Home

ଟିଭି ସିରିଏଲ୍‌ର ଏହି ଅଭିନେତା କରୋନା ପଜିଟିଭ୍‌: ୩ଦିନ ଯାଏଁ ବନ୍ଦ ରହିଲା ଶୁଟିଂ

ମୁମ୍ବାଇ,୭।୭: କରୋନା ଲକ୍‌ଡାଉନ ଯୋଗୁ ୩ମାସରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। କରୋନା ସଙ୍କଟ ମଧ୍ୟରେ ତଥା ଅନ୍‌ଲକ-୨ରେ ମହାରାଷ୍ଟ୍ର ସରକାର କେତେକ କଟକଣା ଉପରେ କୋହଳ କରିଛନ୍ତି। ସେଥିମଧ୍ୟରୁ ସିରିୟଲ୍‌ ଶୁଟିଂ ଅନ୍ୟତମ। ସରକାର ଟିଭି…

‘ମୋ ସରକାର’ରେ ସାମିଲ ହେବ କୋଭିଡ୍‌ ପରିଚାଳନା, ମାସ୍କ ନ ପିନ୍ଧିଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୭(ବ୍ୟୁରୋ): କୋଭିଡ ପରିଚାଳନା ‘ମୋ ସରକାର’ ଅଧୀନରେ ସାମିଲ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଭିଡିଓ କନଫରେନ୍ସିଂରେ ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ‘ମୋ ସରକାର’ ଅଧୀନରେ କୋଭିଡ ପରିଚାଳନା…

ଅଜବ ବିଶ୍ୱାସ: ନିଆଁରେ ନାଚିଲେ ଭଲ ହୋଇଯାଏ ରୋଗ

ମିନ୍ସକ୍‌, ୭।୭: ପୃଥିବୀର ବିଭିନ୍ନ ଅଞ୍ଚଳରେ ଲୋକଙ୍କ ମଧ୍ୟରେ କେତେକ ଅଜବ ବିଶ୍ୱାସ ରହିଥିବାର ଦେଖିବାକୁ ମିଳେ। ବେଲାରୁଷ୍‌ର ଲୋକଙ୍କ ମଧ୍ୟରେ ଏଭଳି ବିଶ୍ୱାସ ରହିଛି। ଏଠାରେ ପ୍ରତିବର୍ଷ ଜୁଲାଇ ୬ ଅବା ୭ରେ ଏକ ଉତ୍ସବ ପାଳିତ ହୋଇଥାଏ। ଉତ୍ସବରେ…

୨୫୦୦ରେ ମିଳୁଛି କରୋନା ନେଗେଟିଭ୍‌ ସାର୍ଟିଫିକେଟ

ମିରଠ,୭।୭: କରୋନା ଭାଇରସ୍‌ ସଂକ୍ରମଣ ଦେଶର ପ୍ରାୟ ସବୁ ସ୍ଥାନରେ ବ୍ୟାପିସାରିଛି। ଏହାର ମୁକାବିଲା ପାଇଁ ସାରା ବିଶ୍ୱ ଏକ ହୋଇଥିବା ବେଳେ ଯେଉଠିଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି ସେଠାରେ କରୋନା ରିପୋର୍ଟକୁ ନେଇ…

ଚାଇନାକୁ ଦୁଇପଟୁ ଘେରାଉ: ପାହାଡ଼ରେ ଯୁଦ୍ଧ ବିମାନ, ସମୁଦ୍ରରେ ଯୁଦ୍ଧପୋତ

ନୂଆଦିଲ୍ଲୀ, ୭।୭: ଚାଇନାର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଲଓ୍ବାନ ଘାଟିର ହିଂସ୍ରକ ଘଟଣା ପରେ ଏବେ ଚାଇନା ହରଡ଼ଘଣାରେ ପଡ଼ିଛି। ଗୋଟିଏ ପଟେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଲଦାଖର ପାହାଡ଼ ଅଞ୍ଚଳରେ ଲଗାତାର ପଇଁତରା ମାରୁଛି। ସେହିପରି…

ଭୁବନେଶ୍ୱର ଟେକ୍‌ ମହିନ୍ଦ୍ରା ଅଫିସ୍‌ ସିଲ୍‌: ୨୦ ତାରିଖ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ସମସ୍ତ କର୍ମଚାରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଥିବା ସଫ୍ଟଓ୍ବେର କମ୍ପାନୀ ଟେକ ମହିନ୍ଦ୍ରା ଅଫିସକୁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। ୩ ଦିନ ଭିତରେ ଏହି ଅଫିସ୍‌ର ୭ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ…

ରାସ୍ତାରେ ଟିକ୍‌ଟକ୍‌ କରୁଥିଲେ ଯୁବତୀ: ଜାଣନ୍ତୁ କ’ଣ ହେଲା

ଯୁବବର୍ଗଙ୍କ ମଧ୍ୟରେ ସୋସିଆଲ ମିଡିଆରେ ଲେଟେଷ୍ଟ ଡ୍ରେଣ୍ଡ ଫଲୋ କରିବାର ନିଶା ଲାଗିଛି। ତେବେ ଏହା ଯେତେ କଷ୍କକର ହୋଇଥାଉ ନା କାହିଁକି। ଏଥିରେ ଜୀବନ ଯିବାର ଭୟ ଥିଲେ ମଧ୍ୟ ଯୁବବର୍ଗ ଏହାକୁ ଆପଣାଉଛନ୍ତି। ଏବେ ସୋସିଆଲ ମିଡିଆରେ ସେମିତି…

ପୁଲଓ୍ବାମା ଏନ୍‌କାଉଣ୍ଟରରେ ଜଣେ ଯବାନ ଶହୀଦ, ଜଣେ ଆତଙ୍କବାଦୀ ନିହତ

ପୁଲଓ୍ବାମା,୭।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ ୨ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପୁଲଓ୍ବାମା ଗୁସୁ ଗାଁରେ କିଛି ଆତଙ୍କବାଦୀ…

କୋଭିଡ୍‌ ହସ୍ପିଟାଲରୁ ଫେରାର କରୋନା ଆକ୍ରାନ୍ତ ଧରାପଡ଼ିଲେ : ୨ ଦିନ ହେଲା ଫେରାର ଥିଲେ

ନବରଙ୍ଗପୁର,୭।୭ (ବି.ପ୍ର.): ନବରଙ୍ଗପୁରସ୍ଥିତ କୋଭିଡ ହସ୍ପିଟାଲରୁ ଗତ ୫ ତାରିଖରେ କାନ୍ଥ ଡେଇଁ ଫେରାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ୨ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ଜିଲା ପୋଲିସ ଧରିବାରେ ସକ୍ଷମ ହୋଇଛି। ତାକୁ ଧରିବା ପରେ ପୁଣିଥରେ ଉକ୍ତ କୋଭିଡ…

ବରିଷ୍ଠ ନାଗରିକଙ୍କ ପାଇଁ ଆକ୍ସନ ପ୍ଲାନ୍‌: ଉପକୃତ ହେବେ ୧୦ ଲକ୍ଷ ବରିଷ୍ଠ ନାଗରିକ

ଭୁବନେଶ୍ୱର, ୭।୭(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ କେନ୍ଦ୍ରର ସ୍ବତନ୍ତ୍ର ଯୋଜନାକୁ ରାଜ୍ୟ ସରକାର ସହମତି ପ୍ରକାଶ କରିଛନ୍ତି। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ମଙ୍ଗଳବାର ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ୍‌ଶୀଘ୍ର ଆକ୍ସନ ପ୍ଲାନ୍‌…

ଚାଇନାକୁ ପୁଣି ଝଟ୍‌କା: ଆପଲ ପ୍ଲେ ଷ୍ଟୋରରୁ ହଟିଲା ୪୫୦୦ ଗେମ୍‌ ଆପ୍‌

ନୂଆଦିଲ୍ଲୀ, ୭।୭: ଗଲଓ୍ବାନ ଘାଟିର ହିଂସକ ସଂଘର୍ଷ ପରେ ଚାଇନା ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଭାରତ ସରକାର ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରିଥିବା ବେଳେ ଏବେ ଆପଲ ପ୍ଲେ ଷ୍ଟୋରରୁ ୪୫୦୦ ଚାଇନା ଗେମ୍‌…

ଭାରତ ପରେ ଏବେ ଏହି ଦେଶରେ ଟିକ୍‌ଟକ୍‌ ସମେତ ୫୯ ଚାଇନା ଆପ୍‌ ଉପରେ ଲାଗିପାରେ ପ୍ରତିବନ୍ଧକ: ସଙ୍କେତ ଦେଲେ ବର୍ହିବ୍ୟାପାର ମନ୍ତ୍ରୀ

ଓ୍ବାଶିଂଟନ,୭।୭: ଭାରତ ସରକାରଙ୍କ ଦ୍ୱାରା ଟିକ୍‌ଟକ୍‌ ସହିତ ୫୯ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯିବା ପରେ ଏବେ ସାରା ବିଶ୍ୱରେ ଚାଇନା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା କାର୍ଯ୍ୟ ଆରମ୍ଭ ହୋଇଛି। ଆମେରିକାର ବର୍ହିବ୍ୟାପାର ମନ୍ତ୍ରୀ ମାଇକ୍‌ ପୋମ୍ପିଓ ମଙ୍ଗଳବାର ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?