ଜୁନ୍ରେ ଆମେରିକାରେ ପ୍ରତିଦିନ ୨ ଲକ୍ଷ ନୂଆ କରୋନା ସଂକ୍ରମିତ ହେବେ ଚିହ୍ନଟ: ମୃତକଙ୍କ ସଂଖ୍ୟା ପ୍ରତିଦିନ ଛୁଇଁବ ୩ ହଜାର
ଓ୍ବାଶିଂଟନ,୬।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଅଚଳାବସ୍ଥା ଦେଖାଦେଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୩୭ ହଜାର ୬୩୩ ଥିବାବେଳେ ମୃତ୍ୟୁ ସଂଖ୍ୟା ୭୨ ହଜାର ୨୭୧ ରହିଛି। ଏହି ଧାରା ଜାରି ରହିଲେ ଆସନ୍ତା ଜୁନ୍…
କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କୁ ଅଟକ ରଖିଲା ସୁନ୍ଦରଗଡ଼ ଜିଲା ପ୍ରଶାସନ
ରାଉରକେଲା ଅଫିସ,୬ା୫: ରାଜସ୍ଥାନ କୋଟାରୁ ଛାତ୍ରୀଛାତ୍ରଙ୍କୁ ନେଇ ଆସିଥିବା ଏକ ବସ୍କୁ ଜିଲା ପ୍ରଶାସନ ଓ ରାଉରକେଲା ମହାନଗର ନିଗମ ପକ୍ଷରୁ ଅଟକ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କୋଟାରୁ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏହି ବସ୍ ରାଉରକେଲା ଅଭିମୁଖେ…
୩୦ଟି କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ୩୦ଟି ପ୍ରତିଷେଧକ ଟୀକାର ପ୍ରସ୍ତୁତି କାର୍ଯ୍ୟ ବିଭିନ୍ନ ସ୍ତରରେ ରହିଛି। ଏସବୁର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। କିଛି ପ୍ରତିଷେଧକ…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ଗାୟତ୍ରୀ ମନ୍ତ୍ର ଜପ କଲେ ଯୁବକ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍ କରି ଜଣାଇଲେ ବିଡିଓ
ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲା ତିହିଡ଼ି ବ୍ଲକର କ୍ୱାରାଣ୍ଟାଇନ୍ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଟିକ୍ଟକ୍ ଭିଡିଓ ଭାଇରାଲ ଭଳି ଲଜ୍ଜାଜନକ ଘଟଣା ଘଟିଥିବା ଓ ଥାନାରେ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହେବା ଭଳି ଘଟଣା ଘଟିଥିଲା। କିନ୍ତୁ ଏବେ…
ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜୋର୍ଦାର: ପଇଁତରା ମାରୁଛି ପୋଲିସ
ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ଏହି କଟକଣା ଜାରି କରାଯାଇଛି। ଏହି ସମୟରେ ପୋଲିସ ସହର ସାରା ପଇଁତରା ମାରୁଛି। ଅମାନିଆ ଓ ଖିଲାପକାରୀ ଯୁବକମାନଙ୍କ…
କରୋନା ସଙ୍କଟ: ୮୬ ପ୍ରତିଶତ ଭାରତୀୟଙ୍କୁ ଘାରିଛି ଚାକିରି ହରାଇବା ଭୟ
ଓ୍ବାଶିଂଟନ,୬।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ପୃଥିବୀ ସହିତ ବହୁ ଦେଶର ଆର୍ଥିକ ମାନଦଣ୍ଡକୁ କରୋନା ଦୋହଲାଇ ଦେଇଛି। ଏପରିସ୍ଥଳେ ଭାରତର ୮୬ ପ୍ରତିଶତ ଲୋକଙ୍କ ମନରେ ଏବେ ଚାକିରି ହରାଇବା ଭୟ ଦେଖାଦେଇଛି।…
ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍: ପରଖିବେ ସ୍ଥିତି
ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍ ଗଞ୍ଜାମ ଯିବେ। ଏହି ଟିମ୍ ସର୍ଭେଲାନ୍ସ ଓ…
ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ
ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଟୁଇନ୍ ସିଟିରେ ଅଯଥା…
କରୋନା ମୃତ୍ୟୁ ସଂଖ୍ୟା ଛୁଇଁଲା ୨ ଲକ୍ଷ ୫୮ ହଜାର
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୫: ପୃଥିବୀର ବିଭିନ୍ନ ଦେଶରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୫୮ ହଜାର ୩୪୪ ଛୁଇଁଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୭ ଲକ୍ଷ ୨୭ ହଜାର ୯୪୭ରେ…
ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି
ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ…
ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୪୯ ହଜାର
ନୂଆଦିଲ୍ଲୀ,୬।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୯ ହଜାର ୩୯୧ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୧,୬୯୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୧୪…
ସରକାରୀ ହସ୍ପିଟାଲକୁ ଯାଆନ୍ତି କମ୍ ଲୋକ
ନୂଆଦିଲ୍ଲୀ,୬।୫: ଭାରତରେ ଏକ ତୃତୀୟାଂଶରୁ କମ୍ ଲୋକ ଚିକିତ୍ସା ପାଇଁ ସରକାରୀ ହସ୍ପିଟାଲ ଉପରେ ଭରସା କରନ୍ତି। ଅବଶିଷ୍ଟ ଲୋକେ ଘରୋଇ ହସ୍ପିଟାଲକୁ ପସନ୍ଦ କରିଥାନ୍ତି ବୋଲି ନ୍ୟାଶନାଲ ସାମ୍ପଲ୍ ସର୍ଭେ(ଏନଏସ୍ଏସ୍) ସ୍ବାସ୍ଥ୍ୟ ସେବା ପକ୍ଷରୁ ହୋଇଥିବା ଏକ ରିପୋର୍ଟରେ ପ୍ରକାଶ…
Archives


