Home

କଂଗ୍ରେସ ପକ୍ଷରୁ କୁଷ୍ଠାଶ୍ରମରେ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୫।୫-ଦେଶରେ ଲକଡାଉନ ଅବଧି ବୃଦ୍ଧି କରାଯାଇଥିଲା ବେଳେ ବାଲେଶ୍ୱର ଜିଲା ବାମପଦାସ୍ଥିତ କୁଷ୍ଠାଶ୍ରମରେ ରହୁଥିବା ଶତାଧିକ ଅନ୍ତେବାସୀଙ୍କ ଦୁଃଖ ବଢ଼ିଯାଇଛି। ସେମାନେ ମୁଖ୍ୟତଃ ଭିକ୍ଷାବୃତ୍ତି କରି ପେଟ ପୋଷୁଥିଲେ। ଏବେ ସେମାନେ ଘରୁ ବାହାରି ପାରୁ ନାହାନ୍ତି। ଏହାକୁ…

ବିଷାକ୍ତ ଛତୁ ଖାଇ ୧୨ ଅସୁସ୍ଥ

ଠାକୁରମୁଣ୍ଡା,୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ମହୁଲଡିହା ଓ ଚମ୍ପାଝର ପଞ୍ଚାୟତର ଗିରିବେଡ଼ା ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ୪ଟି ପରିବାରର ୧୨ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ଶିମିଳିପାଳରୁ ୨ ଶିକାରୀ ଗିରଫ

ବାରିପଦା ଅଫିସ/ଖୁଣ୍ଟା,୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ବନ କର୍ମଚାରୀମାନେ ସୋମବାର ରାତିରେ ଶିମିଳିପାଳରୁ ୨ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଖଣ୍ଡାବୁଡା ଗ୍ରାମର ସନିଆ ସିଂ ଓ ଘୋଳମୁଁହା ଗ୍ରାମର ଗବର ସିଂ। ରେଞ୍ଜ ଅଧିକାରୀ…

୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ବାହାନଗା, ୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣି ପଞ୍ଚାୟତର ଗିଲିଦା ଉଚ୍ଚ ବିଦ୍ୟାଳୟ ପରିସରରେ ସରକାରଙ୍କ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଜିବନ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ଅନୁଷ୍ଠାନିକ ଭାବେ ସୋର ବିଧାୟକ ପର୍ଶୁରାମ ଧଡା ଉଦ୍‌ଘାଟନ…

କୋଟାରୁ ଫେରିଲେ ୧୭ ଛାତ୍ରୀଛାତ୍ର

ବାରିପଦା ଅଫିସ, ୫ା୫- ରାଜସ୍ଥାନର କୋଟାରେ ଫସି ରହିଥିବା ୧୭ ଜଣ ଛାତୀଛାତ୍ର ମଙ୍ଗଳବବାର ମୟୂରଭଞ୍ଜ ଫେରିଛନ୍ତି। ସେମାନଙ୍କ ସହିତ ୫ ଜଣ ଅଭିଭାବକ ଓ ୨ ବସ୍‌ର ଡ଼୍ରାଇଭର ଓ ହେଲପର ମଧ୍ୟ ଫେରିଛନ୍ତି। ଗତ ୧ ତାରିଖରେ ଜିଲା…

ଜୀବନ-ଜୀବିକା ମଧ୍ୟରେ ସନ୍ତୁଳନ ଜରୁରୀ, କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ସବୁଠି ଚାଲିବ ଅର୍ଥନୈତିକ କାର୍ଯ୍ୟ: ଏସ୍‌ଆର୍‌ସି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏବେ ଏହାର ତୃତୀୟ ପର୍ଯ୍ୟାୟରେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ ବଢ଼ାଯାଇଛି। ଏହି ସମୟରେ ବିଭିନ୍ନ କଟକଣାକୁ କୋହଳ କରାଯାଇଥିବା ବେଳେ ନୂତନ ଗାଇଡ୍‌ଲାଇନ୍‌ ନେଇ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ; ୧୭୪ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ରାଉରକେଲାର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି। ତେବେ ବ୍ୟକ୍ତିଜଣଙ୍କ ପଶ୍ଚିମବଙ୍ଗରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ପଜିଟିଭ୍‌…

ପ୍ରବାସୀ ଶ୍ରମିକଙ୍କ ପାଇଁ ଆଉ ଏକ ନିୟମ: ଫେରିବା ପୂର୍ବରୁ ସରପଞ୍ଚଙ୍କୁ ସମସ୍ତ ତଥ୍ୟ ଦେବା ଜରୁରୀ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶେଷକରି ବାହାର ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆ(ଶ୍ରମିକ)ମାନେ ଚିନ୍ତାର କାରଣ ପାଲଟିଛନ୍ତି। ସମ୍ପ୍ରତି ସ୍ଥିତିର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ…

ଭୁଲରେ ଇନ୍‌ଷ୍ଟାଗ୍ରାମ୍‌ରେ ଲାଇଭ୍‌ ଆସିଗଲେ କଟ୍ରିନା

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ କଳାକାରମାନେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ସେମାନେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରହୁଥିବା ଦେଖିବାକୁ ମିଳୁଛି। ଏଥିରୁ ବାଦ୍‌ ପଡ଼ି ନାହାନ୍ତି ଅଭିନେତ୍ରୀ କଟ୍ରିନା କୈଫ୍‌। ସେ ଘରେ ରହି ଭଉଣୀ ଇସାବେଲଙ୍କ…

ବାଲେଶ୍ୱରରେ ଆଉ ୨ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର, ୫।୫(ବ୍ୟୁରୋ): ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ। ଉଭୟ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା। ଏହାକୁ ମିଶାଇ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି…

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଲା

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାଲେଶ୍ୱର ଜିଲାର। ସେମାନଙ୍କ ମଧ୍ୟରେ ଜଣେ ମହିଳା…

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମଧ୍ୟରେ ଗଣ୍ଡଗୋଳ: ୩ ଆହତ; ତଦନ୍ତ ଚାଲିଥିବା କହିଲେ ଏସ୍‌ପି

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଜମାଗୋରଡ଼ା ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଏ ନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଚାଲିଥିବା ଗଞ୍ଜାମ ଏସ୍‌ପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri