ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍
ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍ଡାଉନ୍ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି। ସୋମବାର…
ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ
ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ…
ଲକ୍ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ
ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି ସମୟରେ ସେ ମନ୍ତ୍ରୀମାନଙ୍କର ଲିଡରଶିପକୁ ପ୍ରଶଂସା କରିଛନ୍ତି । ଏପଟେ ଲକ୍ଡାଉନ ପୂରଣ ହେବାକୁ…
୫ ଶିକାରୀ ଗିରଫ, ବନ୍ଧୁକ ଜବତ
ସଜନାଗଡ଼,୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଛି। କୁଲଡ଼ିହା ବନବିଭାଗ ପକ୍ଷରୁ ରବିବାର ରାତିରେ ପାଟ୍ରୋଲିଂ ସମୟରେ ୫ ଜଣ ଶିକାରୀଙ୍କୁ ଗିରଫ କରିବା…
ଦିନକରେ ୫୬ ହଜାର ଆକ୍ରାନ୍ତ
ଓ୍ବାଶିଂଟନ/ରୋମ୍/ଲଣ୍ଡନ,୬ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍ ଉଗ୍ରରୂପ ଦେଖାଇଛି। ବିଶ୍ୱର ୨୦୫ ଦେଶରେ ସେ ନିଜର ଅଧିକାର ଜାହିର କରିବା ସହ ୧୨ ଲକ୍ଷ ୫୦ ହଜାର ଲୋକଙ୍କୁ ନିଜ କବ୍ଜାକୁ ନେଇଛି। ଅଦ୍ୟାବଧି ମୃତ୍ୟୁସଂଖ୍ୟା ୬୮ ହଜାର ଛୁଇଁଥିବା ବେଳେ…
କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲାଗୁ ହୋଇପାରେ ଭୀଲ୍ଓ୍ବାଡ଼ା ମଡେଲ
ନୂଆଦିଲ୍ଲୀ,୬।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ରାଜସ୍ଥାନର ଭୀଲଓ୍ବାଡ଼ାରେ ହୋଇଥିବା କାର୍ଯ୍ୟକ୍ରମ ଲାଗୁ କରାଯିବାକୁ ଯୋଜନା କରାଯାଉଛି। ଗତ ମାସରେ ଭୀଲଓ୍ବାଡ଼ା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ଏହାକୁ ହଟ୍ସ୍ପଟ୍ ଭାବେ ଘୋଷଣା…
କରୋନା ମୁକାବିଲା ପ୍ରସ୍ତୁତି: ୨ ବର୍ଷ ପାଇଁ ମିଳିବନି ଏମ୍ପି ଫଣ୍ଡ୍
ନୂଆଦିଲ୍ଲୀ,୬।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆସନ୍ତା ୨ ବର୍ଷ ପାଇଁ ଏମ୍ପି ଫଣ୍ଡ୍ ମିଳିବନି ବୋଲି କ୍ୟାବିନେଟ୍ ବୈଠକରେ ସ୍ଥିର ହୋଇଛି। ବୈଠକରେ ୧୯୫୪ ସଂସଦୀୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ଟୁଇନ୍ ସିଟିରୁ ପ୍ରାୟ ୨ ହଜାର ଗାଡ଼ି ଜବତ
ଭୁବନେଶ୍ୱର, ୬।୪(ବ୍ୟୁରୋ): କରୋନା (କୋଭିଡ୍-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮ ଘଣ୍ଟିଆ ସଡ୍ଡାଉନ୍ କରିଥିଲେ। ସଟ୍ଡାଉନ୍ ଉଠିଯାଇଥିଲେ ମଧ୍ୟ ଲକ୍ଡାଉନ୍ ଜାରି ରହିଛି। ତେବେ…
ନିୟମ ଫାଙ୍କି ଠିକାଦାର ଗିରଫ
ନୂଆଗାଁ, ୬।୪ (ଡି.ଏନ.ଏ.) ଦେଶରେ ଲକ୍ ଡାଉନ ଯୋଗୁ କଟକଣା ଲାଗିଛି। ଏହି ସମୟରେ ନିର୍ମାଣ କାମ ମଧ୍ୟ ବନ୍ଦ ରହିଛି। ହେଲେ ସୁନ୍ଦରଗଡ଼ ଜିଲା ନୂଆଗାଁରେ ରବିବାର ରାତିରେ ଜଣେ ଠିକାଦାର ଏହି ନିୟମ ନ ମାନିବା ତାଙ୍କ ପାଇଁ…
ସଙ୍ଗରୋଧ କେନ୍ଦ୍ରରୁ ଲୁଚି ପଳାଇଲେ ଯୁବକ
ବଡଗାଁ, ୬।୪ (ଡି.ଏନ.ଏ.)-ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗାକଛାର ଗ୍ରାମର ସ୍କୁଲରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରରୁ ରବିବାର ସନ୍ଧ୍ୟାରେ ଜଣେ ଯୁବକ ପାଚେରୀ ଡେଇଁ ପଳାଇଛନ୍ତି। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଜନପ୍ରତିନିଧିମାନେ ତାଙ୍କୁ ପୁଣି କେନ୍ଦ୍ରକୁ ଆଣିଥିଲେ…
ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି, ପ୍ରଧାନମନ୍ତ୍ରୀ କେୟାରସ୍ ଫଣ୍ଡକୁ ୩୪.୨ ଲକ୍ଷ ଦାନ କଲେ ରାଜ୍ୟପାଳ
ଭୁବନେଶ୍ୱର, ୬।୪ (ବ୍ୟୁରୋ): କୋଭିଡ୍-୧୯ର ମୁକାବିଲା ପାଇଁ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ଯୋଗାଇବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି କ୍ରମରେ ରାଜନେତାଙ୍କଠାରୁ ଆରମ୍ଭ କରି ଶିଳ୍ପପତି, କ୍ରୀଡାବିତ୍, ଫିଲ୍ମ ତାରକା, ଜନପ୍ରତିନିଧି, ସାମାଜିକ ସଂଗଠନ ଏବଂ…
କଟକ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ୧୯; ସମସ୍ତ ରିପୋର୍ଟ ନେଗେଟିଭ୍ : ଜିଲାପାଳ
କଟକ ଅଫିସ,୬।୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୯ଜଣ ଆସିଥିବା ପ୍ରାରମ୍ଭିକ ପର୍ଯ୍ୟାୟରେ ଜଣାପଡ଼ିଛି। ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍ ଥିବା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସୋମବାର କହିଛନ୍ତି। ତେବେ ବର୍ତ୍ତମାନ…
Archives


