ଆନ୍ଧ୍ରରେ ମହଙ୍ଗା ହେଲା ମଦ
ନୂଆଦିଲ୍ଲୀ, ୬ା୫: ଲକ୍ଡାଉନ୍ ଅବଧି ତୃତୀୟ ଥର ଲାଗି ବଢ଼ିଥିବା ବେଳେ ଆନ୍ଧ୍ରପ୍ରଦେଶରେ ମଦ ଦର ପୁଣି ୫୦% ମହଙ୍ଗା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ୨୫% ଦର ବୃଦ୍ଧି କରାଯାଇଥିବା ବେଳେ ପୁଣି ଏହାକୁ ବଢ଼ାଯାଇଛି। ଏହା ସତ୍ତ୍ୱେ…
ସୁରଟରୁ ବସ୍ ନୁହେଁ, ଟ୍ରେନ୍ରେ ଫେରିବେ ଶ୍ରମିକ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ…
ବିବାଦରେ ପୁଲିଜର ପୁରସ୍କାର
ନୂଆଦିଲ୍ଲୀ,୬ା୫(ଆଇଏଏନ୍ଏସ୍): ଏକ ବିବାଦୀୟ ଘଟଣାକ୍ରମରେ ପୁଲିଜର ପ୍ରାଇଜ ବୋର୍ଡ କଶ୍ମୀର ଉପରେ ଭାରତର ବୈଧତାକୁ ନେଇ ପ୍ରଶ୍ନ ଉଠାଇଛି। ଏହି ଉପତ୍ୟକାକୁ ସ୍ବାଧୀନତାରୁ ବଞ୍ଚତ୍ତ ଏକ ‘ବିବାଦୀୟ ଭୂଖଣ୍ଡ’ ଭାବେ ଅଭିହିତ କରିଛି। ସାମ୍ବାଦିକତା, ସାହିତ୍ୟ ଓ କଳା ଭଳି ୨୧ଟି…
ଜେଇଇ, ଏନ୍ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍ଇ ୧୦ମ ପରୀକ୍ଷା
ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍ ଓ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି ୟୁଜି ୨୦୨୦) ନେଇ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଗତ ଏପ୍ରିଲ୍ରେ ଅନୁଷ୍ଠିତ ହେବାକୁ ଥିବା ଜେଇଇ ମେନ୍…
ଜମ୍ମୁ-କଶ୍ମୀରର ୩ ଫଟୋଜର୍ନାଲିଷ୍ଟଙ୍କୁ ପୁଲିଜର ପୁରସ୍କାର
ନୂଆଦିଲ୍ଲୀ,୬ା୫: ବିଶ୍ୱରେ ମହାମାରୀ କରୋନା ସଂକ୍ରମିତ କରିଥିବାବେଳେ ଚଳିତବର୍ଷର ପୁଲିଜର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସୋମବାର ରାତିରେ ଅନ୍ଲାଇନ୍ରେ ଏହା ଘୋଷଣା କରାଯାଇଛି। ଫଟୋଜର୍ନାଲିଜମ୍ କ୍ଷେତ୍ରରେ ଜମ୍ମୁ-କଶ୍ମୀରର ୩ ଫଟୋଜର୍ନାଲିଷ୍ଟଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର ଦିଆଯିବା ପାଇଁ ନିଷ୍ପତ୍ତି…
ବିଦେଶରୁ ଫେରିବେ ୨ ଲକ୍ଷ ଭାରତୀୟ
ନୂଆଦିଲ୍ଲୀ,୬ା୫: କରୋନା ଭାଇରସ୍ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶରେ ଜାରି ଲକ୍ଡାଉନ୍ ଯୋଗୁ ଲକ୍ଷ ଲକ୍ଷ ଭାରତୀୟ ଫସିରହିଛନ୍ତି। ତେଣୁ ବିଦେଶରେ ଫସିଥିବା ପ୍ରାୟ ୨ ଲକ୍ଷ ଭାରତୀୟଙ୍କୁ ସ୍ବତନ୍ତ୍ର ବିମାନରେ ସ୍ବଦେଶକୁ ଫେରାଇ…
ଅଗ୍ନିବିପନ୍ନଙ୍କୁ ସହାୟତା
ହାଟଡିହୀ, ୫।୫(ଡି.ଏନ.ଏ.)-ହାଟଡିହୀ ବ୍ଲକ ହାବଳେଶର ପଞ୍ଚାୟତ ଡ଼ିମିରିଆ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ୫ଟି ପରିବାର ସମ୍ପୂର୍ଣ କ୍ଷତିଗ୍ରସ୍ତ ହୋଇଥିଲେ। ମଙ୍ଗଳବାର ଆନନ୍ଦପୁର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠି ଉକ୍ତ ଗ୍ରାମକୁ ଯାଇ ଅଗ୍ନି ବିପନ୍ନଙ୍କୁ ଭେଟିବା ସହ ଆର୍ଥିକ…
ମହାରାଷ୍ଟ୍ର ଶ୍ରମିକଙ୍କୁ ସହଯୋଗ
ହାଟଡିହୀ,୫।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ସ୍କୁଲ ନିକଟରେ ଥିବା ମହାରାଷ୍ଟ୍ର ରାଜ୍ୟ ସୋଲାପୁରର ୧୫ଜଣ ଶ୍ରମିକଙ୍କୁ ଫ୍ରେଣ୍ଡ ଫର ଫାଉଣ୍ଡେସନର ସଦସ୍ୟମାନେ ସହଯୋଗର ହାତ ବଢ଼େଇଛନ୍ତି। ଶ୍ରମିକଙ୍କ ନିକଟରେ ପହଞ୍ଚିି ଚାଉଳ,ଆଳୁ, ପିଆଜ, ଡାଲି, ତେଲ, ମୁଢ଼ି, ଚୁଡ଼ା ଆଦି…
ହାତୀର ଗଳିତ ମୃତଦେହ ଉଦ୍ଧାର
କେନ୍ଦୁଝର/ଯୋଡ଼ା,୫ା୫ (ସ୍ବ.ପ୍ର./ଡି.ଏନ୍.ଏ.)-କେନ୍ଦୁଝର ବନ ବିଭାଗ ବାମେବାରୀ ଥାନା ଅନ୍ତର୍ଗତ କେନ୍ଦୁଘାଟି ଜଙ୍ଗଲରୁ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ଠିକ୍ ଜଣାପଡି ନ ଥିଲେ ହେଁ ୩୦ ବର୍ଷରୁ ଅଧିକ ହେବ। ମାସେ ପୂର୍ବରୁ ହାତୀଟିର ମୃତ୍ୟୁ…
ବିପ୍ଳବୀ ଧରଣୀଧର ଭୂୟାଁଙ୍କ ଜୟନ୍ତୀ ପାଳିତ
କେନ୍ଦୁଝର, ୫।୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାର ବିପ୍ଲବୀ ଧରଣୀଧର ଭୂୟାଁଙ୍କ ୧୫୬ ତମ ଜୟନ୍ତୀ କେନ୍ଦୁଝର ଜିଲାରେ ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଦିନ ନିଆରା ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଭୂୟାଁ ସାଂସ୍କୃତିକ ସଂଗଠନ ପକ୍ଷରୁ ସ୍ଥାନୀୟ ଧରଣୀଛକ ଠାରେ ଥିବା ତାଙ୍କ…
ହୃଦରୋଗରେ ଡାକ୍ତରଙ୍କ ପରଲୋକ
ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅନ୍ତରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସରୋଜ କୁମାର ମହାପାତ୍ର(୪୩) ହୃଦ୍ରୋଗରେ ପ୍ରାଣ ହରାଇଛନ୍ତି। ନୀଳଗିରି ମିତ୍ରପୁର ଅଞ୍ଚଳର ଏହି ଡାକ୍ତର ଜଣକ ଅନ୍ତରା ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ଭାବେ ୮ବର୍ଷ ଧରି…
CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…
Archives


