Home

ସୋସିଆଲ ମିଡିଆରେ ଫଟୋ ପୋଷ୍ଟ ଦମ୍ପତିଙ୍କୁ ମହଙ୍ଗା ପଡ଼ିଲା: ୧୬ ବର୍ଷ ଜେଲ୍‌ ଦଣ୍ଡ ସହ ୭୪ ଚାବୁକ୍‌ ପ୍ରହାର

ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ ସହ ଲଢୁଛି। ଏପରି ସମୟରେ ଇରାନ୍‌ର ଏକ ଦମ୍ପତିଙ୍କୁ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡ଼ିଛି। ଇରାନର ପ୍ରଭାବଶାଳୀ ବ୍ୟକ୍ତି ଅହମ୍ମଦ ମୋଇନ୍‌ ଶିରାଜୀ ଏବଂ ତାଙ୍କ ସ୍ତ୍ରୀ ଶବନମ ଶାହରୋଖୀଙ୍କୁ…

ଲକ୍‌ଡାଉନ ସଙ୍କଟ: ବାଇକ୍‌ରେ ଶାଶୁଘର ଗଲେ କନ୍ୟା

ଲକ୍ଷ୍ନୌ,୬।୫: କରୋନା ମହାସଙ୍କଟ ଯୋଗୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ବିବାହ, ପାର୍ଟି, ଧାର୍ମିକ ସଭା ଆଦି କାର୍ଯ୍ୟକ୍ରମ ଉପରେ ସରକାର ରୋକୋ ଲଗାଯାଇଛନ୍ତି। କେତେକ ସ୍ଥାନରେ ବରକନ୍ୟା ଭିଡିଓ କନ୍‌ଫରେନ୍ସିଂ ବିବାହ କରୁଥିବା ବେଳେ ଆଉ କେତେକ…

ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଟୁଇଟ୍‌ ପରେ ପ୍ରବାସୀ ଶ୍ରମିକଙ୍କୁ ମିଳିଲା ଆଶ୍ରୟ

ବରଗଡ଼ ଅଫିସ,୬ା୫: ଝାଡ଼ଖଣ୍ଡରୁ ଅତାବିରାରେ ମଙ୍ଗଳବାର ପହଞ୍ଚିଥିବା ଏକ ପ୍ରବାସୀ ଶ୍ରମିକ ପରିବାର ଆଶ୍ରୟ ଟିକିଏ ପାଇଁ ବାରଓଳି ଶୁଣ୍ଢିପିଣ୍ଡା ହୋଇଥିଲେ। ସେମାନେ ପୂର୍ବରୁ ଏକ ଘରଭଡ଼ା ନେଇଥିଲେ ସୁଦ୍ଧା ଘରମାଲିକ ସେମାନଙ୍କୁ ରଖିବାକୁ ମନା କରି ଦେଇଥିଲେ। ସେହିପରି ସ୍ଥାନୀୟ…

କୋରାପୁଟ-କିରୁଣ୍ଡୁଲ ରେଳ ଲାଇନ୍‌ରେ ପଥର ଧସିଲା: ୩ ମୃତ, ୪ ଗୁରୁତର

ରାୟଗଡ଼ା ଅଫିସ,୬ା୫: କୋରାପୁଟ-କିରୁଣ୍ଡୁଲ ରେଳ ଲାଇନର ବୋରା କେଭ୍‌ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଚିରୁକାପଲ୍ଲୀ ରେଳଷ୍ଟେଶନଠାରେ ରେଳ ଲାଇନରେ ପଥର ଧସିବାରୁ ଏହି ପଥରଗୁଡିକୁ ରାସ୍ତାରୁ ହଟାଇ ସଫା କରିବା ପାଇଁ ୩୦ ଜଣ କର୍ମୀଙ୍କୁ ନିୟୋଜିତ କରାଯାଇଥିଲା।…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ରିୟାଜ୍‌ ନିହତ

ଶ୍ରୀନଗର,୬।୫: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୋରାର ବେଗପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ରିୟାଜ୍‌ ନାଇକୁ ନିହତ ହୋଇଛନ୍ତି। ସେ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ସଂଗଠନର କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ। ଦୀର୍ଘଦନ ଧରି ସୁରକ୍ଷାକର୍ମୀ ରିୟାଜ୍‌ଙ୍କୁ ଖୋଜୁଥିଲେ। ମଙ୍ଗଳବାରଠାରୁ ଏଠାରେ ଅପରେଶନ ଜାରି…

ଗଞ୍ଜାମ ଜିଲାର ୨୬୮କ୍ୱାରାଣ୍ଟାଇନ ସେଣ୍ଟରରେ ଦୈନିକ ଚାଲିଛି ମନିଟରିଂ

ଛତ୍ରପୁର, ୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୨୬୮ଟି କ୍ୱାରାଣ୍ଟାଇନ ସେଣ୍ଟରରେ ୧୭ ହଜାର ୨୪୪ ଜଣ ରହିଛନ୍ତି। ଦୈନିକ ସ୍ଥାନୀୟ ଥାନା ପୋଲିସ କ୍ୱାରାଣ୍ଟାଇନ ସେଣ୍ଟରରର ମନିଟରିଂ କରୁଛନ୍ତି। ଏହାର ଦୈନିକ ରିପୋର୍ଟ ଥାନା ପକ୍ଷରୁ ଗଞ୍ଜାମ…

CORONAVIRUS UPDATE: ଯାଜପୁରରେ ଆଉ ଜଣେ ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଲା

ଭୁବନେଶ୍ୱର, ୬।୫(ବ୍ୟୁରୋ): ଯାଜପୁରରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତ ଜଣଙ୍କ ୫୭ ବର୍ଷୀୟ ବୟସ୍କ ବ୍ୟକ୍ତି। ସେ କୋଲକାତାରୁ ଫେରିଥିଲେ।…

ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ଅନୁଭୂତ ହେବ ସାହାରା ମରୁଭୂମି ଭଳି ତାତି: ୧୨୦ କୋଟି ଭାରତୀୟ ହେବେ ପ୍ରଭାବିତ

ଲଣ୍ଡନ/ନୂଆଦିଲ୍ଲୀ,୬।୫: ସାରା ପୃଥିବୀରେ ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଯଦି ଜାରି ରୁହେ, ତେବେ ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ସାହାରା ମରୁଭୂମି ଭଳି ତାତି ଅନୁଭୂତ ହେବ। ଏହାଦ୍ୱାରା ୧୨୦ କୋଟି ଭାରତୀୟ…

୩୯ କୋଟି ଲୋକଙ୍କୁ ପ୍ରଦାନ କରାଯାଇଛି ୩୪,୮୦୦ କୋଟିର ପିଏମ୍‌ଜିକେପି ସହାୟତା

ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ କକରାଯାଉଛି। ମେ ୫ ସୁଦ୍ଧା ଦେଶର ୩୯ କୋଟି ଲୋକଙ୍କୁ ୩୪,୮୦୦ କୋଟି ଟଙ୍କାର ପ୍ରଧାନମନ୍ତ୍ରୀ ଗରିବ…

ଯାଜପୁରରେ ୫୪ରେ ପହଞ୍ଚିଲା କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ,କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର(ବ୍ୟୁରୋ),୬।୫: ଯାଜପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ। ସେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ସେ ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ରାଜ୍ୟ ସୂଚନା ଓ…

ଲକ୍‌ଡାଉନ୍‌ରେ ଗାଁରେ ଫସିଲେ ରତନ: ଚୁଲିରେ କରୁଛନ୍ତି ରୋଷେଇ

ଲକ୍‌ଡାଉନ୍‌ ପାଇଁ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ଅନେକ ଲୋକ ଅଛନ୍ତି ଯୋଉଁମାନେ ନିଜ ଘରଠାରୁ ଦୂରେଇ ଅନ୍ୟ ସ୍ଥାନରେ ଫସି ରହିଛନ୍ତି। ଏମିତି ଘଟିଛି ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ରତନ ରାଜପୁତଙ୍କ ସହ। ଲକ୍‌ଡାଉନ୍‌ ଯୋଗୁ ରତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri