି ସଞ୍ଜୟ ସିଂ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ ଏବଂ ଉପମୁଖ୍ୟମନ୍ତ୍ରୀ…

ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ…

ମାସ୍କ କିଣା ଦୁର୍ନୀତିର ତଦନ୍ତ ଦାବି କଲା କଂଗ୍ରେସ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.): ଓଡ଼ିଶାରେ କରୋନା ମହାମାରୀ ବେଳେ ମାସ୍କ କିଣା ନେଇ ଦୁର୍ନୀତି ହୋଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏହାର ତଦନ୍ତ ପାଇଁ କଂଗ୍ରେସ ଦାବି କରିଛି। ପ୍ରଦେଶ କଂଗ୍ରେସ କମିଟିର ଡାକରାରେ ଗୁରୁବାର ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ…

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ ଫେରିଥିଲେ।…

ଏନ୍‌ଇଇଟି ରିଜର୍ଭେଶନ ମାମଲା: ସଂରକ୍ଷଣ ନୁହେଁ ମୌଳିକ ଅଧିକାର, କହିଲେ ଏସ୍‌ସି

ନୂଆଦିଲ୍ଲୀ, ୧୧।୬: ତାମିଲନାଡୁ ଏନ୍‌ଇଇଟି ରିଜର୍ଭେଶନ ମାମଲାରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଗୁରୁବାର କହିଛନ୍ତି ଯେ, ସଂରକ୍ଷଣ ଏକ ମୌଳିକ ଅଧିକାର ନୁହେଁ। ଏନ୍‌ଇଇଟି ପୋଷ୍ଟ ଗ୍ରାଜୁଏଶନ୍‌ ମାମଲାର ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ ଏଭଳି କହି କେତେକ ରାଜନୈତିକ ଦଳ ପକ୍ଷରୁ ଦାଖଲ କରାଯାଇଥିବା…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ…

ରଜ ପାଇଁ କୋହଳ: ଶୁକ୍ରବାର ରାତି ୧୦ଟାରୁ କର୍ଫ୍ୟୁ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସୁଛି ରଜ। ଏହାକୁ ନେଇ ବିଭିନ୍ନ ବଜାର ଘାଟରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଅପରପକ୍ଷେ ରାତ୍ରକାଳୀନ କର୍ଫ୍ୟୁକୁ ନେଇ ଦିନ ସମୟରେ ଲୋକେ ଭିଡ ଜମାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ସମୟକୁ ସାମାନ୍ୟ କୋହଳ କରାଯାଇଛି।…

କ୍ୱାରାଣ୍ଟାଇନ୍‌ ପରେ ମିଳିଲା ମା’ଙ୍କ ଭଲପାଇବା

ମୁମ୍ବାଇ: ଲକ୍‌ଡାଉନ୍‌ରେ ବିମାନ ସେବା ଆରମ୍ଭ ହେବା ପରେ ବଲିଉଡ୍‌ ଅଭିନେତ୍ରୀ ରାଧିକା ମଦାନ ମେ’ ୨୬ରେ ମୁମ୍ବାଇରୁ ଦିଲ୍ଲୀରେ ପହଞ୍ଚିଥିଲେ। ସେ ଫ୍ଲାଇଟ୍‌ରେ ଆସିବାବେଳେ ବହୁ ସତର୍କତା ଅବଲମ୍ବନ କରିଥିଲେ। ସେ ଘରେ ପହଞ୍ଚି ୧୪ ଦିନ ପାଇଁ ନିଜକୁ…

ଆଦିବାସୀଙ୍କ ହାତପାହାନ୍ତାରେ ବ୍ୟାଙ୍କସେବା

ରାୟପୁର: ଉପାନ୍ତ ଅଞ୍ଚଳରେ ସରକାରୀ ସୁବିଧା ସୁଯୋଗ ଲୋକମାନେ ପାଇବା କାଠିକର ପାଠ। ବର୍ଷ ବର୍ଷ ବିତିଯାଉଥିଲେ ବି ଭଲ ସଡ଼କ କିମ୍ବା ପିଇବା ପାଣି ସେମାନଙ୍କ ଲାଗି ସାତ ସପନ ପାଲଟିଥାଏ। ମାଓବାଦୀ ଅଧ୍ୟୁଷିତ ଛତିଶଗଡ଼ର ଦାନ୍ତଓ୍ବୋଡ଼ାରେ ଲୋକମାନେ ବାହାରକୁ…

ଆଇଏଏସ୍‌-ଆଇପିଏସ୍‌ ଅଫିସର ପିନ୍ଧିବେ ଡାକ୍ତରୀ ୟୁନିଫର୍ମ: କାର୍ମିକ ମନ୍ତ୍ରଣାଳୟର ନୂଆ ଯୋଜନା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତିଦିନ ଦେଶରେ ହାରାହାରି ୧୦୦୦ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ତେଣୁ ହସ୍ପିଟାଲରେ କରୋନା ସଂକ୍ରମିତଙ୍କ ଚିକିତ୍ସାର ସୁପରିଚାଳନା ଅପରିହାର୍ଯ୍ୟ ହୋଇପଡ଼ିଛି।…

ଗୁରୁବାରଠାରୁ କେଦାରନାଥ ଯାତ୍ରା ଆରମ୍ଭ: ଜୁନ ୩୦ପର୍ଯ୍ୟନ୍ତ କେବଳ ରୁଦ୍ରପ୍ରୟାଗବାସୀ କରିପାରିବେ ଦର୍ଶନ

ରୁଦ୍ରପ୍ରୟାଗ,୧୧।୬: ଦେବସ୍ଥାନମ୍‌ ବୋର୍ଡର ନିଷ୍ପତ୍ତି ପରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମ ଯାତ୍ରାକୁ ଖୋଲି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଜୁନ ୩୦ପର୍ଯ୍ୟନ୍ତ କେବଳ ସ୍ଥାନୀୟ ଲୋକ ଅର୍ଥାତ୍‌ ରୁଦ୍ରପ୍ରୟାଗ ଜିଲାବାସୀଙ୍କ ପାଇଁ ଏହି ଯାତ୍ରା ଖୋଲାଯିବ। ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ…

ଲଣ୍ଡା ଟେଷ୍ଟ କ୍ରିକେଟ ଟିମ୍‌ରେ ନାହାନ୍ତି ବିରେନ୍ଦ୍ର ସେହ୍ବାଗ

ଲକ୍‌ଡାଉନ ଯୋଗୁ ଏବେ କୌଣସି କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏଥିପାଇଁ କ୍ରିକେଟରମାନେ ଘରେ ରହି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କିଛି ଖେଳାଳି ମଜାଦାର ଭିଡିଓ ଏବଂ ଫଟୋ ଶେୟାର କରି ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri