Home

ଦିଲ୍ଲୀର ସ୍ଥିତି ଖରାପ ହେବାରେ ଲାଗିଛି: କେଜରିଓ୍ବାଲ

ନୂଆଦିଲ୍ଲୀ, ୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ସ୍ଥିତି ଧୀରେଧୀରେ ଖରାପ ହେବାରେ ଲାଗିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବୁଧବାର ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି। ଇତିମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୩୦୯ରେ…

ସାଟେଲାଇଟ୍‌ ଉପରେ କାହିଁକି ଦିଆଯାଇଥାଏ ସୁନାର ଆବରଣ

ସାଟେଲାଇଟ୍‌କୁ ଭାରତରେ କୃତ୍ରିମ ଉପଗ୍ରହ କୁହାଯାଏ। ପ୍ରଥମ କୃତ୍ରିମ ଉପଗ୍ରହ ହେଉଛି ସ୍ପୁଟନିକ୍‌-୧। ଏହା ସୋଭିଏତ୍‌ ସଂଘ ଦ୍ୱାରା ୪ ଅକ୍ଟୋବର ୧୯୫୭ରେ ପୃଥିବୀ ପୃଷ୍ଠକୁ ପଠାଯାଇଥିଲା। ସେବେଠାରୁ ଆଜିପର୍ଯ୍ୟନ୍ତ ହଜାର ହଜାର କୃତ୍ରିମ ଉପଗ୍ରହ ମହାକାଶକୁ ପଠାଯାଇସାରିଲାଣି। କିନ୍ତୁ ଜାଣନ୍ତି…

ପିତାଙ୍କୁ ଚାମ୍ପିୟନ୍‌ କହିଲେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ପିତା ତଥା ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ପ୍ରକାଶ ପାଦୁକୋନ ଆଜି ୬୫ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ପିତାଙ୍କ ପାଇଁ ଏକ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି ଦୀପିକା। ଦୀପିକା ଏକ ଥ୍ରୋବ୍ୟାକ୍‌ ଫଟୋ ଶେୟାର…

ବୟଫ୍ରେଣ୍ଡଙ୍କ ସହିତ ସ୍କୁଟିରେ ବୁଲିଲେ ଶ୍ରଦ୍ଧା କପୁର: ଭିଡ଼ିଓ ଭାଇରାଲ

ମୁମ୍ବାଇ, ୧୦।୬: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଶ୍ରଦ୍ଧା ବୟଫ୍ରେଣ୍ଡ ରୋହନ ଶ୍ରେଷ୍ଠଙ୍କ ସହିତ ସ୍କୁଟିରେ ମୁମ୍ବାଇର ରାସ୍ତାରେ ଘୁରି ବୁଲୁଥିବା ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ ପରେ ଆରମ୍ଭ…

କରୋନା ମୁକାବିଲା: ସପ୍ତାହେ ପାଇଁ ରାଜସ୍ଥାନ ସୀମା ସିଲ୍‌

ଜୟପୁର, ୧୦।୬: ରାଜସ୍ଥାନରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ…

ପୁରୀରୁ ୭ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୫

ପୁରୀ ଅଫିସ, ୧୦।୬: ପୁରୀ ଜିଲାରୁ ପୁଣି ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୭ ଜଣ ସୁସ୍ଥ ହୋଇଥିଲା ବେଳେ ୨୮ଜଣ…

୨ ହାତୀ ହେଲେ ୬.୨୫ ଏକର ଜମିର ମାଲିକ

ପାଟନା, ୧୦।୬: ମଣିଷ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ବେଳେବେଳେ ଅତି ନିବିଡ଼ ହୋଇଯାଏ। ମଣିଷ ସେତେବେଳେ ପ୍ରାଣୀଙ୍କୁ ନିଜର ଅତି ନିଜର ପରିବାର ସଦସ୍ୟ ବୋଲି ଭାବିଥାଏ। ଏଭଳି ଏକ ଘଟଣା ବିହାରରେ ଘଟିଛି। ଏଠାରେ ଜଣେ ମାଲିକ ନିଜର ସମସ୍ତ…

ଆହତ ହୋଇ ନିଜେ ଡାକ୍ତରଖାନାରେ ପହଞ୍ଚିଲା ମାଙ୍କଡ

ସୋସିଆଲ ମିଡିଆରେ ଏକ ମାଙ୍କଡର ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଏକ ମାଙ୍କଡ ଆହତ ହୋଇ ନିଜେ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ମାଙ୍କଡଟି ଡେଉଁ ଥିବାବେଳେ କୌଣସି କାରଣବଶତଃ ଆହତ ହୋଇଥିଲା। ଏଭଳି ପରିସ୍ଥିତିରେ ସେ ଚିକିତ୍ସା ପାଇଁ…

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୦।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଭାରତୀୟ ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସ୍ଥାନୀୟ ସୁଗୋ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…

୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍‌ଡାଉନ୍‌

କେସିଙ୍ଗା, ୧୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରୋଲ ଗ୍ରାମପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ଉତ୍ତରପ୍ରଦେଶ ନୈଡାରୁ ଫେରିଥିବା ୨ ଓଡ଼ିଆ ଯୁବତୀ ୭ ଦିନ ରହିଥିଲେ। ପରେ ସେ ଗତ ୨ ତାରିଖରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ସେମାନଙ୍କ…

ଦିଲ୍ଲୀରେ ଏବେ ସ୍କୁଲ ଖୋଲିବ ନାହିଁ: ମନୀଷ ସିସୋଦିଆ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସ୍କୁଲ ଖୋଲାଯିବ ନାହିଁ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ.,କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ ମୁମ୍ବାଇ…

CORONAVIRUS UPDATE: ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତ ସଂଖ୍ୟା ୩, ୨୦୦ ଟପିଲା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri