Home

ଏ ବର୍ଷ ଚାଷୀଙ୍କୁ ୯ ହଜାର କୋଟି ଋଣ ପ୍ରଦାନ ଲକ୍ଷ୍ୟ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିନା ସୁଧ ହାରରେ ଚାଷୀଙ୍କୁ ୫୦ହଜାର ଯାଏ କୃଷି ଋଣ ଯୋଗାଇ ଦିଆଯାଉଛି। ସେହିଭଳି ୫୦ହଜାରରୁ ୩ ଲକ୍ଷ ଯାଏ ଋଣ ୨% ସୁଧରେ ଦିଆଯାଉଛି। ଏପ୍ରିଲ ୨୫ରୁ ଚାଷୀମାନଙ୍କୁ ଋଣ ବଣ୍ଟନ କରାଯାଉଛି।…

କେଜରିଓ୍ବାଲଙ୍କୁ ହୋଇନାହିଁ କରୋନା, ନେଗେଟିଭ୍‌ ଆସିଲା ରିପୋର୍ଟ

ନୂଆଦିଲ୍ଲୀ, ୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ କରୋନା ସଂକ୍ରମଣ ହୋଇନାହିଁ। ମଙ୍ଗଳବାର ତାଙ୍କର ସ୍ବାବ୍‌ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଥିବା ସୂଚନା ମିଳିଛି। ପ୍ରକାଶ ଯେ, କେଜରିଓ୍ବାଲଙ୍କୁ ସୋମବାର ଗଳାରେ ଦରଜ ସହ ଜ୍ୱର ଅନୁଭବ ହୋଇଥିଲା। ଫଳରେ ସେ…

ପ୍ରତି ସୋମବାର ପଞ୍ଚାୟତ ଯିବେ ଭିଏଡବ୍ଲୁ, ବୁଝିବେ ଚାଷୀଙ୍କ ସମସ୍ୟା

ଭୁବନେଶ୍ୱର,୯।୬(ବ୍ୟୁରୋ): ଚଳିତ ବର୍ଷ ୬୨ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେଥିରୁ ୯୬ ଲକ୍ଷ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟ ରହିଛି ବୋଲି ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ କହିଛନ୍ତି। ଚାଷୀଙ୍କ ସମସ୍ୟା ବୁଝିବାକୁ ଭିଲେଜ୍‌…

ପଶ୍ଚିମବଙ୍ଗରେ ସିବିଆଇ ଅଧିକାରୀ କରୋନା ପଜିଟିଭ୍‌

କୋଲକାତା,୯।୬: ପଶ୍ଚିମବଙ୍ଗ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେସନ୍‌(ସିବିଆଇ)ର ଜଣେ ଅଧିକାରୀଙ୍କ କରୋନା ରିପୋର୍ଟ ମଙ୍ଗଳବାର ପଜିଟିଭ୍‌ ଆସିଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଏବେ…

ବିଏମ୍‌ସିର ବରିଷ୍ଠ ଅଧିକାରୀଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ,୯।୬: ମୁମ୍ବାଇରେ କରୋନା ଭାଇରସ୍‌ ସଂକ୍ରମଣରେ ପୀଡ଼ିତ ହୋଇ ବ୍ରିହାନମୁମ୍ବାଇ ନଗର ନିଗମ(ବିଏମ୍‌ସି)ର ଜଣେ ବରିଷ୍ଠ ଅଧିକାରୀଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତ ଅଧିକାରୀ ଜଣକ ହେଲେ ୫୪ବର୍ଷୀୟ ଶିରିଷ ଦିକ୍ଷିତ। ସୂଚନାଯୋଗ୍ୟ, ଶିରିଷଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଦେଇ…

ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): କେନ୍ଦ୍ର ପୁଞ୍ଜି ବିନିମେଶ ବିଭାଗ ସଚିବ ତୁହିନ୍‌କାନ୍ତ ପାଣ୍ଡେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତେବେ ଜ୍ୱର ହେବାରୁ ସେ କୋଭିଡ-୧୯ ପରୀକ୍ଷା କରିଥିଲେ। ତାଙ୍କ ରିପୋର୍ଟ ମଙ୍ଗଳବାର ପଜିଟିଭ୍‌…

ଲକ୍‌ଡାଉନ କଟକଣାକୁ କୋହଳ କଲା ମୁମ୍ବାଇ ବିଏମ୍‌ସି

ମୁମ୍ବାଇ,୯।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଛି। ଇତିମଧ୍ୟରେ ଦୀର୍ଘ ଅଢ଼େଇ ମାସ ପରେ ଲକ୍‌ଡାଉନ…

୯ବର୍ଷ ଧରି ଏହି ବ୍ୟକ୍ତିଙ୍କୁ ପ୍ରତିଦିନ ମାଗଣାରେ ମିଳୁଛି ପିଜା

ବ୍ରସେଲ୍ସ,୯।୬: ଜୀବନରେ ଅନେକ ସମୟରେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ବେଳେ ବେଳେ ଏହି ସମସ୍ୟା ଆଶ୍ଚର୍ଯ୍ୟ ମଧ୍ୟ କରିଦେଇଥାଏ। କିଛି ଏଭଳି ସମସ୍ୟା ଦେଖିବାକୁ ମିଳିଛି ବେଲଜିୟମ୍‌ର ଏଣ୍ଟଓ୍ବର୍ପରେ। ଏଣ୍ଟଓ୍ବର୍ପରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଦୀର୍ଘ ୯ବର୍ଷ…

ଚଳିତବର୍ଷ ପାନୀୟ ଜଳ ଯୋଗାଣ ପାଇଁ ଖର୍ଚ୍ଚହେବ ୧୦ ହଜାର କୋଟି

ଭୁବନେଶ୍ୱର, ୯।୬(ବ୍ୟୁରୋ): ଚଳିତ ବର୍ଷ ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ବାବଦରେ ରାଜ୍ୟ ସରକାର ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ। ଆର୍‌ଏଡିପି, ବସୁଦ୍ଧା, ଡିଏମ୍‌ଏଫ୍‌ ଜରିଆରେ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମଙ୍ଗଳବାର ପାନୀୟ ଜଳ ସମ୍ପର୍କୀତ…

କ୍ରିକେଟରୁ ଅବସର ମିଳିଲେ ପିତାଙ୍କ ସହ ବିଲରେ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ ଦ୍ରୁତ ବୋଲର୍‌ ଉମେଶ ଯାଦବ ୧୯୮୭, ଅକ୍ଟୋବର ୨୫ରେ ଉତ୍ତର ପ୍ରଦେଶର ଦେଓରିଆରେ ଏକ ଗରିବ ଘରେ ଜନ୍ମଗ୍ରହଣ କରିଥିଲେ ଉମେଶ। ତାଙ୍କ ପିତା ନାଗପୁର ନିକଟ ଖାପରଖେଡା ଅଞ୍ଚଳରେ ଥିବା ଓ୍ବେଷ୍ଟର୍ଣ୍ଣ କୋଲ ଲିମିଟେଡ୍‌ର କୋଇଲା ଖଣିରେ ଶ୍ରମିକ…

ଏକାଠି ଭୋଜନ କଲେ ନିିବିଡ଼ ହୁଏ ସମ୍ପର୍କ

ପେନସିଲଭାନିଆ,୯।୬: ପରିବାର ସଦସ୍ୟଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣ ତଥା ନିବିଡ଼ ସମ୍ପର୍କ ରହିବା ଗୁରୁତ୍ୱପୂର୍ଣ୍ଣ। ଏହା ପରିବାର ମୂଳଦୁଆ ପରି। ତେବେ ପରିବାର ସଦସ୍ୟ ଏକାଠି ଭୋଜନ କଲେ ସେମାନଙ୍କ ମଧ୍ୟରେ ସମ୍ପର୍କ ନିବିଡ଼ ହୋଇଥାଏ। ଏନେଇ ଓହିଓ ଷ୍ଟେଟ୍‌ ବିଶ୍ୱବିଦ୍ୟାଳୟରେ…

ମାଲକାନଗିରି ଜିଲାକୁ ପୁଣି ଛୁଇଁଲା କରୋନା

କୋରୁକୋଣ୍ଡା, ୯।୬(ଡି.ଏନ.ଏ): ମାଲକାନଗିରି ଜିଲାକୁ ପୁଣି ଛୁଇଁଲା କରୋନା। ଗତ ସୋମବାର ଜିଲା ପ୍ରଶାସନ ସମଗ୍ର ଜିଲାକୁ କରୋନା ମୁକ୍ତ ବୋଲି ଘୋଷଣା କରିଥିବାବେଳେ ମଙ୍ଗଳବାର ପୁଣିଥରେ ଜିଲାରେ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସରକାର ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri